ରାଜ୍ୟ

ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା…

ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ୨ ଯୁବକଙ୍କ ଜୀବନ ଗଲା

ପୁରୀ,୧।୧୦(ଅଜିତ କୂମାର ମହାନ୍ତି): ପୁରୀର ନରେନ୍ଦ୍ର ପୁଷ୍କରିଣୀଠାରେ ମଙ୍ଗଳବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜେଜେମା’ଙ୍କ ଶ୍ରାଦ୍ଧ ଦେବା ପାଇଁ ପୁରୀ ଆସିଥିବା ଦୁଇ ଯୁବକ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ ପିତୃପକ୍ଷ ଚାଲିଥିବାରୁ ରାଜ୍ୟ…

ରାଜନୈତିକ ରୁଟି ସେକିବାକୁ ନବୀନଙ୍କ ସାମ୍ପ୍ରଦାୟିକ ବୟାନବାଜି, କାହିଁକି ଏମିତି କହିଲେ ଏହି ଭାଜପା ନେତା

ଭୁବନେଶ୍ୱର,୧ା୧୦: ନବୀନଙ୍କ ମନ୍ତବ୍ୟ ଉପରେ କଡ଼ା ଜବାବ ଦେଇଛି ଭାଜପା। ଦଳ କହିଛି, ନବୀନଙ୍କ ବକ୍ତବ୍ୟରୁ ଜଣାପଡୁଛି ସେ ନିଜେ ଓଡ଼ିଶାରେ ଅଶାନ୍ତି କରିବାକୁ ଚାହୁଁଛନ୍ତି। ‘ଏକ୍ସ’ ଜରିଆରେ ଭାଜପା ପକ୍ଷରୁ ମୁଖପାତ୍ର ଅନିଲ ବିଶ୍ବାଳ ପ୍ରତିକ୍ରିୟା ଦେଇଛନ୍ତି। ‘ଏକ୍ସ’ ପୋଷ୍ଟରେ…

ଗାଦିମଡ଼ା ଅଧିକାରୀଙ୍କୁ ପୋଲିସ କମିଶନରଙ୍କ କଡ଼ା ଚେତାବନୀ, କହିଲେ ସମ୍ପୂର୍ଣ୍ଣ ତଥ୍ୟ ନେବାକୁ…

କଟକ,୧ା୧୦: ଡିସିପି ଅଫିସରେ ପହଞ୍ଚି କଟକ ଡିସିପି ଜଗମୋହନ ମୀନାଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ପ୍ରଥମ ବୈଠକ କରିଛନ୍ତି ନୂଆ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂହ। ପାର୍ବଣ ସମେତ ଆଇନଶୃଙ୍ଖଳା ନେଇ ଆଲୋଚନା କରିଛନ୍ତି। ଏହି ସମୟରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପ୍ରତି ପରିବାରକୁ ମିଳିବ…

ଭୁବନେଶ୍ୱର,୧।୧୦: BSKYକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଖୁବଶୀଘ୍ର ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ସରକାରଙ୍କ…

ସୋସିଆଲ ମିଡିଆରୁ ଦୂରେଇ ରହିବାକୁ ପୋଲିସ ଡିଜିଙ୍କ ଅପିଲ୍‌  

ଭଦ୍ରକ,୧।୧୦:ଭଦ୍ରକ ଧାମନଗର ଯାଇଛନ୍ତି ପୋଲିସ ଡିଜି ଓ୍ବାଇ.ବି ଖୁରାନିଆ। ଭଦ୍ରକ ଧାମନଗରରେ ପହଞ୍ଚି ପୋଲିସ ଡିଜି ୱାଇ.ବି ଖୁରାନିଆ ବରିଷ୍ଠ ଅଧିକାରୀଙ୍କ ସହ ଧାମନଗର ଥାନାରେ ଡିଜିପିଙ୍କ ସହ ଆଲୋଚନା ହୋଇଛି। ପୂର୍ବାଞ୍ଚଳ ଡିଆଇଜି ଓ ଭଦ୍ରକ ଏସ୍‌ପି ମଧ୍ୟ ଉପସ୍ଥିତ…

ଓଡ଼ିଆ ଫିଲ୍ମ ଷ୍ଟାରଙ୍କୁ ମାଓବାଦୀଙ୍କ ଭୟ:  ହୋଇପାରନ୍ତି ଅପହରଣ ଗୁଇନ୍ଦା ବିଭାଗ ଦେଲେ ଆଗୁଆ…

ଭୁବନେଶ୍ୱର,୧।୧୦: ଓଡ଼ିଆ ଫିଲ୍ମ ଷ୍ଟାରଙ୍କୁ ଅପହରଣ କରିପାରନ୍ତି ମାଓବାଦୀ। ଏ ନେଇ ଓଡ଼ିଶା ପୋଲିସର ଗୁଇନ୍ଦା ବିଭାଗ ସତର୍କ କରାଇଛନ୍ତି। ତେବେ ପଶ୍ଚିମ ଓଡ଼ିଶାର ବଲାଙ୍ଗୀର ଜିଲା ଖପ୍ରାଖୋଲରେ ଏକ ଓଡ଼ିଆ ଫିଲ୍ମର ଶୁଟିଂ ଚାଲିଥିବା ବେଳେ ଏହି ଖବର ସାମ୍ନାକୁ…

ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧୦: ଆସନ୍ତାକାଲି ଅର୍ଥାତ୍‌ ବୁଧବାର ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ମଧ୍ୟ ରହିବେ। ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଇ ନିବେଶକ ସମ୍ମିଳନୀରେ ଯୋଗଦେବେ। ରାଜ୍ୟକୁ ନିବେଶ ଆଣିବା ପାଇଁ…

ଆଜି ଯାଏ ମିଳିନି ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭଙ୍ଗା ଘରେ ମୁଣ୍ଡ ଗୁଞ୍ଜିଛନ୍ତି ବୃଦ୍ଧ ଦମ୍ପତି

ଦାରିଙ୍ଗବାଡ଼ି,୧ା୧୦(ଅରୁଣ ସାହୁ): ସରକାରଙ୍କ ମାଳମାଳ ଯୋଜନା ସେଥିମଧ୍ୟରୁ କିଛି ପ୍ରକୃତ ହିତାଧିକାରୀ ବାଦ୍‌ ପଡ଼ିଯାଉଛନ୍ତି। ସରକାରୀ ଯୋଜନା ପାଇଁ ବାରମ୍ବାର କାର୍ଯ୍ୟାଳୟକୁ ଦୌଡ଼ି ନୟାନ୍ତ ହେଲା ପରେ ଯୋଜନାକୁ ନ ଚାହିଁ ଭାଗ୍ୟକୁ ଆଦରି ପଡ଼ି ରହୁଛନ୍ତି। ଏଭଳି ଘଟଣା ନିଚ୍ଛକ…

ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ପିଏମ ଜନମନ ଯୋଜନାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି। ଦେବଗଡ, ଗଜପତି, ମୋହନା,…

ଆଜି ୧୧ ଜିଲାରେ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର,୧ା୧୦(ଅନୁରାଧା ମହାରଣା): ରାଜ୍ୟରେ ସୋମବାର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଥିବାବେଳେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ତେବେ ମଙ୍ଗଳବାର ରାଜ୍ୟର ପ୍ରାୟ ୧୧ ଜିଲାର କେତେକ ସ୍ଥାନରେ ଘଡଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ…

ପଦବୀ ହରାଇଲେ ସରପଞ୍ଚ

କାମାକ୍ଷାନଗର,୧ା୧୦(ସୁଧୀର କୁମାର ପରିଡ଼ା): ଜିଲା କାମାକ୍ଷାନଗର ବ୍ଲକ କାଦୁଆ ପଞ୍ଚାୟତର ସରପଞ୍ଚ ପ୍ରତିମା ସେଠୀ ସୋମବାର ଅନାସ୍ଥା ଭୋଟରେ ପରାଜିତ ହେବା ସହ ସରପଞ୍ଚ ପଦବୀ ହରାଇଛନ୍ତି। ପ୍ରକାଶ ଯେ, କାଦୁଆ ପଞ୍ଚାୟତର କେତେଜଣ ଓ୍ବାର୍ଡମେମ୍ବର ସରପଞ୍ଚଙ୍କ ବିରୋଧରେ କାମାକ୍ଷାନଗର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?