ରାଜ୍ୟ

OSSSC ବିରୋଧରେ ଏକାଠି ହେଲେ ହଜାର ହଜାର ପରୀକ୍ଷାର୍ଥୀ, ତ୍ରୁଟି ଅଭିଯୋଗ ଆଣି ଅଧିକାରୀଙ୍କ…

ଭୁବନେଶ୍ୱର,୭ା୧୦: OSSSC ବିରୋଧରେ ଏକାଠି ହୋଇଛନ୍ତି ହଜାର ହଜାର ପରୀକ୍ଷାର୍ଥୀ। ପରୀକ୍ଷା ବିଭ୍ରାଟକୁ ନେଇ ଭୁବନେଶ୍ବର ଲୋୟର ପିଏମ୍‌ଜିରେ ପରୀକ୍ଷାର୍ଥୀ ଏକଜୁଟ୍‌ ହୋଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆର୍‌ଆଇ, ଏଆର୍‌ଆଇ, ଅମିନ, ଆଇସିଡିଏସ୍‌ ପରୀକ୍ଷା ଆଦି ବାତିଲ ଦାବିରେ ଏହି ବିକ୍ଷୋଭ…

ଉପକୂଳରେ ପ୍ରବଳ ବର୍ଷା: ୩ ଘଣ୍ଟା ପର୍ଯ୍ୟନ୍ତ ନିର୍ଧୂମ ଛେଚିବ

ଭୁବନେଶ୍ୱର,୭।୧୦: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ଉପକୂଳର ଓଡ଼ିଶାର ୭ ଜିଲାକୁ ସତର୍କ ସୂଚନା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର,…

ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍‌ ମାଲିକ ସଂଘର ବୈଠକ: ଚାଲିଛି ମାନସ ମନ୍ଥନ

ଭୁବନେଶ୍ୱର,୭।୧୦: ବସ୍‌ ଧର୍ମଘଟ ପ୍ରତିହତ ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ବସିଛି। ପରିବହନ ମନ୍ତ୍ରୀଙ୍କ ବାସଭବନରେ ଘରୋଇ ବସ୍‌ ମାଲିକ ସଂଘର ବୈଠକ ହୋଇଛି। ସନ୍ଧ୍ୟା ୭ଟାରୁ ଦକ୍ଷିଣ ଓ ପଶ୍ଚିମାଞ୍ଚଳ ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଛି। ପୂର୍ବରୁ…

ହିଲଭିୟୁରେ ଟୟ ଟ୍ରେନ୍‌

ଦାରିଙ୍ଗବାଡି, ୭/୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଏକ ପ୍ରମୁଖ ପର୍ଯ୍ୟଟନକ୍ଷେତ୍ର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ବେଶ ପରିଚିତ । ତେବେ ଦାରିଙ୍ଗବାଡିର ଅନେକ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଥିବା ହିଲଭିୟୁ ପାର୍କ…

ଏକଜିଟ୍‌ ପୋଲ୍‌ ରିପୋର୍ଟ ପରେ ବଢ଼ିଲା ରାଜନୀତି

ଭୁବନେଶ୍ୱର, ୭।୧୦(ସୁନିତ୍‌ ମିଶ୍ର): ହରିୟାଣା ଏବଂ ଜମ୍ମୁ-କଶ୍ମୀର ନିର୍ବାଚନ ପାଇଁ ଭୋଟ ଶେଷ ହେବା ପରେ ଏକ୍‌ଜିଟ ପୋଲ୍‌ ରିପୋର୍ଟ ମଧ୍ୟ ଅନେକ ସଂସ୍ଥା ପକ୍ଷରୁ ପ୍ରକାଶ ପାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ରିପୋର୍ଟ ଅନୁଯାୟୀ, ଏହି…

