ରାଜ୍ୟ

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ ନୀଳମାଧବ ଜୀଉଙ୍କ ମନ୍ଦିର ବ୍ରହ୍ମାଦ୍ରି ଓ ପଦ୍ମାଦ୍ରି ପାହାଡ ଉପରେ ଅବସ୍ଥିତ। ପାହାଡ ତଟଦେଶ…

କେବେ ଜନଶୂନ୍ୟ ହୁଏନାହିଁ ଶ୍ରୀକ୍ଷେତ୍ର

ଭାରତର ଚାରିଧାମ ମଧ୍ୟରେ ପୁରୀ ଜଗନ୍ନାଥ ଧାମ ଅନ୍ୟତମ। ପୁରୀ ସହର ମଧ୍ୟଭାଗରେ ରହିଛି ବଡ଼ଦେଉଳ ବା ଶ୍ରୀମନ୍ଦିର। ଏହାର ରତ୍ନସିଂହାସନରେ ପୂଜାପାଆନ୍ତି ଦାରୁଦିଅଁ ଶ୍ରୀଜଗନ୍ନାଥ ମହାପ୍ରଭୁ, ବଡ଼ଭାଇ ଶ୍ରୀ ବଳଭଦ୍ର, ଭଉଣୀ ଦେବୀ ସୁଭଦ୍ରା, ଶ୍ରୀସୁଦର୍ଶନଙ୍କ ସମେତ ମଦନମୋହନ, ଶ୍ରୀଦେବୀ…

ରାବଣ ପୋଡିବେଳେ ବଡ଼ ଅଘଟଣ, ଯୁବକଙ୍କ ଛାତିରେ ପଡିଲା ନିଆଁ

ରାଉରକେଲା,୧୨।୧୦: ଇସ୍ପାତନଗରୀ ରାଉରକେଲାରେ ଶନିବାର ଦଶହରା ପାଳନବେଳେ ଘଟିଛି ବଡ଼ ଅଘଟଣ। ସେକ୍ଟର-୧୩ ମେଲଣ ପଡିଆ ଆୟୋଜିତ ରାବଣପୋଡି ସମୟରେ ଏକ ଅଘଟଣ ଘଟିଛି। ଜଣେ ଯୁବକଙ୍କ ଛାତିରେ ବାଣର ନିଆଁ ପଡି ସେ ଗୁରୁତର ଆହାତ ହୋଇଛନ୍ତି। ତାଙ୍କୁ ଉଦ୍ଧାର…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା, ଆଉ ଏତିକି ଦିନ ରହିଲା ଇ-କେୱାଇସି ଯାଞ୍ଚ, ଶୀଘ୍ର କରନ୍ତୁ ନହେଲେ କଟିଯିବ ରାସନ କାର୍ଡ…

ଭୁବନେଶ୍ୱର,୧୨।୧୦: ରାସନ କାର୍ଡଧାରୀଙ୍କ ପାଇଁ ବଡ଼ ଖବର। ଇ-କଓ୍ବୋଇସ ଯାଞ୍ଚ ପ୍ରକ୍ରିୟାକୁ ନେଇ ବଡ଼ ଖବର ଦେଇଛନ୍ତି ଖାଦ୍ୟ ଯୋଗାଣ ତଥା ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ରାସନ କାର୍ଡଧାରୀଙ୍କ ଇ-କେୱାଇସି ଯାଞ୍ଚ ପ୍ରକ୍ରିୟା ଆସନ୍ତା ୧୫ରୁ ୨୦…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବୁଲିଲେ ପୂଜା ମଣ୍ଡପ

କେନ୍ଦୁଝର,୧୨।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୩ ଦିନିଆ କେନ୍ଦୁଝର ଜିଲା ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନ ବନ୍ଦରରୁ ମୁଖ୍ୟମନ୍ତ୍ରୀ ଏକ ସ୍ବତନ୍ତ୍ର ବିମାନରେ ବାହାରି ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ଥିଲେ। ସେଠାରେ ଦଳୀୟ କର୍ମକର୍ତ୍ତା…

