ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
ଭବାନୀପାଟଣା,୨୭ା୫(ଉତ୍ତମ କୁମାର ଦାଶ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି କଳାହାଣ୍ଡି ଜିଲା ଥୁଆମୂଳ.ରାମପୁର କାଣୀଗୁମ୍ମା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ସନ୍ନ୍ୟାସୀ ନାୟକ। ସୋମବାର ସକାଳେ ଅଭିଯୋଗକାରୀଙ୍କଠାରୁ ମନରେଗା ଯୋଜନାରେ ଶ୍ରମିକ ପାଉଣା ପ୍ରଦାନ କରିବା ଓ ମଷ୍ଟରରୋଲ୍ ଆଗେଇ…
୪୦ ହଜାର ବଙ୍ଗୀୟ ଭୋଟରଙ୍କ ଉପରେ ପ୍ରାର୍ଥୀଙ୍କ ନଜର,
ମହାକାଳପଡ଼ା,୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ମହାକାଳପଡ଼ା ବ୍ଲକର ୩୧ ଓ ମାର୍ଶାଘାଇ ବ୍ଲକର ୧୭ ପଞ୍ଚାୟତକୁ ମିଶାଇ ମୋଟ ୪୮ ପଞ୍ଚାୟତରେ ୨ ଲକ୍ଷ ୫୩ ହଜାରରୁ ଅଧିକ ଭୋଟର ରହିଛନ୍ତି। ତେବେ ସମୁଦ୍ରକୂଳିଆ ପଞ୍ଚାୟତ…
ପଣସର ଅଭାବୀ ବିକ୍ରି, ବାହାର ରାଜ୍ୟ ବ୍ୟବସାୟୀ ମାଲାମାଲ
ପାରଳାଖେମୁଣ୍ଡି,୨୭ା୫ (ଗିରିଧାରୀ ପରିଛା): ଗଜପତି ଜିଲାର ୭ଟି ବ୍ଲକ ଯଥା ମୋହନା, ଆର.ଉଦୟଗିରି, ନୂଆଗଡ, ଗୋଷାଣୀ, କାଶୀନଗର, ଗୁମ୍ମା ଏବଂ ରାୟଗଡ଼ ବ୍ଲକରେ ଉତ୍ପାଦିତ ପଣସର ଚାହିଦା ଦେଶର ବିଭିନ୍ନ ରାଜ୍ୟରେ ବେଶ ଅଧିକ ରହିଛି। ବିଶେଷକରି ପଡ଼ୋଶୀ ଆନ୍ଧ୍ର ପ୍ରଦେଶ…
୩୦ ଟନ୍ ଆମ୍ବ ଗଲା ରାୟପୁର
କୋରାପୁଟ,୨୭ା୫(ଅମିତାଭ ବେହେରା): ଚଳିତ ବର୍ଷ କୋରାପୁଟ ଜିଲାରେ ପ୍ରଚୁର ପରିମାଣରେ ଆମ୍ବ ଆସିଛି। ଆମ୍ବ ଚାଷୀମାନଙ୍କୁ ଆମ୍ବର ଉଚିତ୍ ମୂଲ୍ୟ ଦେବାକୁ ମିଶନ ଶକ୍ତି ମହିଳା ଗୋଷ୍ଠୀ ଓ କମ୍ପାନୀ ଆଗେଇ ଆସିଛି। କୋରାପୁଟ ଜିଲାରେ ହେଉଥିବା ଆମ୍ବରେ ଗୁଣାତ୍ମକମାନ ସର୍ବାଧିକ…
ପୁଅର ଚିକିତ୍ସା ପାଇଁ ଆଣିଥିବା ଅର୍ଥ ମୋ ବସ୍ରୁ ଚୋରି
ଭୁବନେଶ୍ୱର,୨୭।୫ (ସୂର୍ଯ୍ୟକାନ୍ତ ବେହେରା): ପୁଅର ଚିକିତ୍ସା ପାଇଁ ବହୁ କଷ୍ଟରେ ଟଙ୍କା ସଂଗ୍ରହ କରି ଆଣିଥିଲେ ବାପା। ଗଞ୍ଜାମରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ଥିଲେ। ହେଲେ ମୋ ବସ୍ରେ ହସ୍ପିଟାଲକୁ ଯାଉଥିବାବେଳେ ସବୁ ଟଙ୍କା ଚୋରି ହୋଇଗଲା। ଏମିତି ଘଟଣା ଘଟିଛି ରାଜଧାନୀ…
ପୁଣି ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ, ପରିକ୍ରମା ମାର୍ଗରେ ଉଡ଼ିଲା ଡ୍ରୋନ୍
ପୁରୀ,୨୭।୫: ପୁଣିଥରେ ଶ୍ରୀମନ୍ଦିର ସୁରକ୍ଷା ଉପରେ ଉଠିଲା ପ୍ରଶ୍ନ। ଶ୍ରୀମନ୍ଦିର ସୁରକ୍ଷା ପାଇଁ ପ୍ରଶସ୍ତ ପରିକ୍ରମା ମାର୍ଗ ଉପରେ ଉଡ଼ୁଛି ଡ୍ରୋନ୍। ଯାହାକୁ ନେଇ ବୁଦ୍ଧିଜୀବୀମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ଶ୍ରୀମନ୍ଦିର ପରିସର କିମ୍ବା ଏହା ନିକଟସ୍ଥ ନିଷିଦ୍ଧାଞ୍ଚଳ ଉପରେ ଡ୍ରୋନ୍…
୨୮ରେ ନିମାପଡ଼ା ଆସିବେ ଶାହା
