ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା
ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ କରାଯିବ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…
ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ
ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ହୋଇଛି। ପ୍ରଧାନଶିକ୍ଷକ ଜଣକ ଜନୈକ ଶିକ୍ଷୟିତ୍ରୀଙ୍କୁ ଶାରୀରିକ…
ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…
ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ (୪୫) ବୋଲି ଜଣାପଡିଛି। ଖବର ଅନୁସାରେ, ଘରଟି ବନ୍ଦ ଥିଲା। ଘର ଭିତରୁ…
ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ
ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ, ଅବକାରୀ ବିଭାଗର ଏକ ସ୍ୱତନ୍ତ୍ର ଟିମ୍ ବଡ଼ଗଡ଼ ଥାନା…
ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….
କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ ଝୁଲାଇ ଦେଇଥିବା ଜଣାପଡିଛି । ଘଟଣାସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚି ତଦନ୍ତ…
ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ
ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି । ନଦୀକୂଳରେ ଥିବା ଲୋକମାନେ କୁମ୍ଭୀରଟିକୁ ଦେଖି ଭୟଭୀତ ହୋଇପଡ଼ିଥିଲେ । ଖବର…
ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…
ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଘୋଳକୁଣ୍ଡ ଗ୍ରାମର ସାଧୁ ଚାମ୍ପିଆ।…
ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….
ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି । ମଙ୍ଗଳବାର ପାଟଣା ସାହାର ପଡ଼ା ରାସ୍ତାର ସାଧୁପଡା ଛକରେ ଗାଡ଼ି ମଟର ଅଟକି…
କାହାକୁ ଲାଷ୍ଟ ଫୋନ୍ କରିଥିଲେ IIC ବିଉଟି ମହାନ୍ତି: ଡିସିପି କହିଲେ…
କଟକ, ୭।୭: IIC ବିଉଟି ମହାନ୍ତିଙ୍କ ମୃତ୍ୟୁ ଘଟଣାର ତଦନ୍ତ ଜାରି ରହିଥିବା ବେଳେ କଟକ ଡିସିପି ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ଶବ ବ୍ୟବଚ୍ଛେଦ ରିପୋର୍ଟରେ ଶ୍ୱାସରୁଦ୍ଧ ହେବା କାରଣରୁ ମୃତ୍ୟୁ ଘଟିଥିବା ସ୍ପଷ୍ଟ ହୋଇଛି।…
ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା
ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍ ଜେଲ୍ରେ ପହଞ୍ଚି ମାମଲାରେ ଗିରଫ ହୋଇଥିବା ୨୦ ଜଣ ଅଭିଯୁକ୍ତଙ୍କୁ ଜେଲ୍ ଭିତରେ…
କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ
କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା ୧୫ ମିନିଟ୍ରେ ଟ୍ରେନ୍ଟି କୋରାପୁଟ ଷ୍ଟେଶନରେ ପହଞ୍ଚିବା ପରେ ଉତ୍ସାହର ପରିବେଶ ସୃଷ୍ଟି…
ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍ଆଇ
ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା ସହ କେଉଁ କାରଣ ପାଇଁ ସେ ଆତ୍ମହତ୍ୟା କଲେ, ତାହା ଜାଣିବା ପାଇଁ…

