ରାଜ୍ୟ

୩ଘଣ୍ଟା ଭିତରେ ପ୍ରବଳ ବର୍ଷିବ, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୮।୯: ରାଜ୍ୟରେ ଏବେ ଜାରି ରହିଛି ଲଘୁଚାପର ପ୍ରଭାବ । ଗତ ଦୁଇ ଦିନ ହେବ ବର୍ଷାର ପରିମାଣ ବଢିଥିବା ବେଳେ ଆଜି ଟ୍ବିନ ସିଟିରେ ପାଗ ଫିଟିଛି । ସେହିପରି ରାଜ୍ୟରେ ଅନେକ ସ୍ଥାନରେ ଖରା ଅନୁଭୂତ ହୋଇଥିବା ବେଳେ…

ଆସନ୍ତା ୩୦ରେ ବନ୍ଦ ରହିବ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮।୯: ଆସନ୍ତା ସୋମବାର ଅର୍ଥାତ୍‌ ସେପ୍ଟେମ୍ବର ୩୦ ତାରିଖ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହିଦିନ ଜନଶୁଣାଣି…

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଭାଜପାର ପରିବର୍ତ୍ତନ…

ଭୁବନେଶ୍ୱର,୨୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦ ତାରିଖରେ ସେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ଏବଂ ୧ ତାରିଖରେ ଚାଇଁବାସାର କୋଲ୍ହାନ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍‌ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍‌ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ ସରକାରରେ ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରି ଦିଆଯାଇଥିଲା। ଆମ ସରକାର ହୋମ୍‌ଗାର୍ଡଙ୍କ ନିଯୁକ୍ତିକୁ ଗୁରୁତ୍ୱ…

ଭରତପୁର ଘଟଣା: କାଲି ହେବ ମିଛ ସତର ପରୀକ୍ଷା, ଗୁଜୁରାଟ ଯିବେ….

ଭୁବନେଶ୍ୱର,୨୮।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଆଉ ୪ ପୋଲିସ ଅଧିକାରୀଙ୍କର ପଲିଗ୍ରାଫ ଟେଷ୍ଟ ହେବ। ଏଥିଲାଗି ସେମାନଙ୍କୁ ନେଇ ରବିବାର କ୍ରାଇମବ୍ରାଞ୍ଚ ଟିମ୍‌ ଗୁଜରାଟ ଯିବ। ସୋମବାର…

ଲୋକସେବା ଭବନରେ କେତେଟା ରାତି ଯାଏ ରୁହନ୍ତି ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୮ା୯:ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଜିଲାପାଳ ଓ ଏସପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କଡ଼ା ବାର୍ତ୍ତାରେ ସମ୍ବୋଧନ କରି ନିଜ କଥା କହି ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତିଦିନ…

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…

ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଛି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ନିର୍ଦ୍ଦେଶ କ୍ରମେ ଶନିବାରଠାରୁ ୩୦…

ହୋମଗାର୍ଡଙ୍କ ମତ୍ୟୁ ପରେ ପରିବାରର ଜଣଙ୍କୁ ମିଳିବ…

ଭୁବନେଶ୍ୱର,୨୮ା୯ ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଏହି ଅବସରରେ ବିଗତ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ ବନ୍ଦ କରିଥିଲେ ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମ ସରକାରରେ ହୋମଗାର୍ଡଙ୍କ ନିଯୁକ୍ତିକୁ…

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୮ା୯: ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥା ଆଦେଶ ୨୦୧୬ ସଂଶୋଧିତ ହୋଇପାରେ।…

ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ ପରାଜୟ ବରଣ ପରେ ନବୀନ ଏବେ ଆକ୍ଟିଭ୍‌ ହୋଇଯାଇଛନ୍ତି। ଦଳୀୟ ନେତାମାନଙ୍କୁ ଡାକି…

ଅନାହାରରେ ଆଖିବୁଜିଲେ ମା’, ବସୁନ୍ଧରା ଗଲେ ନାବାଳିକା ଝିଅ

ନିଶ୍ଚିନ୍ତକୋଇଲି,୨୮।୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ନାଟକାଇ ଗ୍ରାମରେ ଅନାହାରରେ ମହିଳା ମୁତ୍ୟୁବରଣ କରିଛନ୍ତି। ପରେ ତାଙ୍କ ନାବାଳିକା ଝିଅକୁ ସିଡିପିଓ ସତ୍ୟଭାମା ବିଶୋଇ ବସୁନ୍ଧରାକୁ ପଠାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଜଗତ୍‌ସିଂହପୁର ଜିଲାର ସ୍ବର୍ଗତ ଅଶୋକ କୁମାର ନାୟକଙ୍କ ସ୍ତ୍ରୀ…

ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ

ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍‌ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା ଆଜି ସବୁଆଡ଼େ ନିରାଶା ସୃଷ୍ଟି କରିଛି। ମହିଳାମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?