ରାଜ୍ୟ

ଭରତପୁର ଥାନା ଘଟଣା: ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କଲେ ନିଲମ୍ବିତ ୫ ଅଧିକାରୀ

କଟକ,୧ା୧୦(କାର୍ତ୍ତିକ ସାହୁ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କ ସହ ଘଟିଥିବା ପୋଲିସ ନିର୍ଯାତନା ଘଟଣାରେ ନିଲମ୍ବିତ ୫ ପୋଲିସ ଅଧିକାରୀଙ୍କୁ ଗିରଫଦାରୀ ଭୟ ଘାରିଛି। ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଯେକୌଣସି ସମୟରେ ନିଲମ୍ବିତ ପୋଲିସ…

ସୁକିନ୍ଦାରେ ଅନରକିଲିଂ

ଯାଜପୁର/କଳିଙ୍ଗନଗର (ହର୍ଷବର୍ଦ୍ଧନ ବେହେରା/ ଶୁଭାଶିଷ ରାଉତ),୧ା୧୦: ସୁକିନ୍ଦା ଗାଁର ଦେବରଞ୍ଜନ ସିଂ ସାମନ୍ତଙ୍କ ପୁଅ ସୁଶୀଲମୟ ସିଂ ସାମନ୍ତ କଳିଙ୍ଗନଗର ଥାନା ଡ଼ୁବୁରୀ ଅଞ୍ଚଳର ନୀଳମଣି ସାହୁଙ୍କ ଝିଅ ବିଜୟଲକ୍ଷ୍ମୀ ସାହୁଙ୍କୁ ପ୍ରେମ ବିବାହ କରିଥିଲେ। ବିଜୟଲକ୍ଷ୍ମୀ ଓବିସି ଏବଂ ସୁଶୀଲ…

ଝାଡ଼ଖଣ୍ଡରେ ବିଶାଳ ଜନସଭାକୁ ସମ୍ବୋଧନ କରି ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଜଗନ୍ନାଥପୁର/ଭୁବନେଶ୍ୱର,୩୦।୯: ଆଗକୁ ପଡ଼ୋଶୀ ରାଜ୍ୟ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଭାଜପାର ନିର୍ବାଚନୀ ପ୍ରଚାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାରଠାରୁ ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ବିମାନ…

ଛାତ୍ରଙ୍କୁ ୩ ମହଲା କୋଠାରୁ ଠେଲିଦେବା ମାମଲା: ଆଣ୍ଟି ରାଗିଂ ସେଲ୍‌, ପୋଲିସର ତଦନ୍ତ ଆରମ୍ଭ

ଭବାନୀପାଟଣା,୩୦ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ମେଦିନିପୁର ନିକଟ ବିନାୟକ ଆବାସିକ କଲେଜର ଜଣେ ଛାତ୍ରଙ୍କୁ ୩ମହଲା କୋଠାରୁ ଠେଲିଦେବା ଘଟଣାର ଆଣ୍ଟି ରାଗିଂ ସେଲ୍‌ ଓ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ରବିବାର ରାତିରେ ଏହି…

କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିସହିତ ଅଭିଯୋଗ ଆଧାରରେ ASIଙ୍କ ନାଁରେ ରୁଜୁ ମାମଲା ହୋଇଥିବା ବେଳେ ବିଭାଗୀୟ…

କଳାହାଣ୍ଡିରେ ପୁଣି ଜଣେ ଫରେଷ୍ଟରଙ୍କ ସନ୍ଦେହ ଜନକ ମୃତ୍ୟୁ

ଭବାନୀପାଟଣା/ଥୁଆମୂଳ ରାମପୁର,୩୦।୯(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ କଲମପୁର ସେକ୍ସନର ଫରେଷ୍ଟର ପ୍ରକାଶ ମିଶ୍ର (୪୮)ଙ୍କ ସୋମବାର ଅପରାହ୍ନରେ ସନ୍ଦେହ ଜନକ ମୃତ୍ୟୁ ହୋଇଛି। ଅପରାହ୍ନରେ ସେ ଥୁଆମୁଲ ରାମପୁର ରେଞ୍ଜ ଅଫିସରେ କାର୍ଯ୍ୟ କରୁଥିବା…

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା ଅଭିଯୋଗ ହୋଇଛି। ଓଡ଼ିଶା ସବୋର୍ଡିନେଟ ଷ୍ଟାଫ୍ ସିଲେକ୍ସନ କମିଶନ(ଓଏସଏସଏସସି) ଦ୍ୱାରା ଆର୍‌ଆଇ, ଏଆର୍‌ଆଇ, ଆଇସିଡିଏସ୍‌…

ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍‌ରେ ଫସିଲେ

କଣ୍ଟାବାଞ୍ଜି/ମୁରିବାହାଲ,୩୦।୧୦: ବଳାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଧୀନ ଅଏଁଲଭଟ୍ଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘର ଗାଁକୁ ଜ୍ୱାଇଁ ଆସି ସ୍ଥାନୀୟ କେନାଲକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ କୌଣସି କାରଣ ବଶତଃ ସେ କେନାଲରେ…

ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ବାଇକ୍: ନିଆଁରେ ଜଳି ଦୁଇ ମୃତ, ଅନ୍ୟଜଣେ ଆହତ

କୁଆଁରମୁଣ୍ଡା,୩୦/୦୯(ମହେନ୍ଦ୍ର କୁମାର ସାହୁ): ସୋମବାର ବୀରମିତ୍ରପୁର ଥାନା ଅନ୍ତର୍ଗତ ରାଏବୋଗା ରୋଡ କୁଡ଼ପାନିଟୋଲି ବୁଲାଣି ନିକଟରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ବାଇକ ସହ ଦୁଇ ଆରୋହୀ ଘଟଣାସ୍ଥଳରେ ଜଳି ମୃତ୍ୟୁ ବରଣ କରିଥିବା ବେଳେ ଅନ୍ୟଜଣେ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ:  ବାପାଙ୍କ ଠାରୁ ପୁଅ ଭିନେ ହୋଇଥିଲେ…

ଭିନେଭୁବନେଶ୍ୱର,୩୦।୯: ପଞ୍ଚାୟତିରାଜ ମନ୍ତ୍ରୀ ରବୀ ନାରାୟଣ ନାୟକ ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବଡ଼ ବୟାନ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବାପାଙ୍କ ଠାରୁ ପୁଅ ଭିନେ ହୋଇ ଅଲଗା ପରିବାର କରିଥିଲେ ବି ଘର ମିଳିବ। ପୂର୍ବ ସରକାରରେ ବଞ୍ଚିତ…

ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ: ଶଙ୍ଖଭବନରେ ୨ ଗୋଷ୍ଠୀ ମୁହାଁମୁହିଁ, ବବି ବୁଝାଇ କହିଲେ….

ଭୁବନେଶ୍ୱର,୩୦।୯: ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ। ଗୋଷ୍ଠୀ କନ୍ଦଳ ପରେ ଶଙ୍ଖଭବନରେ ପହଞ୍ଚିଛନ୍ତି ଉଭୟ ଗୋଷ୍ଠୀ । ଭଦ୍ରକ ଜିଲା ସମୀକ୍ଷା ବୈଠକ ବେଳେ ୨ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି।ଗୋଟିଏ ଗୋଷ୍ଠୀ ବୈଠକ ବର୍ଜନ କରଥିବା ବେଳେ…

ସୁଭଦ୍ରା ଟଙ୍କା ସହ ମିଳିବ ବଡ଼ ପୁରସ୍କାର, ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୩୦।୯: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଏଣିକି ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ପୁରସ୍କାର ମଧ୍ୟ ମିଳିବ। ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପାଇଁ ଲାଗି ରହିଥିବା କଳ୍ପନା ଜଳ୍ପନାର ରବିବାର ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?