ରାଜ୍ୟ

‘ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ ଥିଲେ ବି ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଉପସ୍ଥିତ ଆରକ୍ଷୀ ଅଧୀକ୍ଷକଙ୍କୁ ସମ୍ବୋଧନ ଜରିଆରେ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି। ସେ କହିଛନ୍ତି, ଅପରାଧୀ ଯେଉଁ ପଦ ମର୍ଯ୍ୟାଦାରେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣଙ୍କୁ ଗୁଳିମାଡ଼ କଲେ ସରପଞ୍ଚ

କଣ୍ଟାମାଳ,୨୮ା୯(ଆଦିରେଶ୍ୱର ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚଙ୍କ ଗୁଳିମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଘଟଣା ଘଟିଛି ବୌଦ୍ଧ ଜିଲା ମନମୁଣ୍ଡା ଥାନା କସୁରବନ୍ଧ ଗାଁରେ। ଗୁରତର ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶୁକ୍ରବାର ରାତିରେ…

ମହିଳାଙ୍କ ପାଇଁ ଖୁସି ଖବର: ମାର୍ଚ୍ଚ ୮ ପୂର୍ବରୁ ସମସ୍ତଙ୍କୁ ସୁଭଦ୍ରା ପ୍ରଥମ କିସ୍ତି, ଜାଣନ୍ତୁ ପୂରା ଖବର…

ଭୁବନେଶ୍ୱର,୨୮ା୯ (ବନ୍ଦନା ସେଠୀ): ଅଦ୍ୟାବଧି ଛପାଯାଇଥିବା ୧ କୋଟି ୮୯ ଲକ୍ଷ ୩୪ ହଜାର ୧୭୬ ‘ସୁଭଦ୍ରା’ ଆବେଦନ ଫର୍ମ ମଧ୍ୟରୁ ୧ କୋଟି ୫୭ ଲକ୍ଷ ୧ ହଜାର ୫୫ ଫର୍ମ ବଣ୍ଟନ କରାଯାଇଛି। ସେପ୍ଟେମ୍ବର ୨୭ ପର୍ଯ୍ୟନ୍ତ ୯୫…

ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡ ନିର୍ବାଚନରେ ଲଢ଼ିବା ଚର୍ଚ୍ଚା

ଭୁବନେଶ୍ୱର, ୨୮।୯(ସୁନିତ୍‌ ମିଶ୍ର):ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଓଡ଼ିଶା ଗସ୍ତକୁ ନେଇ ଏବେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱଶର୍ମା ଶୁକ୍ରବାର ୨ ଘଣ୍ଟିଆ ଓଡ଼ିଶା ଗସ୍ତରେ ଆସି ଝାଡ଼ଖଣ୍ଡ ଗସ୍ତରେ ଯାଇଛନ୍ତି। ସେ ସ୍ବଳ୍ପ ସମୟର ଗସ୍ତ ଅବସରରେ ରାଜ୍ୟପାଳ ରଘୁବର…

ବୃଦ୍ଧଙ୍କ ଉପରେ ବୋଝ: ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅ

ଆଳି,୨୮ା୯(ବନମାଳୀ ସେନାପତି): ହସଖୁସିରେ ପୂରି ଉଠୁଥିବା ସଂସାର ଉପରେ ଏବେ ଦୁଃଖର କଳା ବାଦଲ ଘୋଟିଯାଇଛି। ବୃଦ୍ଧ ଅବସ୍ଥାରେ ରୋଗଣା ସ୍ତ୍ରୀ, ମାନସିକ ବିକୃତ ଝିଅପୁଅଙ୍କ ସେବାଯତ୍ନ କରିବାରେ ଲାଗିଛନ୍ତି। ଏଭଳି ଏକ ପରିବାର କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ମହାଦେଇପାଟଣା…

୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌: ୪ ମୃତ

ବାଲେଶ୍ୱର, ୨୮।୯(ବାଞ୍ଛାନିଧି ଦେ): ୨୦ ଫୁଟ ତଳକୁ ଖସିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୨୩ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଉତ୍ତର ପ୍ରଦେଶରୁ ପୁରୀ ଆସୁଥିବା ବେଳେ ଏନଏଚ- ୬୦ ନିକଟରେ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ବାର୍ତ୍ତା: ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅ

ଭୁବନେଶ୍ୱର,୨୮ା୯(ଅନିଲ ଦାସ):କୌଣସି ପରିସ୍ଥିତିରେ, କୌଣସି ସ୍ତରରେ ସରକାର ଦୁର୍ନୀତିକୁ ବରଦାସ୍ତ କରିବେ ନାହିଁ। ଦୁର୍ନୀତିକୁ ନେଇ କୌଣସି ପ୍ରକାର ସାଲିସ କରିବାର ପ୍ରଶ୍ନ ଉଠୁନାହିଁ। ତେଣୁ ଅନିୟମିତତା ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲାପାଳ…

ଓଡିଶାରେ ପ୍ରତିଷ୍ଠା ହେବ ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟିର କ୍ୟାମ୍ପସ

ଭୁବନେଶ୍ୱର,୨୭ା୯: ଓଡିଶାରେ ‘ନେସ୍‌ନାଲ ଫରେନ୍‌ସିକ ସାଇନ୍‌ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଉଚ୍ଚଶିକ୍ଷା ମନ୍ତ୍ରୀ ଦେଲେ ସୂଚନା: ଖୁବଶୀଘ୍ର ପୂରଣ ହେବ ୧୫୦୦ରୁ ଊର୍ଦ୍ଧ୍ୱ ପ୍ରାଧ୍ୟାପକ ପଦବୀ

ଭୁବନେଶ୍ୱର,୨୭ା୯: ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ୧୫୦୦ ରୁ ଅଧିକ ପ୍ରାଧ୍ୟାପକ ପଦ ଶୀଘ୍ର ପୂରଣ ହେବ ବୋଲି ଶୁକ୍ରବାର ଦିନ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି। ଶୁକ୍ରବାର ଖାଲିଥିବା ପଦବୀ ଉପରେ ଆଲୋଚନା ପାଇଁ ଏକ…

ପିଆଜ ବିକିଲେ ସରକାର

ଭୁବନେଶ୍ୱର,୨୭।୯: ଖୁଚୁରା ବଜାରରେ ପିଆଜ ଦର ଆକାଶଛୁଆଁ ହୋଇଛି। କେଉଁଠି ପିଆଜ କିଲୋ ୬୦ ତ ପୁଣି କେଉଁଠି ୭୦ ଛୁଇଁଲାଣି। ଏହାକୁ ଦୃଷ୍ଟିରେ ରଖି ନାଫେଡ ମାଧ୍ୟମରେ ସରକାର ଖାଉଟିଙ୍କୁ ସୁଲଭ ମୂଲ୍ୟରେ ପିଆଜ ଯୋଗାଇ ଦେଉଛନ୍ତି । ଗତ…

ସିନେମା ଷ୍ଟାଇଲ୍‌ରେ ଭିଣୋଇଙ୍କୁ ହତ୍ୟା କଲା ଶଳା, ଆଶ୍ଚର୍ଯ୍ୟ କରିଦେବ ହତ୍ୟା ପଛର କାରଣ…

ରାଉରକେଲା,୨୭ା୯(ସଙ୍ଗୀତା ଜେନା): ରାଉରକେଲା ସହରରେ ଘଟିଥିବା ଏକ ହତ୍ୟାକାଣ୍ଡର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ମାଲଗୋଦାମ ଅଞ୍ଚଳର ମହମ୍ମଦ ଆମିର(୨୮)। ସେ ହତ୍ୟା କରିଥିବା ସ୍ବୀକାର କରିବା ପରେ ଶୁକ୍ରବାର ଘଟଣାସ୍ଥଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?