ରାଜ୍ୟ

କଟକଣା ବିଜ୍ଞପ୍ତି ବଦଳାଇଲେ ଆର୍‌ଟିଓ

ବରଗଡ଼,୯।୧୦(ପ୍ରେମାନନ୍ଦ ଖମାରୀ): ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ପ୍ରାୟ ମାସେ ରହିଛି। ଏଭଳି ସ୍ଥଳେ ବରଗଡ଼ ଆଞ୍ଚଳିକ ପରିବହନ ଅଧିକାରୀ (ଆର୍‌ଟିଓ) ସାବୁଆ ମାଝି ସୋମବାର ଏକ ପ୍ରେସ ବିଜ୍ଞପ୍ତି (ନଂ-୨୩୮୪, ତା-୭।୧୦।୨୪) ପ୍ରକାଶ କରିଥିଲେ। ଧାନ ପରିବହନ ଗାଡ଼ିର…

ନକ୍ସଲବାଦ ଶେଷ କରିବ ‘ଗ୍ରାମୋଦୟ’: ଏହି ୧୦ ଜିଲାରେ ମିଳିବ ଶତ ପ୍ରତିଶତ ସରକାରୀ ସୁବିଧା

ଭୁବନେଶ୍ୱର,୯ା୧୦(ଅନିଲ ଦାସ):ମାଓବାଦୀ ପ୍ରଭାବିତ ୧୦ ଜିଲାର ୫୮୩ ଗ୍ରାମର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରାଯାଇଛି। ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଏଥିରେ ଲକ୍ଷ୍ୟ ରଖାଯାଇଛି। ରାଜ୍ୟ ସରକାର ସମସ୍ତ…

ପୂର୍ବତନ ବିଧାୟକ ଧନେଶ୍ବର ମାଝୀଙ୍କ ପରଲୋକ

ଭବାନୀପାଟଣା,୯।୧୦(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଧାୟକ ତଥା ରାଜ୍ୟ ସଭା ସଦସ୍ୟ ଧନେଶ୍ୱର ମାଝୀ (୮୩)ବର୍ଷରେ ବୁଧବାର ପରଲୋକ ହୋଇଯାଇଛି। ମଙ୍ଗଳବାର ରାତିରେ ତାଙ୍କ ନିଜ ବାସଭବନରେ ଛାତିରେ ଯାନ୍ତ୍ରଣା ହୋଇଥିଲା। ବୁଧବାର ସକାଳେ…

ମା’ ନିଜ ବାଙ୍କେଶ୍ୱରୀଙ୍କ ପୀଠରେ ଦିଗପହଣ୍ଡି ପୂଜାକଲେ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୯।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ମଙ୍ଗଳବାର ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରେ ଥିବା ଅଧିଷ୍ଠାତ୍ରୀ ଦେବୀ ମା’ ନିଜ ବାଙ୍କେଶ୍ୱରୀ ପୀଠରେ ପୂଜାର୍ଚ୍ଚନା କରିଛନ୍ତି। ମା’ଙ୍କ ପୀଠକୁ ଏକ ପର୍ଯ୍ୟଟନସ୍ଥଳୀର…

ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା

ଭଦ୍ରକ,୯।୧୦: ଧାମନଗର ଏନଏସିରୁ ହଟିଲା ୧୬୩ କଟକଣା। ଧୋବଲ ସହ ଆଖପାଖ ଅଞ୍ଚଳରୁ ମଧ୍ୟ ୧୬୩ ଧାରା ହଟିଛି। ଆଜି ଠାରୁ କଟକଣା ହଟିବା ନେଇ ଉପଜିଲାପାଳ ସୂଚନା ଦେଇଛନ୍ତି। ଗତ ମାସ ୨୭ ତାରିଖରୁ ଜାରି ରହିଥିଲା ୧୬୩ ଧାରା।…

ଚଞ୍ଚକତା କରି ସରପଞ୍ଚ ହାତେଇନେଲେ ରାଶନ କାର୍ଡ

ଚାନ୍ଦବାଲି, ୯।୧୦ (କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଜଳେଶରପୁର ପଞ୍ଚାୟତ ସରପଞ୍ଚ ରାଶନ କାର୍ଡ ହାତେଇଥିବା ନେଇ ଭାଜପା ପକ୍ଷରୁ ସୋମବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗରେ ଦର୍ଶାଯାଇଛି ଯେ, ରାଶନ କାର୍ଡ ନମ୍ବର-୦୪୦୫୧୫୧୦୬୮୮ରେ ପରିବାର ମୁଖ୍ୟ…

ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର):ହରିୟାଣା ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ‘ଏକ୍ସ ’ ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି, ପ୍ରଧାନମନ୍ତ୍ରୀ ଏବଂ…

ଆଜି ୧୩ ଜିଲାରେ ବର୍ଷା ସମ୍ଭାବନା: ୧୫ ପର୍ଯ୍ୟନ୍ତ ବିଶେଷ ବଦଳିବନି ପାଣିପାଗ

ଭୁବନେଶ୍ୱର,୯।୧୦(ଅନୁରାଧା ମହାରଣା):ରାଜ୍ୟରେ ବର୍ତ୍ତମାନ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ପୂର୍ବାଳି ବାୟୁ ପ୍ରଭାବରେ ରାଜ୍ୟକୁ କ୍ରମାଗତ ଜଳୀୟବାଷ୍ପ ପ୍ରବେଶ କରୁଛି। ଏହା ଉତ୍ତର-ପଶ୍ଚିମ ଦିଗରୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ଏବଂ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି…

ଭୁବନେଶ୍ୱର ସମେତ ୪ ସହରରେ ଚାଲିବ ୩୫୦ ଇ-ବସ୍‌

ଭୁବନେଶ୍ୱର,୯ା୧୦(ଅନିଲ ଦାସ):ବାୟୁ ଏବଂ ଶବ୍ଦ ପ୍ରଦୂଷଣକୁ ରୋକିବା ସହ ସାଧାରଣ ପରିବହନ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ରାଜ୍ୟର ସହରାଞ୍ଚଳରେ ଇଲେକ୍ଟ୍ରିକ ବସ୍‌ ସେବାକୁ ତ୍ୱରାନ୍ବିତ କରାଯିବ। ଏ ନେଇ ରାଜ୍ୟ ସରକାର ୪୦୦ ଇ-ବସ୍‌ ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ…

ଆଜି ମିଳିବ ସୁଭଦ୍ରା ପ୍ରଥମ କିସ୍ତିର ୨ୟ ପର୍ଯ୍ୟାୟ: ଏହି ନମ୍ବରକୁ କଲ୍‌ କରି ପାଆନ୍ତୁ ଅପ୍‌ଡେଟ୍‌

ଭୁବନେଶ୍ୱର, ୯ା୧୦(ସୁନିତ୍‌ ମିଶ୍ର):‘ସୁଭଦ୍ରା’ ଯୋଜନାରେ ହିତାଧିକାରୀଙ୍କ ଆକାଉଣ୍ଟକୁ ବୁଧବାର ମଧ୍ୟାହ୍ନ ୧୨ଟା ପୂର୍ବରୁ ଟଙ୍କା ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଗଣମାଧ୍ୟମକୁ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ମୁଖ୍ୟମନ୍ତ୍ରୀ…

ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୮।୧୦: ଦଶହରା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଇଛନ୍ତି ଓଡିଶା ସରକାର। ମଙ୍ଗଳବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମା ବଢାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ…

ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ, ସରକାରୀ କ୍ୱାର୍ଟର ଦେଇଥିଲେ ଭଡ଼ା

ଭୁବନେଶ୍ୱର,୮।୧୦: ପଞ୍ଚାୟତ ରାଜ ଏବଂ ପାନୀୟ ଜଳ ବିଭାଗର ବରିଷ୍ଠ ଅଧିକାରୀ ରମେଶ ଜଣେ ସରକାରୀ ଅଧିକାରୀ ହୋଇଥିବାବେଳେ ସରକାରୀ ନିୟମକୁ ଉଲଙ୍ଘନ କରିଥିଲେ। ସେ ୨୦୨୧ ମସିହା ଜୁନରୁ ମାର୍କେଟ୍‌ ବିଲ୍ଡିଂ ପଛପାର୍ଶ୍ୱରେ ଥିବା ସରକାରୀ କ୍ୱାର୍ଟର (ନଂ.ଆଇଭି-ଏ ୪୬/୧)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?