ରାଜ୍ୟ

ଅକ୍ଟୋବର ୯କୁ ଦିଆଯିବ ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି, ଏହି ତାରିଖ ସୁଦ୍ଧା ସରିବ ପ୍ରସ୍ତୁତି

ନୂଆଦିଲ୍ଲୀ,୩।୧୦: ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମକିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷ ୨୯ହଜାର ୭୨୦ ହିତାଧିକାରୀଙ୍କୁ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ ପରେ ୨ୟ ପର୍ଯ୍ୟାୟରେ ଯୋଗ୍ୟ ହିତାଧିକାରୀଙ୍କୁ ଏହି…

ଚାଷୀନେତାଙ୍କୁ ଅଭ୍ୟାସଗତ ଅପରାଧୀ ଦର୍ଶାଇବା ଘଟଣା: କୃଷକ ସଙ୍ଗଠନର ଆନ୍ଦୋଳନ ଚେତାବନୀ

ବରଗଡ଼,୨।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀନେତା ତଥା ସଂଯୁକ୍ତ କୃଷକ ସଙ୍ଗଠନର ଉପଦେଷ୍ଟା ରମେଶ ମହାପାତ୍ରଙ୍କୁ ପୋଲିସ ଅଭ୍ୟାସଗତ ଅପରାଧୀ ଭାବେ ଉଲ୍ଲେଖ କରିବା ଏବଂ ଏହାକୁ ନେଇ ସବ୍‌ଡିଭିଜନାଲ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ହାଜର ହେବାକୁ ନୋଟିସ୍‌ କରାଯିବାକୁ ନେଇ ଜିଲାରେ…

ଟ୍ରାକିଂବେଳେ ବନ କର୍ମଚାରୀଙ୍କୁ ଶୁଣ୍ଢରେ ଟେକି କଚାଡ଼ିଲା ହାତୀ, ଭାଙ୍ଗିଦେଲା ହାତ

ବଣାଇଁ,୩ା୧୦(ପ୍ରଦୀପ ତ୍ରିପାଠୀ): ଗୁରୁବାର ବଣାଇଁ ବନଖଣ୍ଡ ତଥା କୁଳିପୋଷ ରେଞ୍ଜ ଅଧୀନ ଗଣିଘଷା ନିକଟରେ ଗତକାଲି ଠାରୁ ଘୂରି ବୁଲୁଥିବା ୪ଟିକିଆ ହାତୀ ପଲ ସମ୍ପର୍କରେ ସୂଚନା ପାଇ ବନବିଭାଗ ପକ୍ଷରୁ ଟ୍ରାକିଂ ଓ ଘଉଡ଼ାଇବା କାର୍ଯ୍ୟ ଚାଲିଥିଲା। ହାତୀଙ୍କ ବାସ୍ତବିକ…

ଓଡ଼ିଶାରେ ହେବ ଶିଳ୍ପ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରିଥିଲେ। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର ଓ…

ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ଭୁବନେଶ୍ୱର,୩ା୧୦: ବୁଧବାର ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି। ତାଙ୍କ ବୟାନ ଶୁଣି ରାଜ୍ୟ ରାଜନୀତି ଆହୁରି ସରଗରମ ହୋଇଉଠିଛି। ସୁଜାତା କହିଛନ୍ତି,…

ଯାଜପୁର ଦେଖିବ ଉପନିର୍ବାଚନ? ଗଣେଶ୍ୱର ବେହେରାଙ୍କ ବୟାନ ପରେ ବଢିଲା ଚର୍ଚ୍ଚା

ଭୁବନେଶ୍ୱର,୩।୧୦: ବିଜେଡିର ବଡ଼ ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ବବି ଦାସଙ୍କ ପୁଣିଥରେ ନିର୍ବାଚନ ଲଢିବା ବୟାନକୁ ନେଇ ରାଜନୀତି ଜୋର ଧରିଛି। ନିକଟରେ ବିଧାନସଭା ନିର୍ବାଚନ ସରିଥିବାବେଳେ ବବି ଆଉ କେଉଁ ନିର୍ବାଚନ ଲଢିବାକୁ କହୁଛନ୍ତି ତାକୁ ନେଇ…

ଏମିତି କେବେ କହି ନ ଥିଲେ ମୁନା ଖାନ୍‌, ବିଜେଡି ଆଗକୁ…

ଭୁବନେଶ୍ୱର,୩।୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ଟାର୍ଗେଟ କରିଥିଲେ। ଯାହାକୁ ଆଜି କାୁଣ୍ଟ କରିଛନ୍ତି ବିଜେଡି ବିଧାୟକ ବଦ୍ରି ପାତ୍ର ଓ ରାଜ୍ୟ ସଭା ଏମପି ମୁନା ଖାନ୍‌। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡିକୁ ଖାଲି…

ଆସିଲା ବାଘ ଗଣନାର ପ୍ରଥମ ରିପୋର୍ଟ: ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ): ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି। ଏନ୍‌ଟିସିଏ ଦ୍ୱାରା ଫେବୃଆରୀରେ ପ୍ରକାଶିତ ରିପୋର୍ଟ ଅନୁସାରେ, ୨୦୨୨ରେ ରାଜ୍ୟରେ ୫୬୮ ଓ ୨୦୧୮ରେ ୭୬୦…

ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…

ଭୁବନେଶ୍ୱର,୩ା୧୦: ବିଜେଡିକୁ ନେଇ ଭାଜପା ବିଧାୟକ ସନାତନ ବିଜୁଳ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି, ଆଉ ବିକଳ୍ପ ନାହିଁ। ବିଜେଡିକୁ ଆଉ ଭାଙ୍ଗିବାକୁ ପଡ଼ିବନି, ଆପେ ଆପେ ଏହି ଦଳ ଭାଙ୍ଗିଯିବ। ଦେଶରେ…

ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ…

ନୂଆଦିଲ୍ଲୀ,୩ା୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିଛନ୍ତି। ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ଚାଲିଛି। ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ…

ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…

ଭୁବନେଶ୍ୱର,୩ା୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?