ରାଜ୍ୟ

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି। ସୂଚନା ଅନୁଯାୟୀ, କନସିଂହା ଗ୍ରାମର ରାଜ ମଲ୍ଲିକ ଓ ଗଣେଶ ଡୁଡୁକା…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ କରି ନିଜ ସରକାରଙ୍କ କାର୍ଯ୍ୟ ସହ ଜନଗଣନା ଏବଂ SIR କାର୍ଯ୍ୟକ୍ରମର ସ୍ଥିତି…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଚଢ଼ାଉ ହୋଇଛି । କେନ୍ଦ୍ରାପଡା ବନ କାର୍ଯାଳୟ ସମେତ ୪ଟି ସ୍ଥାନରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ ଇଜାରାର ଅବଧି ବୃଦ୍ଧି କରିବା ସହ ଭବିଷ୍ୟତରେ ସ୍ପଟ ନିଲାମରେ ସୁବିଧା ଯୋଗାଇଦେବା…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ ତୀକ୍ଷ୍ଣ ଦୃଷ୍ଟି ଦେଇଛନ୍ତି। ଭଦ୍ରକ ଡିଏଫ୍‌ଓ ଅରୁଣ କୁମାର ବିଶ୍ୱାଳଙ୍କ ନିର୍ଦ୍ଦେଶକ୍ରମେ ସହକାରୀ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ ଜାତିଆଣି ଆକ୍ଷେପ କରି ମାନସିକ ନିର୍ଯାତନା ଦେବା ସହ ଫେବର୍‌ ମାଗୁଥିବା ଅଭିଯୋଗ…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼ ଗ୍ରାମର ବିଭୂତି ପରେଇଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକଙ୍କ ସହଯୋଗରେ ଗୁରୁତର ଅବସ୍ଥାରେ…

ଜୀରାନଦୀରେ ରିଂ ରୋଡ୍‌ ନିର୍ମାଣ: ସମୟ ଗଡ଼ୁଛି, ବର୍ଷାରେ ଧୋଇ ଯାଉଛି

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀ ପାର୍ଶ୍ୱରେ ରିଂ ରୋଡ୍‌ ନିର୍ମାଣ ଚାଲିଛି। ବର୍ଷା ଓ ବନ୍ୟା ସମୟରେ ସହରକୁ ଜଳ ପ୍ଳାବନରୁ ରକ୍ଷା, ଯାତାୟାତ ସୁବିଧା, ନଦୀତଟ ସୌନ୍ଦର୍ଯ୍ୟକରଣ, ସହର ବିକାଶ ଆଦି ଲକ୍ଷ୍ୟ ନେଇ ବିଜେଡ଼ି…

ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ: ବାଲି ବ୍ୟବସାୟୀଙ୍କ ଠାରୁ ଲାଞ୍ଚ ନେଇ ଧରାପଡିଲେ…

ଜୟପୁର, ୮।୭(ପବନ ପାଣିଗ୍ରାହୀ): ଭିଜିଲାନ୍ସ ଜାଲରେ ଖଣି ଉପନିର୍ଦ୍ଦେଶକ ସତ୍ୟଜିତ ରାଉତ। ଜଣେ ବାଲି ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ । ଜୟପୁର ସମେତ କଟକର ୨ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।…

ମଦ ଦୋକାନକୁ ନେଇ ଅସନ୍ତୋଷ:  ବିରୋଧ, ରାସ୍ତାରୋକୋ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ଅଧୀନ ୱାର୍ଡ଼ ନମ୍ବର-୧ର ନିଗମାନନ୍ଦ ବିହାର ଛକ ନିକଟରେ ବିଦେଶୀ ମଦ ଦୋକାନ ଖୋଲିବାକୁ ନେଇ ଅସନ୍ତୋଷ ତେଜି ଉଠିଛି। ଏହାକୁ ବିରୋଧ କରି ମଙ୍ଗଳବାର ସ୍ଥାନୀୟ ଲୋକେ ପୂର୍ବାହ୍ନ ପ୍ରାୟ ୧୧ଟାରୁ ରାସ୍ତାକୁ…

ଜଗାଦର୍ଶନ ସାରି ଫେରୁଥିବାବେଳେ ଅଘଟଣ: କଣ୍ଟେନର ପଛପଟୁ ଧକ୍କା ଦେଲା ମିନିବସ୍‌

ବାଲେଶ୍ୱର/ବସ୍ତା, ୮।୭( ହରିଶଙ୍କର ପାଢ଼ୀ/ବାଞ୍ଛାନିଧି ଦେ) : ବସ୍ତା ଥାନା ଅର୍ନ୍ତଗତ ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ ନିକଟ କୁଣ୍ଡପୂର ଛକ ନିକଟରେ ବଡ଼ ଦୁର୍ଘଟଣା ଘଟିଛି। ଆଗରେ ଛିଡ଼ା ହୋଇଥିବା କଣ୍ଟେନର ପଛରୁ ଧକ୍କା ଦେଲା ମିନିବସ୍‌…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି ମାରିଜୁଆନା ଚାଲାଣ କରୁଥିବା ଦୁଇ ଜଣ ଯାତ୍ରୀକୁ ଅଟକ ରଖି ପଚରାଉଚରା କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?