ରାଜ୍ୟ

ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ

ଭୁବନେଶ୍ୱର,୮।୧୦: ଭିଜିଲାନ୍ସ ଜାଲରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ…

ବିଜେଡିରେ କୁଚକ୍ରୀ ଗୋଷ୍ଠୀ କିଏ ? ନବୀନଙ୍କ ଆଗରେ ମୁହଁ ଖୋଲିଲେ ଅମରେଶ, କହିଲେ…

ଭୁବନେଶ୍ୱର,୮ା୧୦: ଭୁବନେଶ୍ୱରରେ ବିଜେଡିର ଗୋଷ୍ଠୀକନ୍ଦଳ ପଦାରେ ପଡିଥିବାବେଳେ ସୋମବାର ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବିଜେଡି କର୍ପୋରେଟର ଅମରେଶ ଜେନା। ଦେଢ ଘଣ୍ଟା ଧରି ଆଲୋଚନା ପରେ ଦଳ ଭିତରେ ଥିବା କୁଚକ୍ରୀ ଗୋଷ୍ଠୀ ବିଷୟରେ ସେ କହିଛନ୍ତି ।…

ଆଜି ୨ ରାଜ୍ୟର ଭାଗ୍ୟ ପରୀକ୍ଷା: ଏକ୍‌ଜିଟ୍‌ପୋଲ ହେବ କି ସତ

ନୂଆଦିଲ୍ଲୀ,୮ା୧୦: ହରିୟାଣା ଏବଂ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନର ଭୋଟ ଗଣତି ମଙ୍ଗଳବାର ସକାଳ ୮ ଟାରୁ ଆରମ୍ଭ ହୋଇଯାଇଛି। ତେବେ ଆଜି ଭାଗ୍ୟ ପରୀକ୍ଷା। ଏହି ନିର୍ବାଚନରେ କିଏ ବାଜିମାତ୍‌ କରିବ ତାହାକୁ ନେଇ ଉଭୟ ରାଜ୍ୟବାସୀ ବେଶ ଉତ୍କଣ୍ଠାର ସହ…

ବିକଳାଙ୍ଗ ଶିଶୁ କନ୍ୟା ଜନ୍ମ ପରେ ଶାଶୁଘର ଲୋକେ ଦେଉଥିଲେ ନିର୍ଯାତନା: ସହି ନ ପାରି…

କୁଜଙ୍ଗ,୮ା୧୦(ମନୋଜ ପ୍ରଧାନ):ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ଚଟୁଆ ପଞ୍ଚାୟତ ପୋଖରିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳା ନିଜ ୨ ଶିଶୁକନ୍ୟାଙ୍କୁ ଘର ନିକଟରେ ଥିବା ଏକ ପରିତ୍ୟକ୍ତ ପୋଖରୀକୁ ପିଙ୍ଗି ସେହି ହୁଡ଼ାରେ ଥିବା ଗଛରେ…

ମାମଲା ନ ଥିଲେ ଅଧିକାରୀ ହୋଇପାରିବେ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଓଏସ୍‌ଡି

ଭୁବନେଶ୍ୱର,୮ା୧୦(ଅନିଲ ଦାସ): ଯେଉଁ ଅଧିକାରୀମାନଙ୍କୁ ମନ୍ତ୍ରୀମାନଙ୍କ ବ୍ୟକ୍ତିଗତ ସଚିବ କିମ୍ବା ଓଏସ୍‌ଡି ଭାବେ ନିଯୁକ୍ତି ଦିଆଯିବ, ସେମାନଙ୍କ ନାଁରେ କୌଣସି ପ୍ରକାର ଶୃଙ୍ଖଳାଗତ ମାମଲା, ଭିଜିଲାନ୍ସ କିମ୍ବା ଫୌଜଦାରୀ ମାମଲା ନ ଥିବା ଆବଶ୍ୟକ। ସେମାନଙ୍କ ସିସିଆର/ପିଏଆରରେ କୌଣସି ପ୍ରକାର ନକାରାତ୍ମକ…

