ରାଜ୍ୟ

ଆଜି ୩୦୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା, ଜାଣନ୍ତୁ କେଉଁଠି ହେଉଛି ମତଦାନ…

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ଦେଶରେ ୫ମ ଏବଂ ରାଜ୍ୟରେ ୨ୟ ପର୍ଯ୍ୟାୟ ନିର୍ବାଚନ ସୋମବାର ଅନୁଷ୍ଠିତ ହେବ। ୫ ଲୋକ ସଭା ଆସନ ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ଆସିକା ଏବଂ କନ୍ଧମାଳ ଏବଂ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ୩୫ ବିଧାନସଭା…

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ ରବିବାର କିଛି ପ୍ରାର୍ଥୀ ବିଭିନ୍ନ ଅସାଧୁ ଉପାୟ ଅବଳମ୍ବନ କରୁଥିବା ପରିଲକ୍ଷିତ ହୋଇଛି। କିଏ…

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି। କର୍ମଚାରୀଙ୍କ ପାଇଁ ରୋଷେଇ ବେଳେ ଗରମ ପେଜ ପଡ଼ି ଜଣେ ପୋଲିଂ କର୍ମଚାରୀ ଗୁରୁତର…

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗ ଦେଇଥିଲେ। ଆହୁରି ମଧ୍ୟ ଦେଖାଯାଇଥିଲା ଯେ, ହାଟଡିହୀ ବିଡିଓ…

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ ସହ ସନ୍ଧ୍ୟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ସେ…

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା ପ୍ରାର୍ଥୀ ଜୁଏଲ ଓରାମ ବଡ଼ ବୟାନ ଦେଇଛନ୍ତି। ଚର୍ଚ୍ଚା ମଧ୍ୟରେ ଜୁଆଲ ଓରାମ କହିଛନ୍ତି…

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର ଗ୍ରାମର ପପୁ ତରେଇ। ଉଭୟଙ୍କୁ ଖଲ୍ଲିକୋଟ ପୋଲିସ ଗିରଫ ପରେ ଏସ୍‌ଆଇଟି ଟିମ୍‌କୁ ହସ୍ତାନ୍ତର…

ବାତ୍ୟାର ଆସିବାର କୌଣସି ପୂର୍ବାନୁମାନ କରାଯାଇ ନାହିଁ: ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୫: ରବିବାର ଭୁବନେଶ୍ୱର ଆଇଏମଡି ନିର୍ଦ୍ଦେଶକ ମନୋରାମା ମହାନ୍ତି ସୂଚନା ଦେଇଛନ୍ତି ଯେ ବାତ୍ୟା ସୃଷ୍ଟି ହେବାର କୌଣସି ପୂର୍ବାନୁମାନ କରାଯାଇ ନ ଥିବାରୁ ଭୟଭୀତ ହେବାର ଆବଶ୍ୟକତା ନାହିଁ। ମହାନ୍ତି ସୂଚନା ଦେଇଛନ୍ତି ଯେ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଉପକୂଳରେ ମେ…

‘ୱାର୍ଡମେମ୍ବର ନିର୍ବାଚନ ଲଢ଼ିନାହାନ୍ତି, ମୋତେ ପଚାରୁଛନ୍ତି କ’ଣ କରିଛ’: ଅପରାଜିତା

ଭୁବନେଶ୍ୱର,୧୯।୫: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ। ସୀମା ଭିତରେ ରହି ମର୍ଯ୍ୟାଦାପୂର୍ଣ୍ଣ ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି ” …

ଆନନ୍ଦପୁରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ଏସବୁ ପ୍ରତିଶ୍ରୁତି, କହିଲେ ବିଜେଡି ଆସିଲେ…

ହାଟଡିହୀ,୧୯ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ଛେନାପଦୀଠାରେ ନିର୍ବାଚନୀ ପ୍ରଚାର ଏବଂ ବୈଠକରେ ଯୋଗ ଦେଇ ବିଜେଡିକୁ ଆଶୀର୍ବାଦ କରିବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟାହ୍ନ ୧୨ଟା ୫୫ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ଆସି…

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ଲଗାତର ତିନିଦିନ କରିବେ ପ୍ରଚାର

ଭୁବନେଶ୍ୱର,୧୯।୫: ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି। କେବଳ ରାହୁଲ ନୁହନ୍ତି, ତାଙ୍କ ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା…

ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ମୋରଡ଼ା ଭାଜପା, ଏଥିରେ ରହିଛି ୧୫ ବଡ଼ ପ୍ରତିଶ୍ରୁତି…

ମୋରଡ଼ା,୧୯ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ଆସନ୍ତା ଜୁନ୍‌ ୧ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିପାଇଁ ଭାଜପା ସଜବାଜ ହେବା ଆରମ୍ଭ କରିଦେଇଛି। ଏହି ପରିପ୍ରେକ୍ଷୀରେ ରବିବାର ଭାଜପା ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ କରାଯିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri