କେମିତି ହେବ ଭୋଟଗଣତି
ଲୋକ ସଭା ନିର୍ବାଚନର ଭୋଟଗଣତି ମଙ୍ଗଳବାର ଆରମ୍ଭ ହେଉଥିବାବେଳେ ଗଣନା ପ୍ରକ୍ରିୟା ସମ୍ପର୍କରେ ନିର୍ବାଚନ କମିଶନ ସକ୍ଷିପ୍ତ ସୂଚନା ଦେଇଛନ୍ତି। ନିର୍ବାଚନ ପରିଚାଳନା ନିୟମାବଳୀ, ୧୯୬୧ର ନିୟମ ୫୪ଏ ଅନୁଯାୟୀ ପ୍ରଥମେ ପୋଷ୍ଟାଲ ବାଲଟ୍ ପେପରଗୁଡ଼ିକର ଗଣନା ରିଟର୍ନିଂ ଅଫିସର(ଆର୍ଓ)ଙ୍କ ଟେବୁଲରେ…
ବିଜେଡିକୁ ଘାରିଛି ଭୟ, ଏକ୍ଜିଟ୍ ପୋଲକୁ ନେଇ ମୁହଁ ଖୋଲିଲେ ପାଣ୍ଡିଆନ୍, କହିଲେ…
ଭୁବନେଶ୍ୱର,୩।୬: ଶନିବାର ନିର୍ବାଚନ ଶେଷ ହେବା ପରେ ମଙ୍ଗଳବାର ଆସିବ ଫଳାଫଳ। ତେବେ ଓଡ଼ିଶାର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ଜିତିବାକୁ ନେଇ ଆଶା ପ୍ରକଟ କରିଛନ୍ତି। ଫଳାଫଳ ଆସିବା ପୂର୍ବରୁ ବିଭିନ୍ନ ଜାତୀୟ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ପୂର୍ବତନ ନିର୍ବାହୀ ଯନ୍ତ୍ରୀଙ୍କୁ ୨ବର୍ଷ ଜେଲ
ବାରିପଦା,୩।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): କଟକ ସ୍ବତନ୍ତ୍ର ଦୁର୍ନୀତି ନିବାରଣ କୋର୍ଟରେ ସୋମବାର ଏକ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ବିଚାରପତି ଏହାର ବିଚାର କରି ଅଭିଯୁକ୍ତ ବାରିପଦାର ଲକ୍ଷ୍ମୀପୋଷିସ୍ଥିତ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ପୂର୍ବତନ…
ବନ୍ଦେଭାରତ ଏକ୍ସପ୍ରେସ୍କୁ ପଥର ମାଡ଼: ଧରାପଡ଼ିଲେ ଅଭିଯୁକ୍ତ
କଟକ,୩ା୬ (କାର୍ତ୍ତିକ ସାହୁ): ବନ୍ଦେ ଭାରତ ଏକ୍ସପ୍ରେସ୍କୁ ପଥର ଫିଙ୍ଗିବା ଅଭିଯୋଗରେ ଆରପିଏଫ୍ ଦ୍ୱାରା ଜଣେ ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ଗୌରଚନ୍ଦ୍ରପୁରର ପ୍ରବୀଣ କୁମାର ସାହୁ(୪୮)। ସୂଚନା ଅନୁସାରେ, ଅତ୍ୟାଧୁନିକ ଜ୍ଞାନ…
ଗଣତି ପରେ ବିଜୟ ଉତ୍ସବ ପାଳନ କରିପାରିବେନି, ଲାଗିଲା କଟକଣା
ପୁରୀ,୩।୬: ପୁରୀରେ ଗଣତି ପରବର୍ତ୍ତୀ ବିଜୟ ଉତ୍ସବ ପାଳନରେ କଟକଣା ଲାଗିଛି। ବାଣ ଟ୍ରାଜେଡିକୁ ଦୃଷ୍ଟିରେ ରଖି ପୋଲିସ ଓ ଜିଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତେବେ ଫଳାଫଳ ଆସିବା ପରେ କୌଣସି ପ୍ରକାର ଡିଜେ ବଜାଇବା ଓ…
ପୁରୁଷ ଭୋଟରଙ୍କ ତୁଳନାରେ ମହିଳା ଭୋଟର ପ୍ରତିଶତ ଅଧିକ
ଭୁବନେଶ୍ୱର,୩।୬: ଭୋଟ ଗଣତି ଓ ମତଦାନ ହାର ନେଇ ସିଇଓ ସୂଚନା ଦେଇଛନ୍ତି। ମୋଟ ୭୦ଟି କାଉଣ୍ଟିଂ ସେଣ୍ଟରରେ ଭୋଟ ଗଣତି କରାଯିବ। ECI ୧୨୪ ଜଣ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ୮ଟି ବିଧାନସଭା କ୍ଷେତ୍ରରେ ୩୦ରୁ ଅଧିକ ରାଉଣ୍ଡ ଗଣତି…
ଓଡ଼ିଶାରେ ସକାଳ ୮ଟାରୁ ହେବ ମତଗଣନା, ଇସିଆଇ ଦେଲେ ସୂଚନା
ଭୁବନେଶ୍ୱର/ନୂଆଦିଲ୍ଲୀ,୩।୬: ଦେଶରେ ଶନିବାର ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ତେବେ ଏହି ୭ଟି ପର୍ଯ୍ୟାୟରେ ହୋଇଥିବା ଭୋଟିଂର କାଉଣ୍ଟିଂ ମଙ୍ଗଳବାର ସକାଳ ୮ଟାରେ ଆରମ୍ଭ ହେବାକୁ ଯାଉଛି। ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ଓ ନିର୍ବାଚନମଣ୍ଡଳୀଗୁଡିକର ଉପ-ନିର୍ବାଚନ…
ଭୋଟ ଗଣତି ପାଇଁ ପ୍ରସ୍ତୁତି ଶେଷ:ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
କେନ୍ଦୁଝର,୩।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଗତ ମେ ମାସ ୨୫ରେ ଶାନ୍ତିପୂର୍ଣ ଭାବେ ମତଦାନ ହେବା ପରେ ଶୃଙ୍ଖଳିତ ଏବଂ ତ୍ରୁଟିଶୂନ୍ୟ ଭୋଟ ଗଣତି ପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ…
ଓଡ଼ିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ
ଭୁବନେଶ୍ୱର,୩।୬: ବିଧାନ ସଭା ନିର୍ବାଚନ ଫଳାଫଳ ଆସିବାର ଗୋଟିଏ ଦିନ ପୂର୍ବରୁ ଓଡ଼ିଶା ବିଧାନସଭାକୁ ଭଙ୍ଗ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଭଙ୍ଗ ନେଇ ଆଜି ରାଜ୍ୟ କ୍ୟାବିନେଟ୍…
ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ, ଭିତର ବେଢାର ଫଟୋ ଭାଇରାଲ
ପୁରୀ,୩ା୬(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଥିଲା ବେଳେ ବାରଂବାର ସୁରକ୍ଷା ଉଲଂଘନ ଯେଉଥିବା ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ପୁଣିଥରେ ଶ୍ରୀମନ୍ଦିର ଭିତର ବେଢାର ଫଟୋ ଭାଇରାଲ ହୋଇଛି। ଶ୍ରୀମନ୍ଦିର ବେଢାରେ ଦୁଇଜଣ…
ଓଜେଇଇ ରେଜଲ୍ଟ ପ୍ରକାଶ, ଏମିତି ଜାଣନ୍ତୁ ନିଜର ର଼୍ୟାଙ୍କ
ଭୁବନେଶ୍ୱର,୩ା୬(ଅସମାପିକା ସାହୁ): ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (ଓଜେଇଇ-୨୪)ର ଫଳାଫଳ ସୋମବାର ପ୍ରକାଶ ପାଇଛି। ଚଳିତବର୍ଷ ଓଜେଇଇ ପରୀକ୍ଷା ୬.୫.୨୦୨୪ରୁ ଆରମ୍ଭ ହୋଇ ୧୦.୦୫.୨୪ ପର୍ଯ୍ୟନ୍ତ ଚାଲିଥିଲା। ୨୦୨୪-୨୦୨୫ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ୱବିଦ୍ୟାଳୟ…
ରାଜ୍ୟ କ୍ୟାବିନେଟର ଶେଷ ବୈଠକ, ବିଧାନସଭା ଭଙ୍ଗ ସୁପାରିସ
ଭୁବନେଶ୍ୱର,୩।୬: ସୋମବାର ବିଜେଡି ସରକାରଙ୍କର ପଞ୍ଚମ ପାଳିର ଶେଷ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଥିଲା। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମୋଡରେ ଯୋଗ ଦେଇଥିଲେ। ତେବେ ବିଧାନସଭା ଭଙ୍ଗ ପାଇଁ ରାଜ୍ୟ କ୍ୟାବିନେଟରେ…
Archives


