କାଲିଠୁ ୟୁନିଫର୍ମ ପିନ୍ଧି ପାରିବି ନାହିଁ ଏମିତି କହି ଭାବବିହ୍ବଳ ହେଲେ ଅରୁଣ ଷଡ଼ଙ୍ଗୀ
ଭୁବନେଶ୍ୱର,୭ା୧୦: କାଲିଠୁ ଆଉ ପିନ୍ଧି ପାରିବିନି ୟୁନିଫର୍ମ। ଶୁଣିଲେ ଦୁଃଖ ଲାଗୁଛି। ଏତେଶୀଘ୍ର ୟୁନିଫର୍ମ ଖୋଲିବି ଭାବି ନ ଥିଲି। ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଭାବବିହ୍ବଳ ହୋଇ ଏମିତି କଥା କହିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ। ରାଜ୍ୟ ସରକାର…
ନଭେମ୍ବର ୨୯ରୁ ଆରମ୍ଭ ହେବ ଲୋକକଳାର ମହାକୁମ୍ଭ ‘ନୃତ୍ୟ ସଙ୍ଗମ’
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଅନୁଷ୍ଠାନ ପ୍ରତିଭା ଅନୁଷ୍ଠାନ ପକ୍ଷରୁ ‘ନୃତ୍ୟ ସଂଗମ’-୨୦୨୪ ପାଇଁ ସୋମବାର ଭବାନୀପାଟଣାସ୍ଥିତ ଏକ ହୋଟେଲରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ନଭେମ୍ବର ୨୯, ୩୦ ଓ ଡିସେମ୍ବର ୧ ତାରିଖରେ ସ୍ଥାନୀୟ ଲାଲ…
ଅନ୍ୟ ଜିଲା ଶିକ୍ଷକଙ୍କୁ ନବରଙ୍ଗପୁର ମନା
ଭୁବନେଶ୍ୱର,୭।୧୦: ନବରଙ୍ଗପୁରରେ ଜିଲାଭିତ୍ତିକ ନିଯୁକ୍ତି ଦାବିରେ ବିବାଦ ତେଜିଛି। ଅନ୍ୟ ଜିଲାର ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ଜଏନ୍ ସୁଯୋଗ ମିଳୁନି ଅବିଭକ୍ତ କୋରାପୁଟ ଜିଲାର ଶିକ୍ଷକ ବ୍ୟତୀତ ଅନ୍ୟମାନଙ୍କୁ ବିରୋଧ କରାଯାଇଛି। ତେବେ ନିରାଶ ହେଉଛନ୍ତି ସରକାରଙ୍କ ଦ୍ବାରା ନିଯୁକ୍ତ ଅନ୍ୟ…
ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ
ସୋନପୁର,୭।୧୦(ମୃତ୍ୟୁଞ୍ଜୟ ଶତପଥୀ): ଲାଞ୍ଚ ନେବା ନିର୍ବାହୀ ଯନ୍ତ୍ରୀଙ୍କୁ ମହଙ୍ଗା ପଡିଛି। ତେଲ ଜଳସେଚନ ବିଭାଜନ ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର କୁମାର ପାଢ଼ୀଙ୍କୁ ଭିଜିଲାନ୍ସ ବିଭାଗ ସୋମବାର ଗିରଫ କରିଛି। ମିଳିଥିବା ସୂଚନା ମୁତାବକ, ଠିକାଦାର ଦେବରଞ୍ଜନ ତ୍ରିପାଠୀଙ୍କ ଏକ ପୁରୁଣା ବିଲ୍…
ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ୯ରେ SHG ମହିଳାଙ୍କୁ…
ଭୁବନେଶ୍ୱର,୭।୧୦: ‘ସୁଭଦ୍ରା’ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଆଜି ୧ ଟଙ୍କା ଯାଇଛି। ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ପାଇଁ ଖାତାକୁ ପରୀକ୍ଷାମୂଳକ ଭାବେ ଟଙ୍କାଟିଏ ଆସିଛି। ୯ ତାରିଖ ଦିନ ବାକି ୪୯୯୯ ଟଙ୍କା ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ଆସିବ ବୋଲି…
ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…
ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଛତିଶଗଡ଼ରେ ନକ୍ସଲ ଅପରେଶନ ଜୋରଦାର କରାଯାଇଛି। ସେଠାକାର ନକ୍ସଲଙ୍କର ଓଡ଼ିଶାରେ…
ଚକଦର ପ୍ରକଳ୍ପକୁ ନେଇ ତେଜିଲା ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ
କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇଠାରେ ପ୍ରସ୍ତାବିତ ଚକଦର ପ୍ରକଳ୍ପକୁ ବିରୋଧ କରି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘରାଉ କରାଯାଇଛି। ସମାକୋଇ ଚକଦର ପ୍ରକଳ୍ପ ସମନ୍ବୟ ସମିତି ତେଲକୋଇ ଡାକରାରେ ହଜାର ହଜାର ସଂଖ୍ୟାରେ ତେଲକୋଇ ଅଞ୍ଚଳବାସୀ କେନ୍ଦୁଝର ଜିଲା…
ପ୍ରସନ୍ନଙ୍କୁ କାଉଣ୍ଟର କଲେ ସମୀର, କହିଲେ ଏବେ ବି ବିଜେଡି ମଧ୍ୟରେ…
ଭୁବନେଶ୍ୱର,୭ା୧୦: ବିଜେଡିର ବରିଷ୍ଠ ନେତା ତଥା ରେଢ଼ାଖୋଲର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ମନ୍ତବ୍ୟକୁ କଡ଼ା କାଉଣ୍ଟର କରିଛନ୍ତି ଭାଜପାର ପୂର୍ବତନ ସଭାପତି ସମୀର ମହାନ୍ତି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ କଡ଼ା ସମାଲୋଚନା କରିଛନ୍ତି ସମୀର। ସେ କହିଛନ୍ତି, ଆପଣଙ୍କ ଦଳର…
ଗାଁ ଦାଣ୍ଡରେ ଯୁବକଙ୍କୁ ଛୁରି ଭୁସି ହତ୍ୟା
ସୁନ୍ଦରଗଡ଼,୭।୧୦(ଜୟନାରାୟଣ ମେଣ୍ଡୁଳି): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସୋମବାର ସୁନ୍ଦରଗଡ଼ ସଦରଥାନା ଅଧୀନ ରତନପୁର ଗ୍ରାମରେ। ମୃତ ଯୁବକ ହେଲେ ମନୋଜ…
ବିଲ୍ କରାଇ ଦେବା ପାଇଁ ଠିକାଦାରଙ୍କୁ ପିସି ମାଗି ଫସିଲେ ଯନ୍ତ୍ରୀ
ତିର୍ତ୍ତୋଲ,୭ା୧୦(ଗୌରାଙ୍ଗ ସ୍ବାଇଁ): ଜଗତସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗୋପାଳପୁର ପଞ୍ଚାୟତର ୭ ଲକ୍ଷ ଟଙ୍କାର ଏକ ରାସ୍ତା କାମର ବିଲ୍ କରାଇ ଦେବା ଲାଗି ଠିକାଦାରଙ୍କ ସହ ପିସି ବାବଦରେ ଫୋନ୍ କଲ ଭାଇରାଲ ହୋଇଥିଲା। ଏହା ପରେ ଜଗତସିଂହପୁର…
ପାର୍ବଣରେ ଗଡ଼ିବ ବସ୍ : ଆନ୍ଦୋଳନ ନିଷ୍ପତ୍ତିରୁ ଓହରିଲେ….
ଭୁବନେଶ୍ୱର,୭।୧୦: ଆଉ ହେବନି ବସ୍ ଧର୍ମଘଟ। ସୋମବାର ସନ୍ଧ୍ୟାରୁ ହେବାକୁ ଥିବା ବସ ଧର୍ମଘଟ ପ୍ରତ୍ୟାହୃତ କରିନେଲେ ଘରୋଇ ବସ୍ ମାଲିକ ସଂଘ। ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ ମାଲିକ ସଂଘ ନିଷ୍ପତ୍ତିରୁ ଓହରି ଯାଇଛନ୍ତି। ପରିବହନ ମନ୍ତ୍ରୀଙ୍କ ସହ ବୈଠକ…

