ରାଜ୍ୟ

ମିଶନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ: ଦେଲେ ଏମିତି ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୭(ଅସମାପିକା ସାହୁ):ମହିଳା ଓ ଶିଶୁ ବିକାଶ ଅନ୍ତର୍ଗତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଗୁରୁବାର ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ ମିଶନ ମୋଡ୍‌ରେ ଅପପୁଷ୍ଟି ଦୂର…

ବଙ୍ଗୋପସାଗରରେ ଲଘୁଚାପ: ୨୨ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ା୭(ଅସମାପିକା ସାହୁ):କେନ୍ଦ୍ରୀୟ ବଙ୍ଗୋପସାଗର ତତ୍‌ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ଜଡ଼ିତ ସମ୍ପୃକ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିରହିଛି। ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର -ପଶ୍ଚିମ ଦିଗରେ ଗତି କରି ଆସନ୍ତା…

ଆଜି ରସଗୋଲା ଦିବସ: ଜାଣନ୍ତୁ କାହିଁକି କରାଯାଏ ପାଳନ

ନୀଳାଦ୍ରି ବିଜେରେ ପ୍ରତିବର୍ଷ ପାଳନ ହୁଏ ରସଗୋଲା ଦିବସ। ୨୦୧୫ରୁ ଓଡ଼ିଶାରେ ଏହି ଦିବସ ପାଳନ କରାଯାଇଆସୁଛି। ଗୁଣ୍ଡିଚା ମନ୍ଦିରରେ ନଅ ଦିନ ରହି ମାଉସୀ ମା’ ଘର ପାଖରେ ଅଟକି ବାଟରେ ପୋଡ଼ପିଠା ଖାଇ ମହାପ୍ରଭୁ ଶ୍ରୀମନ୍ଦିର ଫେରିଥିଲେ। ବାହୁଡ଼ା…

କାମ କରୁଥିବା ବେଳେ ଶ୍ରମିକଙ୍କ ଉପରେ ମାଡ଼ଗଲା ହାଇଓ୍ବା

ବଣାଇଁ,୧୮।୭:(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ୫୨୦ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ୍‌ ନିକଟରେ ଗୁରୁବାର ରାତିରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ରାସ୍ତା କାମରେ ନିୟୋଜିତ…

ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ,୧୮।୭: ଗୁରୁବାର ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ପରେ ସାଚି, ଛେନା, ସର, ନବାତ, କ୍ଷୀର, କଦଳୀ, ଲବଙ୍ଗ, ଗୁଜୁରାତି ଆଦି ଦ୍ରବ୍ୟରେ ପଣା ପ୍ରସ୍ତୁତ ହୋଇଥିଲା। ମହାସୁଆର…

ଶାବର ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ

କୋରାପୁଟ,୧୮।୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଗୁରୁବାର ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ ଶାନ୍ତି ଶୃଙ୍ଖଳା ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ଗୁରବାର ନିର୍ଦ୍ଧାରିତ ସମୟର ଅଧଘଣ୍ଟା ବିଳମ୍ବରେ ନୀଳାଦ୍ରି ବିଜେ ନୀତି ଆରମ୍ଭ ହୋଇଥିଲା। ରଥ ଉପରେ ସନ୍ଧ୍ୟା ଆଳତୀ ପରେ ଗୋଟି…

କ୍ୟାନ୍‌ସର କରିଦେଲା ଅନାଥ

ଖଡ଼ିଆଳ,୧୮ା୭(ସୁଜିତ କୁମାର ପ୍ରଧାନ)- ପ୍ରଥମେ ମା’ ଓ ପରେ ବାପାଙ୍କୁ ହରାଇ ବେସାହାରା ହୋଇପଡିଛନ୍ତି ୨ବ ନାବାଳିକା। ବୃଦ୍ଧ ଜେଜେବାପା ଏବେ ସେମାନଙ୍କ ଭରସା। ଏଭଳି ଏରିଥି ଦୃଶ୍ୟ ଦେଖିବାକୁ ମିଳିଛି ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ନେହେନା ଗ୍ରାମ ପଞ୍ଚାୟତ…

