ରାଜ୍ୟ

ନବୀନ ନିବାସରୁ ବାହାରି ବଡ଼ ସୂଚନା ଦେଲେ କଳିକେଶ: କହିଦେଲେ ସାଂଘାତିକ କଥା, ରାଜନୀତିରେ ହଇଚଇ

ଭୁବନେଶ୍ୱର,୩୧।୧: ନବୀନ ନିବାସରୁ ବାହାରିଲେ କଳିକେଶ ନାରାୟଣ ସିଂହଦେଓ। ଏହି ସମୟରେ ଗଣମାଧ୍ୟମ ଜରିଆରେ କଳିକେଶ ବଡ଼ ସୂଚନା ଦେଇ କହିଛନ୍ତି, ଓଡ଼ିଶା ଲାଗି କାମ କରିବା ପାଇଁ ପ୍ରସ୍ତୁତ ଅଛି। ନବୀନ ବାବୁଙ୍କ ନେତୃତ୍ୱରେ ଆମେ ମିଳିତ ଭାବେ ଲଢୁଛୁ।…

ପଥରରେ ପିଟି ହୋଇ ଖାଲକୁ ଖସିପଡ଼ିଲା ପୋଲିସ ଗାଡ଼ି, ମହିଳା ଏସ୍‌ଆଇଙ୍କ ସମେତ…

ଖଲ୍ଲିକୋଟ,୩୧ା୧(ପ୍ରଶାନ୍ତ କୁମାର ମିଶ୍ର): ଘନକୁହୁଡ଼ି ଯୋଗୁ ୧୬ ନମ୍ବର ଜାତୀୟ ରାଜପଥରେ ଶନିବାର ଏକ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ପଡ଼ିଥିବା ଗୋଟିଏ ପଥରରେ ପିଟି ହୋଇ ଖାଲକୁ ଖସି ପଡ଼ିଛି ପୋଲିସ ଗାଡ଼ି। ଏଥିରେ ମହିଳା ଏସ୍‌ଆଇଙ୍କ ସମେତ ୪…

ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜଧାନୀ ମହିଳାଙ୍କ ପାଇଁ ନେଲେ ଏହି ପଦକ୍ଷେପ, ଏଣିକି ମିଳିବ…

ଭୁବନେଶ୍ୱର,୩୧ା୧: ରାଜଧାନୀ ମହିଳା ଯାତ୍ରୀଙ୍କ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ମହିଳାଙ୍କ ସୁରକ୍ଷା ଏବଂ ଗତିଶୀଳତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଏକ ଐତିହାସିକ ପଦକ୍ଷେପ ସ୍ବରୂପ ଓଡ଼ିଶା ସରକାର…

ହଠାତ୍‌ ନବୀନ ନିବାସରେ ପହଞ୍ଚିଲେ କଳିକେଶ, ମିଳିବ ବଡ଼ ଦାୟିତ୍ୱ!

ଭୁବନେଶ୍ୱର,୩୧।୧: ନବୀନ ନିବାସରେ ପହଞ୍ଚିଲେ କଳିକେଶ ନାରାୟଣ ସିଂହଦେଓ।କଳିକେଶଙ୍କୁ ବଡ଼ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି । କଳିକେଶଙ୍କୁ ନେତୃତ୍ୱ ଦେବା ପାଇଁ ୨ ଦିନ ତଳେ ଚର୍ଚ୍ଚା ହେଉଥିଲା।ନେତୃତ୍ୱ ଦେବାକୁ ଦିବ୍ୟଶଙ୍କର ମିଶ୍ର ଓ ଦେବେଶ ଆଚାର୍ଯ୍ୟ…

ବିଜେଡିରେ ଥମୁନି କଳିକେଶ ଚର୍ଚ୍ଚା, ବାହାରୁ ସମର୍ଥନ ଭିତରେ ବିରୋଧ

ଭୁବନେଶ୍ୱର,୩୧ା୧: ପୂର୍ବତନ ଏମ୍‌ପି ତଥା ବଲାଙ୍ଗୀର ବିଜେଡି ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ନେଇ ଚର୍ଚ୍ଚା ଥମୁନି। ତାଙ୍କ ନେତୃତ୍ୱକୁ ନେଇ ଜିଲା ବାହାରୁ ସମର୍ଥନ ପରେ ଏବେ ଜିଲା ଭିତରେ ବିରୋଧ କରାଯାଉଛି। ଜିଲା ଭିତରୁ କଳିକେଶଙ୍କ ବିରୋଧରେ କିଛି…

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଭୁବନେଶ୍ୱର କ୍ୟାପିଟାଲ ଥାନା ଅଞ୍ଚଳରେ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟର୍ସରୁ ଘରୋଇ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଏପରି କି ପୋଲିସ ରାତି ଅଧିଆ ଶବ ବ୍ୟବଛେଦ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା ନଜରକୁ ଆସିବା ପରେ ଏମିତି ନିଷ୍ପତ୍ତି ନେଇଛି ଉଚ୍ଚଶିକ୍ଷା ବିଭାଗ। ସୂଚନାଯୋଗ୍ୟ, ଉଚ୍ଚଶିକ୍ଷା…

ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର,୩୧।୧: ରାଜଧାନୀରେ ବୁଲିଲା ଖଣ୍ଡା। ରକ୍ତରେ ଭିଜିଲା ଏମ୍ସ ରୋଡ। ବଡ଼ି ଭୋର୍‌ରୁ ଯାତ୍ରା ଦେଖି ଫେରୁଥିବାବେଳେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପାତ୍ରପଡ଼ାର ଜଣେ ଯୁବକଙ୍କୁ ଆକ୍ରମଣ କରାଯାଇଥିବା କୁହାଯାଉଛି।   Dharitri…

ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରି ନୀତି ନିର୍ଘଣ୍ଟ: ରାତି ୧୦ଟାରେ ମହାଦୀପ ଦର୍ଶନ

ପୁରୁଣା ଭୁବନେଶ୍ୱର,୩୦ା୧(ସୁବାସ ଚନ୍ଦ୍ର ପ୍ରଧାନ):ଆସନ୍ତା ଫେବୃଆରୀ ୧୫ରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା। ଏନେଇ ଶୁକ୍ରବାର ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ମନୋଜ କୁମାର ଜେନା…

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା ପ୍ରଶାସନ ଶୁକ୍ରବାର ଦେଶାନ୍ତର କରିଥିବା ସୂଚନା ମିଳିଛ। ସେମାନେ ହେଲେ ଅମିନା ବିବି,…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ବିଷମ କଟକ ଖ୍ରୀଷ୍ଟିଆନ…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ ଅର୍ଥନୈତିକ ସ୍ଥିରତାକୁ ପ୍ରଦର୍ଶିତ କରୁଛି। କିନ୍ତୁ ଏହି ସଂଖ୍ୟା ପଛରେ ଏକ ଚିନ୍ତାଜନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri