ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ
ଭୁବନେଶ୍ୱର,୮।୭(ସୁନିତ୍ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର ବିରୋଧୀ ନୁହନ୍ତି ବରଂ ପରିପୂରକ। ଏହି ଦୂରଦର୍ଶୀ ଆଭିମୁଖ୍ୟ ସହ ବନ ସୁରକ୍ଷା…
ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ ହେବା ପରେ ପାଗ ବଦଳିବା ସହିତ ବର୍ଷା ପରିମାଣ ମଧ୍ୟ ହ୍ରାସ ପାଇଛି।…
ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…
ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ। କମନ ଆପ୍ଲିକେଶନ ଫର୍ମ ମଙ୍ଗଳବାର ଅପରାହ୍ଣ ୪ଟାରୁ ପୋର୍ଟାଲରେ ଉପଲବ୍ଧ…
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ ରିଂ ରୋଡ୍ ନିର୍ମାଣ କାର୍ଯ୍ୟ ଶେଷ ନ ହେଉଣୁ, ଗତ କିଛି ଦିନର…
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିରେ ଏଣିକି ଏହାକୁ ‘ଶହୀଦ ମାଧୋ ସିଂହ କଲେଜ’ ନାମରେ…
ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ
ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର ଜଣେ ମେଟ୍ରନ୍ ଏବଂ ଦୁଇ ଜଣ ଏଲସିସିଏ (LCCA) ମହିଳା କର୍ମଚାରୀଙ୍କୁ ପ୍ରଧାନ…
ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…
ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା ବାଟରେ, ତା’ ପୁଣି ଜଙ୍ଗଲ ରାସ୍ତାରେ ଅଚଳ ହୋଇପଡ଼ିଛି ୧୦୮ ଆମ୍ବୁଲାନ୍ସ। ଏଭଳି…
ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି
ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ପ୍ରଶାସନିକ କାରଣରୁ ଜିଲାର ବିଭିନ୍ନ ବ୍ଲକ୍ରେ କାର୍ଯ୍ୟରତ ୧୧ ଜଣ ପଞ୍ଚାୟତ…
ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର
ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ ଗାଧୋଇବା ସହ ରିଲ୍ସ (ଭିଡିଓ) ତିଆରି କରୁଥିବା ବେଳେ ଜଣେ ଯୁବକ ଭାସିଯାଇ…
ବିନା ଫିଟନେସ୍, ବୀମା , ପରମିଟ୍ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଏଣିକି ଫିଟନେସ୍ ସାର୍ଟିଫିକେଟ୍, ବୈଧ ବୀମା କିମ୍ବା ପରମିଟ୍ ନ ଥାଇ…
ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ
ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖାଜ ଯୁବକ ଜଣକ ବାଲେଶ୍ୱରର ବୋଲି ସୂଚନା…
ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ରେ ଉତ୍ତେଜନା
ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏପରିକି ଛାତ୍ରୀମାନେ ବିଶ୍ବବିଦ୍ୟାଳୟର ସମସ୍ତ ଗେଟ୍ରେ ତାଲା ପକାଇ ପ୍ରତିବାଦ…