ଏମିତି ରହିଛି ସବୁ ଅଳଙ୍କାର, ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ କଲେ ବଡ଼ ଖୁଲାସା

ପୁରୀ,୧୮।୭: ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ ଦୁର୍ଗା ଦାସମହାପାତ୍ର ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ବାହାର ପଟୁ ଗୋଟିଏ ଫାଟ ଦୃଶ୍ୟମାନ ହେଉଛି। ଭିତରେ ୪ଟି ପଥର ଖସି ପଡ଼ିଥିବାର ଆମେ ଦେଖିବାକୁ ପାଇଲୁ। ଅଧିକ କ୍ଷୟକ୍ଷତି ନଜରକୁ…

ମିଥ୍ୟା ବିଲ୍‌ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ: ଅଭିଯୋଗ ପରେ ବିଲ୍‌ ବନ୍ଦ କଲେ ବିଡିଓ

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କସୃପଡା ପଞ୍ଚାୟତରେ ଏକ ପ୍ରକଳ୍ପ କାମରେ ମିଥ୍ୟା ବିଲ୍‌ କରି ଅର୍ଥ ଆତ୍ମସାତ୍‌ ଉଦ୍ୟମ ହୋଇଥିଲା। ଏ ନେଇ ଅଭିଯୋଗ ପରେ ବିଡିଓ ବିଲ୍‌ ବନ୍ଦ କରିଛନ୍ତି। ଆମ ଓଡ଼ିଶା ନବୀନ ଓଡ଼ିଶା…

ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣଙ୍କ ବିରୋଧରେ ହାଇକୋର୍ଟ ଗଲେ ଭାଜପା ନେତା ଜଗନ୍ନାଥ

ଭୁବନେଶ୍ୱର,୧୮।୭: ହାଇକୋର୍ଟ ଗଲେ ଭୁବନେଶ୍ବର ମଧ୍ୟ ଭାଜପା ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ। ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ବିରୋଧରେ ନିର୍ବାଚନୀ ମାମଲା ରୁଜୁ କରିଛନ୍ତି। ଭୋଟ ଗଣତିରେ ବ୍ୟାପକ ଜାଲିଆତି ଅଭିଯୋଗ କରି ପିଟିଶନ ଦାଖଲ କରିଥିବା ଜଗନ୍ନାଥଙ୍କ ପକ୍ଷରୁ ଲଢୁଥିବା…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର: ଚାଲିଛି ଚିକିତ୍ସା…

କୋରାପୁଟ,୧୮।୭(ଅମିତାଭ ବେହେରା): ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ କୋରାପୁଟ ଜୟପୁର ସ୍ଥିତ ଜିଲା ମେଡିକାଲ ରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ଜିଲା ମେଡିକାଲର ଡାକ୍ତର ରତିକାନ୍ତ ଖଟୁଆଙ୍କ ନେତୃତ୍ୱରେ ଏକ…

ନବୀନଙ୍କ ପାୱାରଫୁଲ ଅଫିସରଙ୍କୁ ସିଏମଓରୁ ହଟାଇଲେ ମୋହନ ସରକାର

ଭୁବନେଶ୍ୱର,୧୮।୭: ସିଏମଓରୁ ହଟିଲେ ଆଇଏଏସ ରୁପାରୋଶନ ସାହୁ। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଥିବା ରୁପାରୋଶନଙ୍କ ବଦଳି ହୋଇଛି। ତାଙ୍କୁ ଏସସି/ଏସଟି ଉନ୍ନୟନ ବିଭାଗ କମିଶନର ତଥା ସଚିବ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ରୁପା ଏହି ବିଭାଗର ଅତିରିକ୍ତ ଦାୟିତ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri