ରାଜ୍ୟ

ରାଜ୍ୟକୁ ରାମରାଜ୍ୟରେ ପରିଣତ କରିବାକୁ ହେଲେ ଭାଜପାକୁ ଭୋଟ୍‌ ଦିଅନ୍ତୁ: ଅରୁଣ ଗୋଭିଲ

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ନେତା ତଥା ସିନେ ଷ୍ଟାର ଅରୁଣ ଗୋଭିଲ ବୁଧବାର କନ୍ଦୁଝର ଜିଲା ଗସ୍ତରେ ଆସି ଚମ୍ପୁଆ ଓ ତେଲକୋଇରେ ଭାଜପାର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। ତାଙ୍କୁ ଦେଖିବାକୁ ପ୍ରବଳ ଜନ ସମାବେଶ ହୋଇଥିଲା।…

AIକୁ ନେଇ ନବୀନ କହିଲେ…

ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍‌ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା ବେଳେ…

ସମ୍ବଲପୁରରେ ବଡ଼ ବୟାନ ଦେଲେ ଗିରିରାଜ ସିଂ, କହିଲେ- ”ନଜରବନ୍ଦୀ ଅଛନ୍ତି ନବୀନ”

ସମ୍ବଲପୁର,୨୨ା୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଵାକଯୁଦ୍ଧ ତୀବ୍ର ହୋଇଛି। ବୁଧବାର କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଗିରିରାଜ ସିଂଙ୍କ ସମ୍ବଲପୁରରେ ମାରାଥନ ପ୍ରଚାର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ରୋଡ୍ ଶୋ’ କରି ଓଡିଶାରେ ସରକାରରେ ପରିବର୍ତ୍ତନ…

ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ

ଚମ୍ପୁଆ,୨୨ା୫: ରାମାୟଣ ଧାରାବାହିକରେ ରାମ ଚରିତ୍ରରେ ଅଭିନୟ କରି ସାରା ଦେଶରେ ପରିଚିତି ପାଇଥିବା ଅରୁଣ ଗୋଭିଲ ବୁଧବାର ଓଡ଼ିଶା ଆସିଛନ୍ତି। ଅରୁଣ ଓଡ଼ିଶା ଆସି ଆଜି ଭାଜପା ପାଇଁ ମାରାଥନ ପ୍ରଚାର କରିଛନ୍ତି। କେନ୍ଦୁଝର ଜିଲାର ଚମ୍ପୁଆ ଓ ତେଲକୋଇରେ…

ପୁଣି ଓଡ଼ିଶା ଆସିବେ ମୋଦି; ଯାଜପୁର, ଭଦ୍ରକ ଉପରେ ଅମିତ ଶାହାଙ୍କ ନଜର

ଭୁବନେଶ୍ୱର,୨୨ା୫: ପୁଣି ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାଜପା ଓଡ଼ିଶା ପ୍ରଭାରୀ ବିଜୟପାଲସିଂ ତୋମାର ଏହି ସୂଚନା ଦେଇଛନ୍ତି। ଆସନ୍ତା ୨୯ ତାରିଖରେ ପ୍ରଧାନମନ୍ତ୍ରୀ ତାଙ୍କର ଏହି ଗସ୍ତରେ କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ…

ଚକା ଖସି ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର

ନବରଙ୍ଗପୁର,୨୨ା୫(ସଦାଶିବ ପ୍ରହରାଜ): ବାଇକ୍‌ରେ ଯାଉଥିବା ଦମ୍ପତିଙ୍କ ଉପରେ ଏକ ଟ୍ରାକ୍ଟର ଚଢ଼ିଯିବାରୁ ସ୍ବାମୀ ଗୁରୁତର ହୋଇଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ତେବେ ସ୍ବାମୀଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ସୂଚନାନୁଯାୟୀ, ନବରଙ୍ଗପୁର ସହର ଭଗବତୀ ସାହିର ସୀତାକାନ୍ତ ତ୍ରିପାଠୀ ସ୍ତ୍ରୀ କାବେରୀଙ୍କୁ…

