ରାଜ୍ୟ

ସ୍ବେଚ୍ଛାକୃତ ଅବସର ପାଇଁ ଅରୁଣ ଷଡ଼ଙ୍ଗୀଙ୍କୁ ଅନୁମତି ଦେଲେ ସରକାର

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ରାଜ୍ୟ ସରକାର ୧୯୯୦ ବ୍ୟାଚ ଆଇପିଏସ୍‌ ତଥା ପୂର୍ବତନ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀଙ୍କୁ ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଖାତାକୁ ଆସିଲା ଟଙ୍କା

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମହାରାଷ୍ଟ୍ରର ୱାସିମ୍‌ଠାରେ ପିଏମ୍‌ କିଷାନ ସମ୍ମାନନିଧିର ୧୮ତମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ୯ କୋଟି ୪୦ ଲକ୍ଷ କୃଷକଙ୍କୁ ୨୦ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ହସ୍ତାନ୍ତର କରାଯାଇଛି।…

ଅଚାନକ ପରିଦର୍ଶନ: ସବ୍‌ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍‌ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ କାର୍ଯ୍ୟାଳୟ ତାଲା ଖୋଲା ରହିଥିବା ବେଳେ କୌଣସି କର୍ମଚାରୀଙ୍କ ଦେଖା ମିଳି…

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ ଶନିବାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ…

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ ଛିଡାକୁଦର ଗ୍ରାମର ୨ ଭାଇଙ୍କୁ ଉଠାଇ ନେଇଥିଲା। ତେବେ ଉଭୟଙ୍କୁ ନିକଟସ୍ଥ ବିମଳାଗଡ ଷ୍ଟେଶନର…

ହେମଗିରରେ ପୁଣି ଠାବ ହେଲା କଳାବାଘ

ସୁନ୍ଦରଗଡ,୫।୧୦(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ବନଖଣ୍ଡର ହେମଗିର ବନାଞ୍ଚଳ ଅଧୀନ ଦାଘୋରା ଜଙ୍ଗଲର ଗର୍ଜନ ପାହାଡରେ ପୁଣି ବ୍ଲାକ୍‌ ପାନ୍ଥର ବା କଳାବାଘ ଠାବ ହୋଇଛି। ଜଙ୍ଗଲ ବିଭାଗ ପକ୍ଷରୁ ଏହି ଜଙ୍ଗଲରେ ଲଗାଯାଇଥିବା ଟ୍ରାପ୍‌ କ୍ୟାମେରାରେ ଏହି ବିରଳ କଳାବାଘର…

ଭାଜପାରେ ମିଶିଲେ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଛନ୍ତି। ସଦର ନିର୍ବାଚନ ମଣ୍ଡଳୀର ଭାଜପା ସଂଯୋଜକ ବିବେକାନନ୍ଦ ମହାନ୍ତଙ୍କ ନେତୃତ୍ୱରେ ଅନୁଷ୍ଠିତ ମିଶ୍ରଣ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ବ୍ଲକରେ ହେବ…

ଭୁବନେଶ୍ୱର,୫।୧୦: ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓଙ୍କ ବଡ଼ ସୂଚନା। ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଆଗାମୀ ୫ ବର୍ଷରେ ପ୍ରତି ବ୍ଲକରେ ହେବ ଶୀତଳ ଭଣ୍ଡାର। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏବେ ଉପଖଣ୍ଡ ସ୍ତରରେ ଶୀତଳ ଭଣ୍ଡାର ପାଇଁ ବଜେଟ ବ୍ୟବସ୍ଥା…

ଉଠା ଦୋକାନୀଙ୍କୁ ଉଚ୍ଛେଦ ମସୁଧା

ବରଗଡ଼,୫।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଶନିବାର ଜିଲା ସଡ଼କ ସୁରକ୍ଷା କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଡ଼କ ସୁରକ୍ଷାର ବିଭିନ୍ନ ଦିଗ ଉପରେ…

ଦଳିଦେବା ପରେ ମୃତଦେହକୁ ଜଗିରହିଲା ଦନ୍ତା: କାରଣ ଜାଣିଲେ…

ଦେବଗଡ଼,୫।୧୦(ଶଶାଙ୍କ ଶେଖର ଝାଙ୍କର) ଶୌଚ ପାଇଁ ଯାଇଥିବା ବେଳେ ଦଳି ଦେଲା ଦନ୍ତା । ଘଟଣାସ୍ଥଳରେ ହିଁ ଚାଲିଗଲା ବ୍ୟକ୍ତିଙ୍କ ଜୀବନ। ଦେବଗଡ଼ ବନଖଣ୍ଡ ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ କାଞ୍ଜିଆମ୍ବ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏଭଳି ଏକ ଅଭାବନୀୟ…

ପୁଣି ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏଥର ଫାଇଭ ଟି…

ଭୁବନେଶ୍ୱର,୫।୧୦: ଫାଇଭ ଟି ରୂପାନ୍ତରିତ ସ୍କୁଲ ଯୋଜନାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶିକ୍ଷକ ନିଯୁକ୍ତିପତ୍ର ବଣ୍ଟନ ସମାରୋହରେ ମୁଖ୍ୟମନ୍ତ୍ରୀ ଫାଇଭ ଟିକୁ ଉଲ୍ଲେଖ କରି କଡ଼ା ସମାଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କାନ୍ଥରେ ରଙ୍ଗ ମାରିଲେ…

ଅଗ୍ନିବୀର ନିଯୁକ୍ତି ପାଇଁ ବଡ଼ ପ୍ରସ୍ତୁତି: ଡିସେମ୍ବର ୬ରୁ…

ରାଉରକେଲା,୫।୧୦(ବିପ୍ଳବ ରଞ୍ଜନ ଦାଶ): ଭାରତୀୟ ସେନା ପାଇଁ ହେବାକୁ ଥିବା ଅଗ୍ନିବୀର ନିଯୁକ୍ତି ମେଳା ଆୟୋଜନ ନେଇ ଏକ ଜିଲା ପ୍ରଶାସନ ସ୍ତରୀୟ ପ୍ରସ୍ତୁତି ବୈଠକ ରାଉରକେଲା ଅତିରିକ୍ତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସୁନ୍ଦରଗଡ ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?