ନିମାପଡ଼ା,୨୭ା୫(ବିଚିତ୍ରାନନ୍ଦ ସାହୁ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୨୮ ତାରିଖରେ ନିମାପଡ଼ା ଗସ୍ତରେ ଆସୁଛନ୍ତି। ଭାଜପା ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସାଧାରଣ ସଭାରେ ମନ୍ତ୍ରୀ ଶାହା ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଥିବା ଭାଜପା ନେତୃବୃନ୍ଦମାନଙ୍କ ସୂତ୍ରରୁ ଜଣାପଡ଼ିଛି।…
ଖରାପ ପାଗ ଯୋଗୁ ୫ ନିର୍ବାଚନମଣ୍ଡଳୀରେ ପ୍ରଚାର କରିପାରିଲେନି ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୭।୫(ସୁନିତ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ମୟୂରଭଞ୍ଜ ଲୋକ ସଭା କ୍ଷେତ୍ରର ୬ଟି ନିର୍ବାଚନମଣ୍ଡଳୀରେ ଭାଜପା ପକ୍ଷରୁ ଆୟୋଜିତ ‘ବିଜୟ ସଂକଳ୍ପ ସଭା’ ସମେତ ବାରିପଦା ସହରରେ ରୋଡ୍ ଶୋ’ରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲା। ମାତ୍ର ଖରାପ ପାଗ…
ବିଜେଡିକୁ ଚିନ୍ତା ନିମାପଡ଼ା, ଚାନ୍ଦବାଲି
ଭୁବନେଶ୍ୱର,୨୭ା୫(ଅନିଲ ଦାସ): ରାଜ୍ୟରେ ଆସନ୍ତା ଜୁନ ୧ ତାରିଖରେ ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ହେବାକୁ ଥିବା ଭଦ୍ରକ ଜିଲାର ଚାନ୍ଦବାଲି ଓ ନିମାପଡା ବିଧାନସଭା ଆସନ ବିଜେଡି ପାଇଁ ଚିନ୍ତାର କାରଣ ହୋଇଛି। ନିମାପଡ଼ାର ପୂର୍ବତନ…
କନକବର୍ଦ୍ଧନଙ୍କ ଭବିଷ୍ୟବାଣୀ: ଏତିକି ଆସନ ସହ ଓଡ଼ିଶାରେ ସରକାର ଗଢିବ ଭାଜପା
ଭୁବନେଶ୍ୱର, ୨୬।୫: ଓଡ଼ିଶାରେ ୩ୟ ପର୍ଯ୍ୟାୟ ନିର୍ବାଚନ ସରିଛି। ଏଥର ଭାଜପା ଦୁଇ ତୃତୀୟାଂଶ ସଂଖ୍ୟା ଗରିଷ୍ଠତାରେ ସରକାର ଗଢ଼ିବାକୁ ଯାଉଛି ବୋଲି ଗଣମାଧ୍ୟମ ଏବଂ ଜନମତର ଆଭିମୁଖ୍ୟରୁ ଜଣାପଡ଼ିଛି। ଜୁନ୍ ୪ରେ ଏହା ସ୍ପଷ୍ଟ ହୋଇଯିବ ବୋଲି ଦୃଢୋକ୍ତି ପ୍ରକାଶ…
ମାନସିକ ସ୍ଥିତି ହରାଇ ବସିଲେଣି ମୋଦି: କାହିଁକି ଏମିତି କହିଲେ କଂଗ୍ରେସ ପ୍ରଭାରୀ
ଭୁବନେଶ୍ୱର, ୨୬।୫: ପରାଜୟ ଭୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାନସିକ ସ୍ଥିତି ହରାଇ ବସିଲେଣି। ସେଥିପାଇଁ ସେ ଅତ୍ୟନ୍ତ ନିମ୍ନରୁଚିର କଥାବାର୍ତ୍ତା କରୁଛନ୍ତି। ଆଶାରାମ ବାପୁ, ରାମ ରହିମଙ୍କ ଭଳି ଭଣ୍ଡ ବାବାଙ୍କ ପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ନିଜକୁ…
ମଧ୍ୟରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’: ବର୍ଷା, ପବନର ମୁକାବିଲା ପାଇଁ ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍ଆର୍ସି
ଭୁବନେଶ୍ୱର,୨୬।୫: ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ରବିବାର ମଧ୍ୟରାତିରେ ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ…
Archives


