୨୩ରେ ଓଡ଼ିଶା ଆସିବେ ଯୋଗୀ, ନଡ୍ଡା
ଭୁବନେଶ୍ୱର, ୨୩।୫(ସୁନିତ୍ ମିଶ୍ର): ୨୦୨୪ ନିର୍ବାଚନ ଲାଗି ଭାଜପାର ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଜାରି କରିଛନ୍ତି। ବିଭିନ୍ନ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ…
ଆଜି ଓଡ଼ିଶାରେ ପ୍ରଚାର କରିବେ ରାମ, ଏହି ସବୁ ଜିଲାକୁ ଯାଇ ମାଗିବେ ଭୋଟ୍
ଭୁବନେଶ୍ୱର,୨୨।୫: ନିର୍ବାଚନ ପ୍ରଚାରରେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାଜପାର ଟପ ଲିଡର । ଆଜି ଓଡ଼ିଶାରେ ପ୍ରଚାର କରିବେ ଭାଜପା ନେତା ତଥା ରାମାୟଣ ସିରିଏଲରେ ରାମଙ୍କ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ। କେନ୍ଦୁଝର, ଢେଙ୍କାନାଳ ଓ ଭୁବନେଶ୍ୱର…
ବିଜେଡି ଛାଡ଼ିଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ
ଭୁବନେଶ୍ୱର,୨୨।୫(ସୁନିତ୍ ମିଶ୍ର):ନିକଟରେ ବିଜେଡିରୁ ଇସ୍ତଫାଦେଇ ଭାଜପାରେ ଯୋଗ ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଆଠମଲ୍ଲିକ ବିଧାୟକ ରମେଶ ସାଏ ଏବଂ ସୋର ବିଧାୟକ…
ସୃଷ୍ଟି ହେଲା ଲଘୁଚାପ, ୨୪ରେ ଅବପାତ, ଏହି ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୨।୫: ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଉତ୍ତରପୂର୍ବ ଦିଗରେ ଗତି କରି ଅଧିକ ଘନୀଭୂତ ହେବ । ପରେ ୨୪ ତାରିଖ ସକାଳେ ଡିପ୍ରେସନ ବା ଅବପାତର ରୂପ ନେବ। ପରବର୍ତ୍ତୀ ସମୟରେ…
ଆସନ୍ତାକାଲି କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍ରେ ହେବ ସାନି ମତଦାନ
ଭୁବନେଶ୍ୱର,୨୨।୫: କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥ୍ରେ ହେବ ସାନି ମତଦାନ। ଆସନ୍ତାକାଲି କଣ୍ଟାମାଳ ବିଧାନସଭାର ୨୬ ଓ ୨୮ ନମ୍ବର ବୁଥ୍ରେ ପୁନଃ ମତଦାନ ହେବ। ଇସିଆଇଙ୍କ ନିର୍ଦ୍ଦେଶ ପରେ ସିଇଓ ଏହି ସୂଚନା ଜାରି କରିଛନ୍ତି। ଆସନ୍ତାକାଲି ସକାଳ…
ଆଜି ପ୍ରଦର୍ଶନ ହେବ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର
ଭୁବନେଶ୍ୱର,୨୨।୫(ଶର୍ମିଷ୍ଠା ପାଣିଗ୍ରାହୀ):କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବୁଧବାର ଓଡ଼ିଆ ଚଳଚ୍ଚିତ୍ର ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ର ଟ୍ରେଲର ପ୍ରଦର୍ଶନ ହେବାକୁ ଯାଉଛି। ଅପରାହ୍ନ ୪ଟା ୧୫ରେ ଏହା ପ୍ରଦର୍ଶିତ ହେବ। ପ୍ରଣବ କୁମାର ଆଏଚଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରର ଟ୍ରେଲର ‘ଭାରତ ପର୍ବ’ ଦ୍ୱାରା…
୨୪ ଘଣ୍ଟାରେ ପ୍ରଧାନମନ୍ତ୍ରୀ କ୍ଷମା ମାଗନ୍ତୁ
ପୁରୀ,୨୨ା୫(ଅଜିତ୍ କୁମାର ମହାନ୍ତି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୋମବାର ପୁରୀରେ ରୋଡ୍ ଶୋ’ ପରେ ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ମୋଦିଙ୍କ ଭକ୍ତ। ସମ୍ବିତଙ୍କ ଏପରି…
ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୧।୫(ସୁନିତ୍ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର ଓଡ଼ିଆଙ୍କ ହାତରେ ରହିବ ବୋଲି ଖୋଦ୍ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି। ତେବେ…
ଦଳ ଡେଇଁ ଥିବା ୪ ବିଧାୟକଙ୍କୁ ଜବାବ ତଲବ, ୨୭ ସୁଦ୍ଧା ଉତ୍ତର ଦିଅ…
ଭୁବନେଶ୍ୱର,୨୧।୫: ଆସନ୍ତା ନିର୍ବାଚନରେ ଟିକେଟ ନ ମିଳିବାରୁ ଅନେକ ନେତା ଦଳ ଡେଇଁଥିଲେ। ନିକଟରେ ବିଜେଡିରୁ ୪ଜଣ ବିଧାୟକ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ତେବେ ଏହି ବିଧାୟକଙ୍କୁ ମଙ୍ଗଳବାର ଜବାବ ତଲବ କରାଯାଇଛି। ସମୀର ଦାଶ, ସୀମାରାଣୀ ନାୟକ,…
ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍ ପରିଚାଳନା କରିବେ ମହିଳା
ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ । ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏ ମର୍ମରେ ଜିଲ୍ଲାପାଳଙ୍କ…
୨୩ରେ ଧାମନଗର ଆସିବେ ଜେପି ନଡ୍ଡା
ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ…
ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ
ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ ବୁଡ଼ି ୨ ସମ୍ପର୍କୀୟ ଭଉଣୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଗ୍ରାମର ଗୋପ ମଲ୍ଲିକଙ୍କ…
Archives


