ରାଜ୍ୟ

ପୁଅ-ବୋହୂକୁ ଅଲୋଡା ବୃଦ୍ଧା ମାଆ: ତାଲା ବନ୍ଦ ଘରୁ ଉଦ୍ଧାର କଲା ପୋଲିସ

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର) ଜନ୍ମ କଲା ମାଆ ବୃଦ୍ଧା ହେବା ପରେ ପୁଅ- ବୋହୂଙ୍କ ପାଇଁ ଅଲୋଡା ହୋଇ ଆସୁଥିବା ଘଟଣା ବିଭିନ୍ନ ସମୟରେ ଦେଖିବାକୁ ମିଳୁଥିବା ବେଳେ ମଙ୍ଗଳବାର ଏଭଳି ଏକ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଗଞ୍ଜାମ ଜିଲା…

ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପିଠରେ ଶୋଡଶ ଉପଚାରପର୍ବ ଆରମ୍ଭ

ପୁରୁଷୋତ୍ତମପୁର,୨୪।୯ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ରହିଥିବା କିମ୍ବଦନ୍ତିପୂର୍ଣ ପ୍ରସିଦ୍ଧ ଶକ୍ତିପୀଠ ଇଷ୍ଟଦେବୀ ମା’ ତାରାତାରିଣୀ ଓ ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାରପର୍ବ ମଙ୍ଗଳବାର ସନ୍ଧ୍ୟାରୁ ଆରମ୍ଭ ହୋଇଛି। ପବିତ୍ର ମୂଳାଷ୍ଟମି ଠାରୁ…

ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ ପାଳିତ। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି। ମା’ଙ୍କ…

ସେପ୍ଚେମ୍ବର ୨୭, ୨୮ରେ ଜିଲାପାଳ ସମ୍ମିଳନୀ: ‘ସୁଭଦ୍ରା’ ସଫଳତା ପାଇଁ ପ୍ରଶଂସା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୪।୯: ମଙ୍ଗଳବାର ପୂର୍ବାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ସମେତ ସଂପୃକ୍ତ ବିଭିନ୍ନ…

କେବେ ହେବ ଦଶମ ଷାଣ୍ମାସିକ ପରୀକ୍ଷା? ବୋର୍ଡ ଦେଲା ବଡ଼ ସୂଚନା

ଭୁବନେଶ୍ୱର,୨୪।୯: ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଷାଣ୍ମାସିକ ପରୀକ୍ଷା କେବେ ହେବ ଏନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା। ତେବେ ତାକୁ ନେଇ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ। କହିରଖୁଛୁ କି, ୨୦୨୩ରେ ଅକ୍ଟୋବର…

ଓଡ଼ିଶା ଭିତରେ ଗ୍ରୁପ୍-ଏ ଅଧିକାରୀମାନେ ବିମାନରେ ଯାତ୍ରା କରିପାରିବେ: ସରକାର ଦେଲେ ଅନୁମତି

ଭୁବନେଶ୍ୱର,୨୪।୯: ଏଣିକି ସରକାରୀ କାର୍ଯ୍ୟରେ ରାଜ୍ୟ ଭିତରେ ବିମାନଯୋଗେ ଯାତ୍ରା କରିପାରିବେ ସରକାରୀ ଅଧିକାରୀ। ଏନେଇ ଓଡ଼ିଶା ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ରାଜ୍ୟ ଅର୍ଥ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ଗ୍ରୁପ୍-ଏ ବର୍ଗର (ଲେଭେଲ-୧୨ ଏବଂ ତଦୁର୍ଦ୍ଧ)…

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି ଦୁଇ ଅଭିଯୁକ୍ତ। ଟାୱାର ଉପରେ ଥାଇ ଘଟଣାକୁ ଦେଖିଥିବା ଜଣେ ବ୍ୟକ୍ତିଙ୍କର ବୟାନ ପୋଲିସ…

ଏବେ ଯାଏ ଆସିନି ସୁଭଦ୍ରା ଟଙ୍କା? ପୁନର୍ବାର କରିପାରିବେ କି ଆବେଦନ, ଜାଣିନିଅନ୍ତୁ ବଡ଼ ଅପଡେଟ୍‌…

ଭୁବନେଶ୍ୱର,୨୪।୯: ପ୍ରଥମ କିସ୍ତିରେ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନରେ ଓଡିଶାରେ ମହିଳାମାନଙ୍କୁ ବଡ ଭେଟି ପ୍ରଦାନ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି । ତେବେ…

ପୋଲିସକୁ ତୀରମାଡ, ଗୁରୁତର ଭାବେ ଡାକ୍ତରଖାନାରେ ଭର୍ତ୍ତି

ବଣାଇ,୨୪।୯ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ବଣାଇ ଉପଖଣ୍ଡ ମହୁଲପଦା ଥାନା ଅନ୍ତର୍ଗତ ବଡଜଲ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ ମସ୍ତିସ୍କ ବିକୃତ ଯୁବକ ଗତକାଲି ଠାରୁ ବଡ଼ଜଲ ସ୍କୁଲକୁ ଅକ୍ତିଆର କରି ଏହା ମୋର ବୋଲି ଦାବୀ…

ସରକାର ଦେଲେ ଚେତାବନୀ, ଆନ୍ଦୋଳନ କଲେ…

ଭୁବନେଶ୍ୱର,୨୪।୯: ଓଡ଼ିଶା ନର୍ସିଙ୍ଗ କର୍ମଚାରୀ ସଂଘଙ୍କ ଦ୍ୱାରା ଆସନ୍ତକାଲି ଆନ୍ଦୋଳନ ପାଇଁ ଡକରା ହୋଇଥିଲା। ଯାହାର ଗୋଟିଏ ଦିନ ପୂର୍ବରୁ ସବୁ CDMO ଓ ସରକାରୀ ମେଡିକାଲ କଲେଜଙ୍କୁ ଚିଠି ଲେଖିଛନ୍ତି ସରକାର। ଆନ୍ଦେଳନ ଉପରେ ରୋକ୍‌ ଲଗାଇବା ସହ କୌଣସି…

ଚର୍ଚ୍ଚା ମଧ୍ୟରେ ବଡ଼ ପ୍ରତିକ୍ରିୟା ଦେଲା JSW, ଓଡ଼ିଶାରୁ ଓହରି ନାହିଁ କମ୍ପାନୀ

ଭୁବନେଶ୍ୱର,୨୪।୯: ଓଡ଼ିଶାରେ ପ୍ରସ୍ତାବିତ ୪୦,୦୦୦ କୋଟି ଟଙ୍କାର ବୈଦୁତିକ ଯାନ(ଇଭି) ଏବଂ ବ୍ୟାଟେରୀ ପ୍ରକଳ୍ପକୁ ପ୍ରତ୍ୟାହାର କରୁନାହିଁ ବୋଲି କମ୍ପାନୀର ଜଣେ ବରିଷ୍ଠ ଅଧିକାରୀ ମଙ୍ଗଳବାର କହିଛନ୍ତି। ଓଡ଼ିଶାରୁ ଏହି ପ୍ରକଳ୍ପକୁ ମହାରାଷ୍ଟ୍ରକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଥିବା ଜାତୀୟ ଗଣମାଧ୍ୟମରେ…

ବିକଶିତ ଓଡ଼ିଶାର ପ୍ରକୃତ ସାରଥୀ ହେବେ ଦକ୍ଷ ଯୁବ ଶକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଲୋକସେବା ଭବନରେ ୱାର୍ଲଡ ସ୍କିଲ କମ୍ପିଟେସନରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ପାଇଥିବା ଅମରେଶ ସାହୁଙ୍କୁ ମୁଖ୍ୟମନ୍ତ୍ରୀ ୨୫ ଲକ୍ଷ ଟଙ୍କା ଏବଂ ଗେଡେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?