ଅବାଧରେ ଚାଲିଛି କୋଚିଲାଖାଇ ପକ୍ଷୀ ଶିକାର
ନୟାଗଡ଼,୧୬।୫(ଲୋକନାଥ ମିଶ୍ର)ନୟାଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଅବାଧରେ ଚାଲିଛି କୋଚିଲାଖାଇ ପକ୍ଷୀଙ୍କ ଶିକାର। ନୟାଗଡ଼ ଜିଲାର ଗଁାଗହଳିର କୋଚିଲା ଗଛରେ ରହୁଥିବା ଏହି ପକ୍ଷୀ ଆଉ ଦେଖିବାକୁ ମିଳୁନାହାନ୍ତି। ପୁଣି ସାତକୋଶିଆ ଓ ଶିମିଳିପାଳ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ହ୍ରାସ…
ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ
କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର ୬ଘଣ୍ଟା…
ଭାଜପାର ଅଚ୍ଛେଦିନ୍ କୁଆଡ଼େ ଗଲା: ନବୀନ
ଭୁବନେଶ୍ୱର,୧୬ା୫ (ଅନିଲ ଦାସ)ଭାଜପା କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛି, ଅଚ୍ଛେଦିନ କୁଆଡ଼େ ଗଲା। ଉତ୍ତର ଦେଉନାହାନ୍ତି କାହିଁକି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭାଜପା ନେତାମାନଙ୍କୁ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବୁଧବାର ସମ୍ବଲପୁର ଲୋକ ସଭା କ୍ଷେତ୍ରର…
କ୍ଷମତାକୁ ଆସିଲେ ପ୍ରଥମେ ଜାତି ଜନଗଣନା: ରାହୁଲ
ବଲାଙ୍ଗୀର,୧୬ା୫(ବୀରେନ୍ଦ୍ର କୁମାର ଝାଙ୍କର)ଦେଶରେ ଗରିବ, ଖଟିଖିଆ, ଦଳିତ, ଆଦିବାସୀ, ସଂଖ୍ୟାଲଘୁ, ଚାଷୀ ମୂଲିଆଙ୍କୁ ଉଚିତ ଭାଗୀଦାରି ମିଳୁନାହିଁ। ସେମାନେ କେବଳ ଜିଏସ୍ଟି ଦେଉଛନ୍ତି। ତେବେ ଏହି ପରମ୍ପରାକୁ ବଦଳାଇବାକୁ ହେବ। ୨୦୨୪ ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ସରକାର କ୍ଷମତାକୁ…
ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ, ଫାଟିଲା ଗ୍ୟାସ ସିଲିଣ୍ଡର
ଭୁବନେଶ୍ୱର,୧୬।୫:ରାତି ଅଧରେ ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଯାଇଛି । ମଞ୍ଚେଶ୍ୱର ଥାନା ପାଣ୍ଡରା ଛକ ନିକଟରେ ଏହି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…
”ଓଡ଼ିଶାରେ ବହୁଛି ଭାଜପା ହାୱା, ଫୋକସରେ ବିଧାନସଭା ନିର୍ବାଚନ”: ଅମିତ ଶାହା
ଭୁବନେଶ୍ୱର,୧୫ା୫: ବୁଧବାର ଭାଜପା ବରିଷ୍ଠ ନେତା ତଥା ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟରେ ଏକକାଳୀନ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପାଇଁ କଟକରେ ରୋଡ୍ ସୋ କରିଛନ୍ତି। ଏହି ରୋଡ୍ ସୋ ସମାଜ କାର୍ଯ୍ୟାଳୟ ନିକଟରୁ ଆରମ୍ଭ ହୋଇ ସନ୍ଧ୍ୟାରେ…
ବରଗଡ଼ ଆସିବେ ଜେପି ନଡ୍ଡା, ଆସାମ-ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ବରଗଡ଼,୧୫ା୫(ପ୍ରେମାନନ୍ଦ ଖମାରୀ): ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ପାଇଁ ଗୁରୁବାର ଭାଜପାର ୩ଜଣ ହେଭିଓ୍ବେଟ୍ ନେତା ବରଗଡ଼ ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେମାନଙ୍କ ମଧ୍ୟରେ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଏବଂ…
ଭୁବନେଶ୍ୱରରେ ଜେପି ନଡ୍ଡା
ଭୁବନେଶ୍ୱର,୧୫ା୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛନ୍ତି। ପରେ ଏକ ହୋଟେଲରେ ଭାଜପା ମହିଳା କାର୍ଯ୍ୟକର୍ତ୍ତାଙ୍କ ସହ ଏକ ବୈଠକ କରିଛନ୍ତି। ଆସନ୍ତାକାଲି ନଡ୍ଡା ରାଜଧାନୀରେ ରୋଡ୍ ଶୋ’ କରିବେ। ମାଉସୀ…
କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ
କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁଇଟି ଟ୍ରକ୍ ଧକ୍କା ଦେବା ଫଳରେ…
ଦୁବାଇ-ଇଟାଲୀକୁ ଆମ୍ବ ରପ୍ତାନି କଲା ଓଡ଼ିଶା
ଢେଙ୍କାନାଳ,୧୫ା୫: ଜିଲାରେ ଜଳବାୟୁ ଏବଂ ଜୈବିକ ପଦ୍ଧତି ଆମ୍ବ ଚାଷ ନିମନ୍ତେ ଅତ୍ୟନ୍ତ ଉପାଦେୟ ହେଉଥିବାରୁ ଏହାର ନିଆରା ସ୍ୱାଦ ପାଇଁ ଦେଶ, ରାଜ୍ୟ ଓ ରାଜ୍ୟ ବାହାରେ ନିଜର ସ୍ୱତନ୍ତ୍ର ଚାହିଦା ସୃଷ୍ଟି କରିପାରିଛି। ଢେଙ୍କାନାଳରେ ପ୍ରତିଷ୍ଠିତ ୧୦ କୋଟି…
ନବୀନଙ୍କ ଉପରେ ଖୁବ୍ ବର୍ଷିଲେ ଶାହା
ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି, ଭାଜପା…
କଟକରେ ଶାହାଙ୍କ ରୋଡ୍ ଶୋ’
କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ…
Archives