ଆମାଜନରେ ମିଳିବ ଏନ୍‌ସିଇଆର୍‌ଟି ପୁସ୍ତକ: ଧର୍ମେନ୍ଦ୍ର

ଭୁବନେଶ୍ୱର,୮।୧୦(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ସୋମବାର ଭାରତ ସରକାରଙ୍କ ଅଧୀନରେ ଥିବା ଏନ୍‌ସିଇଆର୍‌ଟି ଏବଂ ଅନ୍ୟତମ ସର୍ବବୃହତ ଇ-କମର୍ସ ପ୍ଲାଟଫର୍ମ ଆମାଜନ ସେଲର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ମଧ୍ୟରେ ଲେଟର୍‌ ଅଫ୍‌ ଏନ୍‌ଗେଜମେଣ୍ଟ(ଏଲ୍‌ଓଇ) ସ୍ବାକ୍ଷରିତ ହୋଇଛି। ଏହା ହେଉଛି ପ୍ରଥମ…

ସ୍ପଷ୍ଟ କଲେ ସରକାର: ଦ୍ଵିତୀୟ ପର୍ଯ୍ୟାୟ ପୂର୍ବରୁ ଏକ ଟଙ୍କା ପଠାଯାଇ ନାହିଁ

ଭୁବନେଶ୍ୱର,୭।୧୦: ଅକ୍ଟୋବର ୯ ତାରିଖରେ ବା ବୁଧବାର ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ ପୂର୍ବରୁ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ସରକାର। ସୋମବାର ଦିନ ତମାମ ଖବର ଚାଲିଥିଲା ଯେ,…

ସୁଭଦ୍ରା ଟଙ୍କା ପାଇଁ କୋଟିଏ ମହିଳା କଲେଣି ଆବେଦନ

ଭୁବନେଶ୍ୱର,୭।୧୦: ସୋମବାର ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା “ସୁଭଦ୍ରା” ଯୋଜନାରେ ଏକ କୋଟିରୁ ଅଧିକା ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ…

୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ

ମୟୁରଭଞ୍ଜ,୭।୧୦: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ କରିବାକୁ ପ୍ରସ୍ତୁତ ହେଉଥିଲା ବେଳେ ଆସନ୍ତା ପର୍ଯ୍ୟଟନ ଋତୁ ୨୦୨୪-୨୫ ପାଇଁ ଅକ୍ଟୋବର ୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଖୋଲିବାକୁ ଯାଉଛି ଶିମିଳିପାଳ ଜାତୀୟ ଅଭ୍ୟାୟାରଣ୍ୟ। ବାରିପଦା ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ସଂରକ୍ଷକ ତଥା…

ବାର୍‌ହା ଶିକାର ପାଇଁ ବିଛା ଯାଇଥିଲା ବୋମା: ବଳଦ ମୁହଁରେ ଫୁଟିଲା…

କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବାର୍‌ହା ଶିକାର ପାଇଁ ବିଛା ଯାଇଥିବା ବୋମା ବଳଦ ମୁହିଁରେ ଫୁଟି ଯିବାରୁ ସେ ଗୁରୁତର ହୋଇଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ରେଞ୍ଜ କୁଲାଡେରା ଗାଁ କେନ୍ଦୁଆଦରି ସାହିରେ । ବଳଦଟି ଚରୁଥିବା…

ଗାଁ ସଭାପତିଙ୍କ ଗଳା କାଟି ଫେରାର ମାରୁଥିଲେ ଅଭିଯୁକ୍ତ, ବାଟରେ ଗାଡ଼ି ଧକ୍କା ହେବାରୁ …

ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତକ ହେଲେ ବ୍ରହ୍ମପୁର ସଦର ଥାନା ସାତପାଣ୍ଡିଆ ଗ୍ରାମର କେ.…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ବଦଳିବ ସରକାରୀ କୋଠାର ରଙ୍ଗ

ଭୁବନେଶ୍ୱର,୭।୧୦: ଓଡ଼ିଶାରେ ସରକାର ପରିବର୍ତ୍ତନ ପରେ ନୂତନ ସରକାର ଅନେକ ନୂଆ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ରାଜ୍ୟରେ ସମସ୍ତ ସରକାରୀ କୋଠାର ରଙ୍ଗ ପରିବର୍ତ୍ତନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ସମସ୍ତ ନିଷ୍ପତ୍ତି ଅନୁଯାୟୀ ସମସ୍ତ ନୂତନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?