ଓଡ଼ିଶାରେ ଦେଖାଗଲା ଧୂମକେତୁ ‘ସି/୨୦୨୩ ଏ-୩’
ଭୁବନେଶ୍ୱର, ୨।୧୦(ବନ୍ଦନା ସେଠୀ):ଅକ୍ଟୋବର ୧ ମଙ୍ଗଳବାର ଭୋର୍ ସମୟରେ ଓଡ଼ିଶା ସମେତ ଦେଶର କେତେକ ସ୍ଥାନରେ ‘ସି/୨୦୨୩ ଏ-୩’ ଧୂମକେତୁ ଦେଖାଦେଇଛି। ଅଳ୍ପ ସମୟ ପାଇଁ ଦୃଶ୍ୟମାନ ହୋଇଥିବା ଏହି ଧୁମକେତୁ ସାଧାରଣ ଦୂରବୀକ୍ଷଣ ଓ ବାଇନାକୁଲାର୍ରେ ଦେଖାଜ୍ଯାଇଥିଲା। ‘ସି/୨୦୨୩ ଏ-୩’ଧୂମକେତୁ…
ଆଜିଠୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୧୦(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଦିଲ୍ଲୀଠାରେ ହେବାକୁ ଥିବା ନିବେଶକ ସମ୍ମିଳନୀରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ହେବ। ମେକ୍…
କାରଖାନାରେ ଶ୍ରମିକଙ୍କୁ ଉଲଗ୍ନ କରି ମାଡ଼
ଢେଙ୍କାନାଳ,୧ା୧୦(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଗନ୍ନାଥ ପାୱାର ନାମକ ଏକ କମ୍ପାନୀ ପରିସରରେ ଗତ ୩ ଦିନ ତଳେ କାରଖାନାରେ କାର୍ଯ୍ୟରତ ଦୁଇଜଣ ଶ୍ରମିକଙ୍କୁ ସେମାନଙ୍କର ପ୍ୟାଣ୍ଟ, ସାର୍ଟ ଖୋଲି ଉଲଗ୍ନ କରି ନିସ୍ତୁକ ମାଡ଼ ମରାଯାଇଥିଲା।…
ରୋଡ ରୋମିଓଙ୍କୁ ଧରି ନିସ୍ତୁକ ପିଟିଲେ ଯୁବତୀ
ତାଳଚେର,୧।୧୦: ଅନୁଗୋଳ ଜିଲା ତାଳଚେର ହାଟତୋଟା ବଜାରରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ଦୁଇଜଣ ରୋଡ୍ ରୋମିଓ ବଜାରରେ ଜଣେ ଯୁବତୀଙ୍କୁ ଅଶ୍ଲୀଳ ଇଙ୍ଗିତ କରି କମେଣ୍ଟ ମାରି ଥିଲେ। ଏହି ଘଟଣାକୁ ନେଇ ବଜାରରେ ତୁମୁଳକାଣ୍ଡ ଘଟିଛି। ସ୍ଥାନୀୟ…
ବିଡିଓଙ୍କୁ ତାଲା ପକାଇଲେ ଏମ୍ପିଙ୍କ ପ୍ରତିନିଧି, ଭାଜପା କର୍ମକର୍ତ୍ତା
କେନ୍ଦୁଝର,୧।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ବିଡିଓଙ୍କ ବ୍ୟବହାରରେ କ୍ଷୁବ୍ଧ ହୋଇ ମଙ୍ଗଳବାର ଭାଜପା ନେତା ଓ କର୍ମୀ ବ୍ଲକ କାର୍ଯ୍ୟାଳୟ ମୁଖ୍ୟ ଗେଟ୍ରେ ତାଲା ପକାଇ ପ୍ରତିବାଦ କରିଥିଲେ। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସନ୍ଧ୍ୟା…
ପୋଲିସ ସ୍ବାମୀଙ୍କୁ ମାରି ଦେଇଥିବା ଅଭିଯୋଗ ଆଣିଥିଲେ ସ୍ତ୍ରୀ: ଏସ୍ଆଇ, ହାବିଲଦାର ନିଲମ୍ବିତ
ଫୁଲବାଣୀ, ୧ା୧୦(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଡାଙ୍ଗଣାମୁ ଘାଟି ରାସ୍ତାରୁ ଗତ ୨୬ ତାରିଖରେ ବୌଦ୍ଧ ଜିଲା କଣ୍ଟାମାଳ ଥାନା ବେହେରାପଡା ଗ୍ରାମର ଜ୍ୟେଷ୍ଠ ବଣ୍ଡକିଙ୍କ ମୃତଦେହ ଜବତ ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ଚିଡିଆଖାନାରେ ମଣିଷଖିଆ କଲରାପତରିଆ ବାଘ ଦେଖିବେ ପର୍ଯ୍ୟଟକ
