ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା
ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ ଗାଁକୁ ଯାଇ ଭତ୍ତା ଟଙ୍କା ବଣ୍ଟନ କରୁଥିବା ବାହାନା କରି ଭୋଟ ପାଇଁ ଟଙ୍କା…
ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…
ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ । ଉଚ୍ଚଶିକ୍ଷା ବିଭାଗ ତରଫରୁ ପିଜି ଆଡମିଶନ କରିବା ପାଇଁ ପ୍ରବେଶିକା ପରୀକ୍ଷାର ତାରିଖ ଘୋଷଣା…
ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ
ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ ଥାନା ଅଧୀନ ହଦଗଡ଼ ହାତୀ ଅଭୟାରଣ୍ୟ ପରିଧିରେ ଦେଶୀ ମହୁଲି ମଦ ପ୍ରସ୍ତୁତ ଅଡ୍ଡା…
ଗର୍ଜିଲେ ଶାହା, କହିଲେ…
ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି ଶାହା କହିଛନ୍ତି, ଓଡ଼ିଶାରେ ଚାଷୀଙ୍କ ଆୟ ଦେଶରେ ସର୍ବନିମ୍ନ ରହିଛି। ଭାଜପା ସରକାର ଆସିଲେ…
ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…
ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟା ୭ଟାରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଏକ ବୈଠକରେ ସମୀକ୍ଷା…
ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର
ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ବରଗଡ଼ ସମେତ ୫ଟି ଲୋକ ସଭା କ୍ଷେତ୍ର ଓ ୩୫ଟି ବିଧାନସଭା କ୍ଷେତ୍ରରେ ଭୋଟ୍…
ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ
ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ କରିଛି। ଭୁବନେଶ୍ୱରର ସାଲିଆ ସାହିରେ ଦଳର ‘ଆଶୀର୍ବାଦ ସମାବେଶ’ରେ ଯୋଗଦେବାବେଳେ ବରିଷ୍ଠ ଭାଜପା ନେତା…
ଖଲ୍ଲିକୋଟ ମର୍ଡର କେସ୍ର ତଦନ୍ତ କରିବ ଏସ୍ଆଇଟି
କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍ଆଇଟି) ଖଲ୍ଲିକୋଟ ମର୍ଡର କେସ୍ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର ତଦନ୍ତକାରୀ ଦଳ ଅବଶିଷ୍ଟ ଅଭିଯୁକ୍ତମାନଙ୍କୁ ଖୁବ୍ଶୀଘ୍ର ଗିରଫ କରିବ। ଏଥିସହ ସାଇଣ୍ଟିଫିକ୍ ଫନେସିକ୍ ଓ…
ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍ ଦେବୁ
ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି। ଭୋଟରମାନେ କହିଛନ୍ତି, ନିର୍ବାଚନ ସମୟରେ ନେତାମାନେ ଆସୁଛନ୍ତି, ଭୋଟ୍ ପାଇଲା ପରେ ଚାଲି ଯାଉଛନ୍ତି।…
ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍:ଦେଖନ୍ତୁ ଭିଡିଓ
ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ଏଥିରୁ ବାଦ୍ ପଡିନାହିଁ। ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଦଳର…
ସୁଭଦ୍ରା ଯୋଜନାରେ ମୋଦି ମହିଳାଙ୍କୁ ୫୦ ହଜାର ଟଙ୍କା ଦେବେ: ଅପରାଜିତା
ଭୁବନେଶ୍ୱର,୧୭।୫: ଲୋକଙ୍କୁ ମାତ୍ର ୫୪ ପଇସା ଦେଇ ଭୋଟ୍ କିଣିବାକୁ ବସିଛି ବିଜେଡି। ସାଲିଆସାହି ସମାବେଶରେ ଏଭଳି ଅଭିଯୋଗ ଆଣିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଅପରାଜିତା କହିଛନ୍ତି, ବିଜେଡି ଏବେ ମହିଳାଙ୍କ ପିଛା ୧ ହଜାର ଟଙ୍କା ବାଣ୍ଟୁଛି ବା ଆଗକୁ ବାଣ୍ଟିବ।…
‘ମୋଦି ଦେଲେ ଚାଉଳ, ନବୀନ ଦେଲେ ଅଖା’
ଭୁବନେଶ୍ୱର,୧୭।୫: ଓଡ଼ିଶାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଘନ ଘନ ପ୍ରଚାର। ଶୁକ୍ରବାର ହିମନ୍ତ କବି ସୂର୍ଯ୍ୟନଗରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ହମନ୍ତ। ସେ କହିଛନ୍ତି, ଓଡ଼ିଶାରେ ମୋଦି ମାଗଣା ଚାଉଳ…
Archives


