ରାଜ୍ୟ

କଣ୍ଟାବାଞ୍ଜିରେ ଭାଜପାକୁ ଝଟ୍‌କା, କୋର୍ଟ ଦେଇଦେଲେ ବଡ଼ ରାୟ

ବଲାଙ୍ଗୀର,୮।୧୦: କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ଲକ୍ଷ୍ମଣ ବାଗଙ୍କ ବିରୋଧରେ ରୁଜୁ ନିର୍ବାଚନୀ ଅନିୟମିତତା ମାମଲାରେ ସେ ଉତ୍ତର ଦାଖଲର ଶେଷ ସୁଯୋଗ ହରାଇଛନ୍ତି। ତାଙ୍କ ବିରୋଧରେ ହୋଇଥିବା ନିର୍ବାଚନୀ ମିଥ୍ୟା ସତ୍ୟପାଠ ଦାଖଲ ମାମଲାରେ ୩ ଥର ନୋଟିସ୍‌ ପରେ…

ଓଡ଼ିଶା ପାଇଁ ଗୌରବ, ଦମନକୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮।୧୦: ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଦମନ ପୁରସ୍କୃତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ପ୍ରଦାନ କରୁଛନ୍ତି। ବିଭିନ୍ନ ବର୍ଗରେ ମନୋନୀତ…

୧୩ ଥାନାରେ ନାହିଁ ସିସିଟିଭି

ଭୁବନେଶ୍ୱର,୮।୧୦: ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ବେଳେ ବଡ଼ ବୟାନ ଦେଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌। ୧୩ଟି ଥାନାରେ ସିସିଟିଭି ନ ଥିବା ଗଙ୍ଗୱାର୍‌ ହାଇକୋର୍ଟଙ୍କୁ ଜଣାଇଛନ୍ତି। ବ୍ୟକ୍ତିଗତ ଭାବେ ହାଜର ହୋଇ ୧୫ ଦିନରେ ଏହି ୧୩ଟି ଥାନାରେ…

ସାବଧାନ ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ: ଟାର୍ଗେଟରେ…

କଟକ,୮।୧୦: ନକଲିର ଗନ୍ତାଘର କଟକ ସହର। ଏହା ମଧ୍ୟରେ ସାମ୍ନାକୁ ଆସିଛି ନକଲି ନୋଟ କାରବାର ଖବର। ପାର୍ବଣକୁ ଟାର୍ଗେଟ କରିଛନ୍ତି, ନୋଟ ମାଫିଆ। ଦଶହରା ମାର୍କେଟରେ କୋଟି କୋଟି ଟଙ୍କା ଛାଡିବାକୁ ସେମାନେ ଯୋଜନା ଚଳାଇଛନ୍ତି। ଟାର୍ଗେଟରେ ଦଶହରାକୁ ଆସିଥିବା…

ଯନ୍ତ୍ରୀଙ୍କ ଆଖିଖୋସି ହୋଇଗଲା ଭଳି ସମ୍ପତି : କୋଟି କୋଟି ଟଙ୍କାର….

ଭୁବନେଶ୍ୱର,୮।୧୦: ତେଲ ଜଳସେଚନ ପ୍ରକଳ୍ପ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ୩୩୦୦ ବର୍ଗଫୁଟର ୩ ମହଲା କୋଠା, ପୁରୀ ବାଟମଙ୍ଗଳାରେ ଏକ ଆପାର୍ଟମେଣ୍ଟରେ ଫ୍ଲାଟ ଠାବ କରିଛି ଭିଜିଲାନ୍ସ।…

Subhadra Yojana: ଦ୍ୱିତୀୟ ଥର ବି ଖାତାକୁ ‘ସୁଭଦ୍ରା ଟଙ୍କା’ ନ ଆସିଲେ କ’ଣ କରିବେ ହିତାଧିକାରୀ? ଜାଣିନିଅନ୍ତୁ…

ଭୁବନେଶ୍ୱର,୮।୧୦: ବୁଧବାର ଅର୍ଥାତ ଅକ୍ଟୋବର ୯ରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସିବ। ଦଶହରା ସମୟ ଥିବାରୁ ଏନେଇ ମହିଳାଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ହେଲେ ପୂର୍ବଥର ଅନେକ ମହିଳା ଟଙ୍କା ଆଶା କରି ନିରାଶ ହୋଇଥିବା…

ଜଙ୍ଗଲରୁ ମିଳିଲା ହାତୀର ମୃତଦେହ: ଗୋଟିଏ ଦାନ୍ତ କାଟି ନେଇଥିବା ସୂଚନା

ବଲାଙ୍ଗୀର,୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଅସୁରଡୁଙ୍ଗୁରି ଗାଁ ମଠଖାଇ ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ମିଳିଛି। ହେଲେ ମୃତ ହାତୀର ଗୋଟିଏ ଦାନ୍ତ ନ ଥିବା ଏକ ବଡ଼ ସୂଚନା ମିଳିଛି। ଅନ୍ୟପକ୍ଷେ ଶିକାରୀ ହାତୀକୁ ଶିକାର…

୯ ତାରିଖ ଏହି ସମୟରେ ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ ଦେଲେ ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୮।୧୦: ‘ସୁଭଦ୍ରା ଯୋଜନା’ର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଆସନ୍ତାକାଲି ଅର୍ଥାତ ଅକ୍ଟୋବର ୯ରେ ହିତାଧିକାରୀଙ୍କ ଆକାଉଣ୍ଟରେ ପହଞ୍ଚିବ। ଦଶହରା ପୂର୍ବରୁ ମହିଳାଙ୍କୁ ଏହି ଟଙ୍କା ମିଳିବାକୁ ଯାଉଥିବାରୁ ଉତ୍ସାହ ବଢ଼ି ଚାଲିଛି। ଏମିତିରେ କେଉଁ ସମୟରେ ଏହି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ…

ନବୀନ ପଟ୍ଟନାୟକଙ୍କ ନୋମିନି ଘୋଷଣା: ଜାଣନ୍ତୁ କିଏ ହେଲେ…

ହିଞ୍ଜିଳିକାଟୁ, ୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ନିର୍ବାଚନ ମଣ୍ଡଳୀର ବ୍ଲକ, ପୌରାଞ୍ଚଳ ଓ ଜିଲା ପରିଷଦ ନିମନ୍ତେ ନୋମିନି ଘୋଷଣା କରିଛନ୍ତି। ଗତ ନିର୍ବାଚନରେ ବିପର୍ଯ୍ୟୟ ପରେ ବିଜେଡି ପକ୍ଷରୁ ଢେର…

ଆସନ୍ତାକାଲି ଖାତାକୁ ଆସିବ ସୁଭଦ୍ରା ଟଙ୍କା, ଜାଣନ୍ତୁ କେଉଁ ହିତାଧିକାରୀମାନେ ଆଦୌ ପାଇବେନି

ଭୁବନେଶ୍ୱର,୮।୧୦: ଆସନ୍ତାକାଲି ଅର୍ଥାତ୍‌ ୯ ତାରିଖରେ ସୁଭଦ୍ରା ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ। ହେଲେ ଏହା ପୂର୍ବରୁ ସମସ୍ତଙ୍କ ମନରେ ପ୍ରଶ୍ନ ଉଠୁଛି ଯେ କେଉଁ ବ୍ୟାଙ୍କ ଖାତାକୁ ଟଙ୍କା ଯିବ ଓ କେଉଁ ଖାତାକୁ ଟଙ୍କା…

ଟୁଇନ ସିଟିରେ ଟ୍ରାଫିକ କଟକଣା ଜାରି: ଜାଣନ୍ତୁ କେଉଁଠି ଲାଗିବ କଟକଣା

ଭୁବନେଶ୍ୱର,୮।୧୦: ଆସନ୍ତା ଦୂର୍ଗାପୂଜା ପାଇଁ ଟୁଇନ୍‌ ସିଟିରେ ଟ୍ରାଫିକ୍‌ କଟକଣା ଜୋରଦାର ହେବାକୁ ଯାଛି। କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ଏହି କଟକଣା ୯.୧୦.୨୦୨୪ଠାରୁ ଆରମ୍ଭ ହୋଇ ୧୩.୧୦.୨୦୨୪ ପର୍ଯ୍ୟନ୍ତ ଲାଗୁ ହେବ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?