ରାଜ୍ୟ

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି। ଗାଁରେ ଟ୍ରାନ୍ସଫର୍ମର ପୋଡି ଯିବାରୁ ଫେର୍ନାନ୍ଦଙ୍କ ସାନଝିଅ କୁନ୍ତଳା ମହମବତୀ ଲଗାଇ ପାଠ ପଢ଼ୁଥିଲେ।…

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ ଘର ଭାଙ୍ଗିବା ସହିତ ଘରୁ ଦୌଡ଼ି ଜୀବନ ବଞ୍ଚାଇବାକୁ ଚେଷ୍ଟା କରୁଥିବା ସୋମା ମୁଣ୍ଡା(୫୬)ଙ୍କୁ…

ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ ବାଟାଲିଅନ୍‌ରେ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ବୟସ ସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି।…

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଢେଙ୍କାନାଳ, କଟକ,…

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ ସୁଭଦ୍ରା ଯୋଜନା ରାଶି ଉଠାଇବାକୁ, ଏବଂ ଆବେଦନ କରିବାକୁ ମହିଳାଙ୍କ ବିଭିନ୍ନ ବ୍ୟାଙ୍କ ସମେତ…

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ…

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି ଅତର୍କିତ ଆକ୍ରମଣ। ଏକ ଗଣ୍ଡଗୋଳ ଘଟଣାର ତଦନ୍ତ ପାଇଁ ଯାଇଥିବା ବେଳେ ପୋଲିସ ଉପରକୁ…

ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ ଇନ୍ସପେକ୍ଟରଙ୍କ ଟିମ୍‌ ପହଞ୍ଚି ଯାଞ୍ଚ କାର୍ଯ୍ୟ ଆରମ୍ଭ କରିଛି। ନିମ୍ନମାନର ଘିଅ ବ୍ୟବହାର ହେଉଥିବା…

ଅବସରପ୍ରାପ୍ତ ଅଗ୍ନିବୀରଙ୍କ ପାଇଁ ଖୁସିଖବର: ୧୦ ପ୍ରତିଶତ ସଂରକ୍ଷଣ ସାଙ୍ଗକୁ ୩ ବର୍ଷ

ଭୁବନେଶ୍ୱର,୪।୧୦: ଅବସରପ୍ରାପ୍ତ ଅଗ୍ନିବୀରଙ୍କ ନିଯୁକ୍ତି ନେଇ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ପ୍ରକାଶ ପାଇଛି। ୟୁନିଫର୍ମ ସେବାରେ ସଂରକ୍ଷଣ ଓ ବୟସସୀମାରେ କୋହଳ ସମ୍ପର୍କିତ ଏହି ବିଜ୍ଞପ୍ତରେ ଉଲ୍ଲେଖ ଅଛି। ଅଗ୍ନିବୀରଙ୍କ ପାଇଁ ୟୁନିଫର୍ମ ସେବାରେ ୧୦ ପ୍ରତିଶତ ସଂରକ୍ଷଣ ରହିବ। ପ୍ରକାଶିତ…

ବଦ୍ରିଙ୍କ ଚ୍ୟାଲେଞ୍ଜ ପରେ ଉଦଳା ବିଧାୟକଙ୍କ ବଡ଼ ବୟାନ: କହୁକହୁ କହିଦେଲେ ଦଳର…

ଭୁବନେଶ୍ୱର,୪।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ କଥାକୁ ବଦ୍ରିଙ୍କ ଖୋଲା ଚ୍ୟାଲେଞ୍ଜ ପରେ ପୁଣି ମୁହଁ ଖୋଲିଛନ୍ତି ଉଦଳା ବିଧାୟକ ଭାସ୍କର ମଢ଼େଇ। ସେ କହିଛନ୍ତି ବିଜେଡି ଘର ଖାଲି ହୋଇଯିବ। ବହୁ ବିଜେଡି ବିଧାୟକ ଓ ନେତା ଭାଜପା…

ହବିଷ୍ୟାଳୀଙ୍କ ପାଇଁ ୬ରୁ ଆବେଦନ ଆରମ୍ଭ, କାର୍ତ୍ତିକ ମାସରେ ପୁରୀରେ ମିଳିବ ସବୁ ସୁବିଧା

ପୁରୀ,୪।୧୦: ହବିଷ୍ୟାଳିଙ୍କ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର ହବିଷ୍ୟାଳୀ…

ଭୁବନେଶ୍ୱର ବିମାନବନ୍ଦରରେ ହେବ ନୂଆ ଟର୍ମିନାଲ

ଭୁବନେଶ୍ୱର,୪ା୧୦: ଭୁବନେଶ୍ବର ବିମାନ ବନ୍ଦରରେ ନିର୍ମାଣ ହେବ ନୂଆ ଟର୍ମିନାଲ। ଏନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ. ରାମମୋହନ ନାଇଡୁ ସୂଚନା ଦେଇଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ରିଭ୍ୟୁ ପରେ କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି। ପୁରୁଣା ଟର୍ମିନାଲ ପାଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?