ରାଜ୍ୟ

ବିଜେଡି ସମ୍ପର୍କରେ ବହୁ ଭାଜପା ନେତା, ଭାଜପା ଶିବିରରେ ଚହଳ, ଦେବୀ ମିଶ୍ର କହିଲେ…

ଭୁବନେଶ୍ୱର,୨୫।୯: ଭାରତୀୟ ଜନତା ପାର୍ଟି ନା ବିଜୁ ଜନତା ଦଳ କିଏ କରିବ ହଲଚଲ। ଏନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ଦଳର ବଡ଼ ବଡ଼ ନେତା। ଦୁହିଁଙ୍କ ବୟାନ ପରେ ଜୋର ଧରିଲାଣି ଚର୍ଚ୍ଚା। ଭାଜପା ଏମପି ସୁକାନ୍ତ ପାଣିଗ୍ରାହୀ ବିଜେଡିକୁ…

ନବୀନଙ୍କୁ କଡ଼ା ସମାଲୋଚନା କରି ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି,ଓଡ଼ିଆ କଷ୍ଟ ପାଇଲେ ସରକାର ବଦଳାଇବେ। ଭୋଟ ପାଇଁ ହୀନ ଚକ୍ରାନ୍ତରେ ନବୀନ ନିଜେ ଫସିଗଲେ। ନବୀନଙ୍କ ୨୪ ବର୍ଷର ଶାସନ ରାଜ୍ୟକୁ ବିକାଶ…

ଗୁରୁବାର ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ୱର,୨୫।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଦିନିକିଆ ଓଡ଼ିଆ ଗସ୍ତରେ ଆସି ପାର୍ଟି ଅଫିସରେ ପହଞ୍ଚିବେ। ଆସନ୍ତାକାଲି ପୂର୍ବାହ୍ମ ୧୧ଟାରୁ ଦିନ…

ନବୀନଙ୍କ ନୂଆ ମାଷ୍ଟରପ୍ଲାନ! ପ୍ରତି ଜିଲାରେ ହେବ…

ଭୁବନେଶ୍ୱର,୨୫।୯: ବିଜେଡିର ବସିବାକୁ ଯାଉଛି ବଡ଼ ବୈଠକ। ଅଧ୍ୟକ୍ଷତା କରିବେ ଖୋଦ୍‌ ସୁପ୍ରିମୋ ନବୀନ ପଟ୍ଟନାୟକ। ଆସନ୍ତା ୨୭ ତାରିଖ ଶୁକବ୍ରାର ଶଙ୍ଖ ଭବନରେ ଏକାଠି ହେବେ ବିଜେଡିର ସବୁ ବରିଷ୍ଠ ନେତା ଓ ଜିଲା ସଭାପତି। ଆଗାମୀ ରଣନୀତି ନେଇ…

ଆସୁଛି ବଡ଼ ବର୍ଷା, ୧୦ ଜିଲାକୁ ଆଲର୍ଟ…

ଭୁବନେଶ୍ୱର,୨୫।୯: ଆସୁଛି ବଡ଼ ବର୍ଷା। ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ଲାଗି ରହିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ର ପ୍ରଦେଶ- ଦକ୍ଷିଣ…

ସୁଭଦ୍ରା ଟଙ୍କାକୁ ନେଇ ବଡ଼ ସୂଚନା, ଏହିଦିନ ମିଳିବ ପ୍ରଥମ କିସ୍ତି ସହ ଦ୍ୱିତୀୟ କିସ୍ତି ଟଙ୍କା…

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍‌ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କେଉଁଦିନ ପ୍ରଥମ ଓ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ଏନେଇ ସେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୨ ଦିନ ତଳେ ଯାହା ରଭ୍ୟୁ ନେଇଥିଲି…