ସମ୍ବଲପୁର,୧ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ମୋତିଝରଣସ୍ଥିତ ଚିଡ଼ିଆଖାନା(ଡିଅରପାର୍କ)ରେ ପର୍ଯ୍ୟଟକମାନେ ଏକ ମଣିଷଖିଆ କଲରାପତରିଆ ଦେଖିପାରିବେ। ଚିଡ଼ିଆଖାନାରେ ସ୍ବତନ୍ତ୍ର ଭାବେ କାଚରେ ନିର୍ମିତ ଆବଦ୍ଧ କୋଠରିରେ ବାଘକୁ ଛଡ଼ାଯାଇଛି। ଏଠାରେ ପୂର୍ବରୁ ରହିଥିବା ଏକ ବାଘୁଣି ସହିତ ପୃଥକ କୋଠରିରେ ରଖାଯାଇଛି। ନୂତନ ଭାବେ…
ସମ୍ବଲପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେଲେ କୋର୍ଟ
ସମ୍ବଲପୁର,ଜମନକିରା,୧ା୧୦(ପ୍ରମୋଦ ବହିଦାର, ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ କସଡ଼ା ଗ୍ରାମରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି ସମ୍ବଲପୁର ପୋକ୍ସୋ…
ପାର୍ବଣରେ ବୋନସ୍ ଦାବି ତେଜିଲା, ନ ମିଳିଲେ…
ରାଉରକେଲା,୧।୧୦(ବିପ୍ଳବ ରଞ୍ଜନ ଦାଶ): ଆର୍ଏସ୍ପିରେ କାର୍ଯ୍ୟରତ ଠିକା ଶ୍ରମିକଙ୍କୁ ବୋନସ୍ ପ୍ରଦାନ ଦାବି ନେଇ ରାଉରକେଲା ହିନ୍ଦ୍ ମଜଦୁର ସଭା ଓ ଜିଲା ଶିଳ୍ପାଞ୍ଚଳ ଶ୍ରମିକ ସଭା ପକ୍ଷରୁ ମଙ୍ଗଳବାର ବିଶ୍ରା ଗେଟ୍ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ହିନ୍ଦ୍…
ବ୍ଲାକଲିଷ୍ଟ ସଂସ୍ଥାକୁ ଦିଆଯାଇଛି ଆର୍ଆଇ, ଅମିନ ପରୀକ୍ଷା ଦାୟିତ୍ୱ: ଆଇଟି ମନ୍ତ୍ରୀ ଦେଲେ ବଡ଼ ମନ୍ତବ୍ୟ
ଭୁବନେଶ୍ୱର,୧ା୧୦: ଓଡ଼ିଶା ସବ-ଅର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍ଆଇ, ଏଆର୍ଆଇ, ଆଇସିଡିଏସ୍ ସୁପର ଭାଇଜର, ଅମିନ ପରୀକ୍ଷାରେ ଅନିୟମିତତା ହେଉଥିବା ଅଭିଯୋଗ ମଧ୍ୟରେ ବଡ ବୟାନ ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମନ୍ତ୍ରୀ କହିଛନ୍ତି ଯେ, ”ବ୍ଲାକଲିଷ୍ଟ ସଂସ୍ଥାକୁ…
ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କୁ କ୍ଲିନ୍ଚିଟ୍
କଟକ,୧।୧୦: ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା ବଡ଼ ଆଶ୍ୱସ୍ତି ମିଳିଛି। ଏହି ମାମଲାରେ ମଙ୍ଗଳବାର ହାକକୋର୍ଟ ତାଙ୍କୁ କ୍ଲିନ୍ଚିଟ୍ ଦେଇଛନ୍ତି। ତାଙ୍କ ନାଁରେ ତଳକୋର୍ଟ ମାମଲାକୁ ହାଇକୋର୍ଟ ଖାରଜ କରି ଏହି ରାୟ ଦେଇଛନ୍ତି। ତଳକୋର୍ଟ…
ରାଜ୍ୟରେ କେବେଠୁ ଲାଗୁହେବ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟବୀମା? ମନ୍ତ୍ରୀ କହିଲେ…
ଭୁବନେଶ୍ୱର୧।୧୦: ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନଆରୋଗ୍ୟ ସ୍ବାସ୍ଥ୍ୟବୀମା ଖୁବଶୀଘ୍ର ଲାଗୁ ହେବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ମଙ୍ଗଳବାର ସୂଚନାଦେଇଛନ୍ତି। ୧ କୋଟି ପରିବାରର ସାଢ଼େ ୩ କୋଟି ଲୋକ ପାଇବେ ସ୍ବାସ୍ଥ୍ୟକାର୍ଡ। କାର୍ଡରେ ଦେଶର ୨୭ ହଜାର…