ଚନ୍ଦ୍ରଭାଗାରେ ଭାସିଗଲେ ୩ ଯୁବକ

କୋଣାର୍କ,୧୨।୧୦: ଚନ୍ଦ୍ରଭାଗା ସମୁଦ୍ରରେ ଶନିବାର ଏକ ଅଘଟଣ ଘଟିଛି। ସମୁଦ୍ରରେ ଗାଧୋଇଲା ବେଳେ ୩ଜଣ ଯୁବକ ଭାସିଯାଇ ଥିଲେ। ୨ ଜଣଙ୍କୁ ଲାଇଫ ଗାର୍ଡ ଉଦ୍ଧାର କରିଥିବା ବେଳେ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଅନ୍ୟପକ୍ଷେ ଲାଇଫ ଗାର୍ଡ ନିଖୋଜ ଯୁବକଙ୍କୁ…

ମା’ଙ୍କୁ ଭୋଗ ହେବ ୬ କୁଇଣ୍ଟାଲ ମାଛ

କଟକ,୧୨।୧୦: ମା’ ଦୁର୍ଗାଙ୍କ ପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭାଇଚାରାର ସହର କଟକ। ଶନିବାର ମହାନବମୀ ଅବସରରେ ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କୁ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଉଛି। ଏହି ପରିପ୍ରେକ୍ଷୀରେ କଟକ ଚାନ୍ଦିନୀଚୌକ ପୂଜା ମଣ୍ଡପରେ ମା’ଙ୍କୁ ସ୍ବତନ୍ତ୍ର ରୀତିନୀତି…

ସୁଭଦ୍ରାକୁ ନେଇ ବଡ଼ ଖବର: ଏହିଦିନ ମିଳିପାରେ ତୃତୀୟ ପର୍ଯ୍ୟାୟ ଟଙ୍କା! ଶୀଘ୍ର କରନ୍ତୁ ଆବେଦନ…

ଭୁବନେଶ୍ୱର,୧୨।୧୦: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଛି ବଡ଼ ଅପ୍‌ଡେଟ୍‌। ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଅକ୍ଟୋବର ୯ ତାରିଖରେ ମିଳିଥିବାବେଳେ ଏବେ ଖୁବଶୀଘ୍ର ତୃତୀୟ ପର୍ଯ୍ୟାୟ ଟଙ୍କା ମଧ୍ୟ ମିଳିବାକୁ ଯାଉଛି। ଏନେଇ ସରକାର ପ୍ରସ୍ତୁତ ହେଲେଣି। ଏହାରି ଭିତରେ…

ମହାଷ୍ଟମୀ ଭୋଗ ଖାଇ ଗାଁରେ ବ୍ୟାପିଲା ଝାଡ଼ାବାନ୍ତି

ଗୋପ,୧୨।୧୦(ଭାରତୀ ଭୁଷଣ ଉପାଧ୍ୟାୟ): ପୁରୀ ଜିଲା କୋଣାର୍କ ଥାନା ଅଧୀନ ଓଟାଙ୍ଗ ଗାଁରେ ମହାଷ୍ଟମୀ ଭୋଗ ଖାଇ ଝାଡ଼ାବାନ୍ତି ବ୍ୟାପିଥିବା ଗୋପ ଡାକ୍ତରଖାନା ପକ୍ଷରୁ ଜଣାପଡ଼ିଛି। ଝାଡ଼ାବାନ୍ତିରେ ଗାଁର ୧୦୦ରୁ ଊଦ୍ଧର୍‌ବ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତଙ୍କୁ ଗୋପ ଡାକ୍ତରଖାନା ସହିତ ଆଖପାଖ…

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି ହେଉଛି ଜନ୍ମଜୟନ୍ତୀ । ସେ ଓଡ଼ିଆ ଗୀତ ଓ ସଙ୍ଗୀତର ଏକ ଜୀବନ୍ତ ଇତିହାସ।…

ବାବାଙ୍କୁ ଉଠାଇନେଲା ପୋଲିସ, ଆଶ୍ରମରେ କରୁଥିଲେ…

ଢେଙ୍କାନାଳ,୧୨।୧୦: ଢେଙ୍କାନାଳ ଜିଲା ତିଗିରିଆ ଥାନା ବାହାରବିଲା ଆଶ୍ରମରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଆଶ୍ରମରୁ ବାବାଙ୍କୁ ଢେଙ୍କାନାଳ ପୋଲିସ ଉଠାଇ ନେଇ ଅଟକ ରଖିଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ, ଢେଙ୍କାନାଳ ଭାପୁର ଅଞ୍ଚଳର ଜଣେ ଯୁବତୀଙ୍କୁ ବାବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?