ଭରତପୁର ଘଟଣାକୁ ନେଇ ମୁହାଁମୁହିଁ ହେଲେ ପୂର୍ବତନ ସେନା ମୁଖ୍ୟ ଓ ସିବିଆଇ ଅଧିକାରୀ, ଟାର୍ଗେଟରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ପୁରା ଜାତୀୟ ରାଜନୀତି ଉଠୁଛି ପଡୁଛି। ମେଜରଙ୍କ ବାନ୍ଧବୀଙ୍କୁ ଥାନାରେ ଯୌନ ନିର୍ଯ୍ୟାତନା ଦେବା ଘଟଣାକୁ ସବୁଆଡୁ ନିନ୍ଦା କରାଯାଉଥିବାବେଳେ ଜାତୀୟ ରାଜନୀତିର ବଡ଼ ବଡ଼ ନେତା ଓଡ଼ିଶା ସରକାରଙ୍କୁ…

ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ

ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବୁଧବାର ସକାଳୁ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ଉମରକୋଟ…

ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଶିଶୁ ଜନ୍ମ

ଭୁବନେଶ୍ୱର,୨୫।୯(ଅଭୟ ଦାଶ):ଅଙ୍କୁରା ହସ୍ପିଟାଲର ଭୁବନେଶ୍ୱର ୟୁନିଟ୍‌ ନିକଟରେ ଏକ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଷ୍ଟୋନ୍‌ ହାସଲ କରିଛି। ଏପରିକି ଜଳ ପ୍ରସବ ପ୍ରଣାଳୀରେ ସୁସ୍ଥ ଭାବେ ଲକ୍‌ ଶିଶୁକୁ ଜନ୍ମ ଲାଭ କରାଇଛି। ବିଶେଷକରି ହସ୍ପିଟାଲର ପ୍ରସୂତି ତଥା ସ୍ତ୍ରୀରୋଗ…

ବୁଲା କୁକୁର, ଗୋରୁଙ୍କ ଦୌରାତ୍ମ୍ୟରେ ଅତିଷ୍ଠ ସହରବାସୀ

ପାରଳାଖେମୁଣ୍ଡି,୨୫।୯(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ରାତି ସମୟରେ ବିଭିନ୍ନ ଛକରେ ବୁଲା କୁକୁର ଓ ଗୃହପାଳିତ ପ୍ରାଣୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ସନ୍ଧ୍ୟା ସମୟରେ ସହରର ବିଭିନ୍ନ ମୁଖ୍ୟ ରାସ୍ତାରେ ବୁଲା କୁକୁର ଓ ଗୋରୁ ଜମା ହୋଇ…

ପାଣିକୁ ଖସିପଡ଼ିଲା ଟ୍ରକ୍‌ ଡାଲା, ଯିଏ ପାରିଲେ ଯେତେ ବୋହିନେଲେ ଫଳ

ଭଣ୍ଡାରିପୋଖରୀ,୨୪ା୯(ରାଜେନ୍ଦ୍ର ଶତପଥୀ): ଭଣ୍ଡାରିପୋଖରୀ ଥାନା ୧୬ ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ମଙ୍ଗଳବାର ଏକ ଫଳ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଠାରେ ଥିବା ମହାନ୍ତି ପୋଲବାଡ଼କୁ ଧକ୍କା ଦେଇ ଟ୍ରକ୍‌ ଡାଲା ପାଣିକୁ ଖସି ପଡ଼ିଥିଲା। ପାଣିରେ ଭାସୁଥିବା…

ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଏଫ୍‌ଏମ୍‌ୟୁର ୩ ପ୍ରଫେସର

ବାଲେଶ୍ୱର, ୨୫।୯(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ(ଏଫଏମ୍‌ୟୁ) ରସାୟନ ବିଜ୍ଞାନ ପ୍ରଫେସର ପଙ୍କଜ କୁମାର ପାଢ଼ୀ, ଗଣିତ ବିଭାଗର ଡ. ଗୌରାଙ୍ଗ ସି ସାମନ୍ତ ଏବଂ ପ୍ରାଣୀ ବିଜ୍ଞାନ ବିଭାଗର ଡ. ମନୋଜିତ୍‌ ଭଟ୍ଟାଚାର୍ଯ୍ୟ ୨୦୨୪ ପାଇଁ ଶ୍ରେଷ୍ଠ ୨% ବୈଜ୍ଞାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?