ଭାଜପାର ଆହ୍ବାନ: AI ମାଧ୍ୟମରେ ଶର୍ଟ ଭିଡିଓ ନ ଛାଡ଼ି ନବୀନ ଆଲୋଚନା ଲାଗି ମଞ୍ଚକୁ ଆସନ୍ତୁ…

ଭୁବନେଶ୍ୱର,୨୨।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟରେ ରାଜନୀତି ସରଗରମ ରହିଛି। ଦୁଇ ପ୍ରମୁଖ ଦଳ ଭାଜପା ଏବଂ ବିଜେଡିର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରରେ ଲାଗିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା ବେଳେ ବିଜେଡି ସୁପ୍ରିମୋ ଏବଂ…

ନବୀନ ପଟ୍ଟନାୟକ ଭଲ କି ନାହିଁ ପଚାରିଲେ ମୁଖ୍ୟମନ୍ତ୍ରୀ

ନୟାଗଡ଼,୨୨ା୫(ଲୋକନାଥ ମିଶ୍ର): ନୟାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ନୟାଗଡ଼ ଷ୍ଟାଡିୟମରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ପୁରୀ ଲୋକ ସଭା ପ୍ରାର୍ଥୀ ଅରୂପ ପଟ୍ଟନାୟକ, ନୟାଗଡ଼ ବିଧାୟକ ପ୍ରାର୍ଥୀ ଅରୁଣ କୁମାର…

ଏହିଦିନ ଆସିବ +୨ ରେଜଲ୍ଟ, ସିଏଚ୍‌ଏସ୍‌ଇର ସୂଚନା

ଭୁବନେଶ୍ୱର,୨୨ା୫: ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ। ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ ବୋଲି ସିଏଚ୍‌ଏସ୍‌ଇ ପକ୍ଷରୁ ସୂଚନା ମିଳିଛି। www.orissaresults.nic.inରେ ଲଗ୍‌ ଇନ୍‌ କରି ଛାତ୍ରୀଛାତ୍ର…

ସମ୍ବଲପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ‘ବବିଙ୍କୁ ଭୋଟ ଦେଇ ସେବା କରିବାର ସୁଯୋଗ ଦେବେ’

ଭୁବନେଶ୍ବର,୨୨।୫: ରାଜ୍ୟରେ ତୃତୀୟ ପର୍ଯ୍ୟୟ ମତାଦାନକୁ ଆଉ ଖୁବ କମ୍‌ ଦିନ ବାକି ରହିଛି। ୨୫ ତାରିଖରେ ହେବାକୁ ଥିବା ଏହି ନିର୍ବାଚନରେ ଢେଙ୍କାନାଳ, କେନ୍ଦୁଝର, କଟକ, ପୁରୀ, ଭୁବନେଶ୍ବର ଓ ସମ୍ବଲପୁର ସମେତ ୬ ଲୋକ ସଭା ଆସନରେ ମତଦାନ…

ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ: ଭିଡିଓ ଶେୟାର କରି କହିଲେ ଏମିତି କଥା

ଭୁବନେଶ୍ୱର,୨୨।୫: ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବୁଧବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ ଏ ନେଇ ସୂଚନା ଦେଇଛନ୍ତି। ଜ୍ୟୋତିପ୍ରକାଶ ପୂର୍ବରୁ ମନ୍ତ୍ରୀ…

ପ୍ରଚାର ବେଳେ ବିଜେଡି ପ୍ରାର୍ଥୀଙ୍କୁ ପଥରମାଡ଼ ଉଦ୍ୟମ

ବିଶୋଇ,୨୨ା୫ (ଅମିତ ଦାସ):ମୟୂରଭଞ୍ଜ ଜିଲା ସାରସକଣା ବିଧାନସଭା କ୍ଷେତ୍ର ଅଧୀନ ବିଜାତଳା ବ୍ଲକ ଅଞ୍ଚଳରେ ପ୍ରଚାର ବେଳେ ବିଜେଡି ବିଧାୟକ ପ୍ରାର୍ଥୀ ଡା.ଦେବାଶିଷ ମାର୍ଣ୍ଡିଙ୍କ ଉପରକୁ ପଥର ମାଡ଼ ଉଦ୍ୟମ ହୋଇଛି। ଏଥିରେ ଡା. ମାର୍ଣ୍ଡି ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri