ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ
ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ କରିଛି। ୩ ପରିବହନକାରୀ ସଂସ୍ଥାର କର୍ମଚାରୀଙ୍କ ନିକଟରୁ ଏହି ଟଙ୍କା ଜବତ ହୋଇଥିବା ପୋଲିସ…
ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଶୀର୍ବାଦ ମାଗିଛନ୍ତି। ଶଙ୍ଖ…
୨୫ ବର୍ଷ ଶାସନରେ ଓଡ଼ିଶା ୫୦ ବର୍ଷ ଖସିଛି: ଶାହା
ରାଉରକେଲା,୧୮ା୫(ବିପ୍ଲବ ରଞ୍ଜନ ଦାଶ): ଏଥର ସାରା ଓଡ଼ିଶାରେ ମଧ୍ୟ ପଦ୍ମ ଫୁଟିବ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଦେଶରେ ୩୦କୋଟି ଦିଦି ଲକ୍ଷପତି,୩କୋଟି ଗରିବଙ୍କୁ ଆବାସ ମିଳିବ। ତେଣୁ ଓଡ଼ିଶାରେ ବିଜେଡି ସରକାର ହଟାଇ ଦେଶ ଓ ରାଜ୍ୟର ବିକାଶର…
ଜୁଲାଇ ୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର, ୧୮ା୫(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୪) ଜୁଲାଇ ୩ରୁ ୧୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଶନିବାରଠାରୁ ଆବେଦନ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…
ରାଜନୀତି ଜାଣିନି, କେବଳ କାମ କରିବା ଜାଣିଛି: ପାଣ୍ଡିଆନ୍
ଭୁବନେଶ୍ୱର, ୧୭।୫ (ବନ୍ଦନା ସେଠୀ) – ମୁଖ୍ୟମନ୍ତ୍ରୀ ସାଲିଆସାହିବାସୀଙ୍କ ଭଲ ଚାହାନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନଙ୍କ କଥା ଆଗ ଚିନ୍ତା କରନ୍ତି। ଅନ୍ୟ ରାଜନୈତିକ ନେତାମାନେ ସାଲିଆସାହିବାସୀଙ୍କୁ ଭୋଟ୍ ପାଇଁ ସେଠାରେ ରଖିଥିବାବେଳେ ମୁଖ୍ୟମନ୍ତ୍ରୀ ତାଙ୍କୁ ହୃଦୟରେ ରଖିଛନ୍ତି ବୋଲି…
ରାଜ୍ୟ ନେତାଙ୍କ ଲେଖାକୁ ଶୁଆ ଭଳି ଗାଇ ଦେଉଛନ୍ତି ଭାଜପାର ଟୁରିଷ୍ଟ ନେତା:ବିଜେଡି
ଭୁବନେଶ୍ୱର,୧୭।୫(ଶର୍ମିଷ୍ଠା ପାଣିଗ୍ରାହୀ)- ଭାଜପାର ମାଳ ମାଳ ଟୁରିଷ୍ଟ ନେତା ଏବେ ଓଡିଶାରେ। ଯେଉଁମାନେ ଓଡିଶା ବିଷୟରେ କିଛି ଜାଣିନାହାନ୍ତି। ରାଜ୍ୟ ନେତା ଯାହା ଲେଖା ଦେଉଛନ୍ତି, ସେମାନେ ଶୁଆ ଭଳି ଗାଇ ଦେଇ ଯାଉଛନ୍ତି। ଭାଜପାର ନାରା ହେଲା ନା କାମ…
୨୦-୨୧ରେ ହିଟ୍ଓ୍ବେଭ୍ ପାଇଁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)-ରାଜ୍ୟରେ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ। ଆସନ୍ତା ଦୁଇଦିନ…
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ
ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ)- ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଆସନ୍ତା ୨୦ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୨୩ ବେଳକୁ ଲଘୁଚାପର ରୂପ…
ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍
ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ…
ଅନୁଭବଙ୍କ ବଡ଼ ବୟାନ, ମୁଣ୍ଡ ବିକିନି…
ଭୁବନେଶ୍ୱର,୧୭।୫: ଅନୁଭବ ମହାନ୍ତି କରିଛନ୍ତି ପ୍ରେସମିଟ । ଯେଉଁଠି ବିଜେଡି ଉପରେ ବର୍ଷିଛନ୍ତି ଅନୁଭବ ମହାନ୍ତି । ଆଗରୁ ଯେଉଁ ବିଜେଡି ଥିଲା ଆଉ ଏବେର ବିଜେଡି ଭିତରେ ବହୁତ ଫରକ ଅଛି । ସେ ଦଳର ନେତୃତ୍ୱ ନେଇଥିଲେ ନବୀନ…
ନିର୍ବାଚନ ବେଳେ ଓଡ଼ିଶା ଆସନ୍ତି ପଲିଟିକାଲ ଟୁରିଷ୍ଟ: ନବୀନ
ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): କେନ୍ଦ୍ରୀୟ ଭାଜପା ନେତାଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ସମାଲୋଚନା କରିଛନ୍ତି। ଭାଜପାର କେନ୍ଦ୍ରୀୟ ନେତାଙ୍କୁ ପଲିଟିକାଲ ଟୁରିଷ୍ଟ ବା ରାଜନୈତିକ ପର୍ଯ୍ୟଟକ କହି ନବୀନ ଆକ୍ଷେପ କରିଛନ୍ତି। ଜାତୀୟ ନ୍ୟୁଜ ସରବରାହ…
ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ
ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା କରାଯାଇଛି। ପୋଷ୍ଟର ବିବାଦ ନୁହେଁ, କେବଳ ଦଳ ପରିବର୍ତ୍ତନ ପାଇଁ ହତ୍ୟା କରାଯାଇଛି। ମୋ…
Archives


