ରାଜ୍ୟ

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଥିବା ବେଳେ ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ପ୍ରଶାସନ ଜ୍ୱାଇଁ ପୁଅ ଭଳି ଚର୍ଚ୍ଚା…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସଭାଗୃହ ଠାରେ ସଭାପତି ରମେଶ ଚନ୍ଦ୍ର ପାତ୍ର ସଭାରେ…

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର ସାମ୍ନାକୁ ଆସିଛି। ମାତ୍ର ୫ ମାସ ତଳେ ନିର୍ମିତ ପୋଲର ପ୍ରୋଟେକ୍ସନ ୱାଲ୍…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ ଜିଲାର ୧୮୧ଟି ଗ୍ରାମକୁ ଚୟନ କରାଯାଇଛି । ୪୦ ପ୍ରତିଶତରୁ ଅଧିକ ଅନୁସୂଚିତ…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା ଅବକାରୀ ଅଧିକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି। କେସିଙ୍ଗା-ଟିଟିଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା…

ବନ୍ୟା ପରିଚାଳନା ନେଇ ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଆଲୋଚନା, ଅଣମୌସୁମୀ ଜଳ ବିବାଦ ପ୍ରଶ୍ନରେ ଚୁପ୍ ରହିଲେ ଛତିଶଗଡ଼ ଅଧିକାରୀ

​ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ହୀରାକୁଦ ଅଶୋକ ନିବାସଠାରେ ବୁଧବାର ଓଡ଼ିଶା ଏବଂ ଛତିଶଗଡ଼ ଜଳସମ୍ପଦ ବିଭାଗ ସମେତ କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ଯୁସି)ର ବରିଷ୍ଠ ଅଧିକାରୀମାନଙ୍କ ମଧ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ବିଶେଷ କରି…

ସମ୍ବଲପୁର ଆଞ୍ଚଳିକ ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ, ମହିଳାଙ୍କୁ କହିଲେ ଇନଷ୍ଟାଗ୍ରାମରେ….

ସମ୍ବଲପୁର,୮।୭(ପ୍ରମୋଦ ବହିଦାର): ସମ୍ପ୍ରତ୍ତି କେବଳ ମହିଳାଙ୍କ ବିକାଶ ନୁହେଁ, ବରଂ ମହିଳାମାନଙ୍କ ନେତୃତ୍ୱରେ ସମାଜର ସର୍ବାଙ୍ଗୀନ ବିକାଶ ହେଉଛି। ମହିଳାଙ୍କ ବିକାଶରେ ମିଶନ ଶକ୍ତି ଓ ସୁଭଦ୍ରା ଯୋଜନା ଆଣିବ ବଡ଼ ପରିବର୍ତ୍ତନ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।…

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର ଅଚାନକ ନିଷ୍ପତ୍ତି ଚୌଦ୍ବାର ବିଜେଡିରେ କମ୍ପନ ସୃଷ୍ଟି କରିଛି । ପୌରପାଳିକା ଅଧ୍ୟକ୍ଷା…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ବେଳେ ଅତିରିକ୍ତ ପୋଲିସ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର ବିଭିନ୍ନ ଜଙ୍ଗଲ ପରିଦର୍ଶନରେ ଯିବା ସହ ଜଙ୍ଗଲର ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯିବ।…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ ମାନବ ସମ୍ବଳ କମ ଅଛି। ଅନ୍ୟ ରାଜ୍ୟ ତୁଳନାରେ ଆମର ମାନବ ସମ୍ବଳ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ ନେଇ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଓ ନଗଦ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?