ସୁନାମି, ସାମୁଦ୍ରିକ ଝଡ଼ର ଆଗୁଆ ସୂଚନା ଦିଏ ନାଲି କଙ୍କଡ଼ା

ଭୋଗରାଇ,୭।୧୦(ପ୍ରଦୀପ ଦାସ): ନିଃଶବ୍ଦ ଓ ନିଶ୍ଚଳ ଲୁଣା ଜଙ୍ଗଲ ବେଳାଭୂମିରେ ଦେଖାଯାନ୍ତି ବିରଳ ପ୍ରଜାତିର ନାଲି କଙ୍କଡ଼ା। ଏସିଆ, ୟୁରୋପ, ଅଷ୍ଟ୍ରେଲିଆ ଓ ଆମେରିକା ଭଳି କେତେକ ସନ୍ତସନ୍ତିଆ ବେଳାଭୂମି ଏହି ଜଳଜୀବଙ୍କ ଚରାଭୂଇଁ। ୪୫୦ ବର୍ଷ ଧରି ବିରଳ ନୀଳରକ୍ତ…

ଭାଜପା କର୍ମୀଙ୍କୁ ‘ଜୋତାରେ ପିଟ’ କହି ଏବେ….

ପ୍ରୀତିପୁର,୬ା୧୦(ସୁଶାନ୍ତ ବେହୁରିଆ): ଗାନ୍ଧୀ ଜୟନ୍ତୀଠାରୁ ବିଜେଡି ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହୋଇଛି। ଏହି ପଦଯାତ୍ରା ସମୟରେ ଯାଜପୁର ଜିଲା ଦଶରଥପୁର ବ୍ଲକ ବିଜେଡି ସଭାପତି ଅଜୟ କୁମାର ମହାନ୍ତି ଭାଜପା କର୍ମୀଙ୍କୁ ‘ଜୋତାରେ ପିଟ’ ବୋଲି ଦେଇଥିବା ମନ୍ତବ୍ୟ ଉପରେ…

ରାଜ ରାସ୍ତାରେ ହାଇଡ୍ରାମା: ଚୁଟି ଟଣାଟଣି ହୋଇ ମୁଥ ମରାମରି ହେଲେ ମହିଳା

ଭୁବନେଶ୍ୱର,୭ା୧୦(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ସୂଚନାଭବନ ପାର୍କିଂସ୍ଥଳରେ ରବିବାର ହାଇଡ୍ରାମା ଦେଖିବାକୁ ମିଳିଛି। ସମାଜସେବୀ ବୋଲି ନିଜକୁ ଦାବି କରୁଥିବା ଦୁଇ ମହିଳା ହାତାହାତି ହୋଇଛନ୍ତି। ଜଣେ ମହିଳା ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଉଥିବା ବେଳେ ଏହି ଘଟଣା ଘଟିଥିଲା। ଦୁଇ ମହିଳା ହାତାହାତି…

ସ୍କୁଲରୁ ଫେରୁଥିବାବେଳେ ଛାତ୍ରୀଙ୍କୁ ଜଙ୍ଗଲ ଭିତରକୁ ଟାଣି ନେଇ ବଳାତ୍କାର

କେନ୍ଦୁଝର, ୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଅନ୍ତର୍ଗତ ଏକ ସ୍କୁଲରୁ ଛୁଟି ପରେ ଫେରୁଥିବା ଜଣେ ଛାତ୍ରୀ(୧୩)ଙ୍କୁ ବଳାତ୍କାର କରାଯାଇଚି। ଏ ନେଇ ପୀଡ଼ିତା ବାଂଶପାଳ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି ତଦନ୍ତ…

ପୂଜା ଭିଡ଼ରେ ବସ୍‌ ବନ୍ଦ ଡାକରା

ଦୁର୍ଗାପୂଜା ପାଇଁ ଚଳଚଞ୍ଚଳ ସାରା ରାଜ୍ୟ। ଏହି ସମୟରେ ଛୁଟି ରହୁଥିବାରୁ ଲୋକେ ଅଧିକ ବସ୍‌ ଯାତ୍ରା କରିଥାନ୍ତି। ହେଲେ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ସୋମବାର ସନ୍ଧ୍ୟାରୁ ୨୪ ଘଣ୍ଟିଆ ବସ୍‌ ବନ୍ଦ ଡାକରା ଦିଆଯାଇଛି। ଲକ୍ଷ୍ମୀ ବସ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?