ବୁଥ ନ ହେବାରୁ ଭୋଟ ଦେଲେନି ଗ୍ରାମବାସୀ
କୋକସରା,୧୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସୋମବାର ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ପାଇଁ ମତଦାନ ପ୍ରକିୟା ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମତଦାନ ହୋଇଥିବା ବେଳେ ଗାଁରେ ମତଦାନ କେନ୍ଦ୍ର କରିବାକୁ ଦାବି କରି ଭୋଟ ବର୍ଜନ କରିଛନ୍ତି…
ଚେକିଂ ବେଳେ କାର୍ରୁ ବିପୁଳ ପରିମାଣର ଟଙ୍କା ଜବତ
ବୌଦ୍ଧ,୧୩।୫ (ଅଜିତ କୁମାର ବାରିକ): ବୌଦ୍ଧ ନିର୍ବାଚନ ମଣ୍ଡଳୀ ୫୭ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା କରଡାକୋଠା ନିକଟରେ ଗାଡି ଯାଞ୍ଚ ବେଳେ ଏକ କାର୍ରୁ ବିପୁଳ ପରିମାଣର ଟଙ୍କା ପୁରୁଣାକଟକ ପୋଲିସ ଜବତ କରିଛି। ଏକ କଳା ରଙ୍ଗର କାର୍…
ମାଓବାଦୀ ଅଞ୍ଚଳରୁ ହେଲିକପ୍ଟରରେ ଫେରିଲେ ପୋଲିଂ ପାର୍ଟି
ନୂଆପଡ଼ା,୧୩।୫(ମକାରୁ ବେମାଲ): ନୂଆପଡ଼ା ଜିଲା ମାଓବାଦୀ ଉପଦ୍ରୁତ ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳରେ ସୋମବାର ପୋଲିଂ ପାର୍ଟି ଭୋଟ ଗ୍ରହଣ ଶେଷ କରି ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଅପରାହ୍ନରେ ଫେରିଆସିଛନ୍ତି। ସୂଚନା ଯୋଗ୍ୟ, ଅଭୟାରଣ୍ୟ ଭିତରେ ୫ଟି ପୋଲିଂ ବୁଥ ସୁନାବେଡା, ଗାତିବେଡା,…
ବିଜେଡି ଏମ୍ପି, ଏମ୍ଏଲ୍ଏ ପ୍ରାର୍ଥୀଙ୍କ ନିର୍ବାଚନ ପ୍ରଚାର ବେଳେ ମହୁମାଛି ଆକ୍ରମଣ
ସୋନପୁର,୧୩।୫(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ଲୋକସଭା ଆସନ ବିଜେଡି ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଏବଂ ବୀରମହାରାଜପୁର ବିଧାନସଭା ପ୍ରାର୍ଥୀ ପଦ୍ମନାଭ ବେହେରା ସୋମବାର ବିନିକା ବ୍ଲକ କଇନ୍ତରା ଗାଁରେ ନିର୍ବାଚନ ପ୍ରଚାର କରୁଥିବା ବେଳେ ଏକ ଅଘଟଣ ଘଟିଛି। ନିର୍ବାଚନ ପ୍ରଚାର…
୨ ପ୍ରିଜାଇଡିଂ ଅଫିସର୍ଙ୍କୁ ସସ୍ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର,୧୩।୫: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଛି। କାଁ ଭାଁ ହିଂସାକାଣ୍ଡକୁ ଛାଡିଦେଲେ ମତଦାନ ସୁରୁଖୁରୁରେ ଚାଲିଛି। ଏସବୁ ଭିତରେ ଗଞ୍ଜାମର ୨୭ ଏବଂ ୧୬୩ ନମ୍ବର ବୁଥ୍ର ପ୍ରିଜାଇଡିଂ ଅଫିସରଙ୍କୁ ସସ୍ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ…
ଓଡ଼ିଶା ଆସିବେ ରାହୁଲ-ଖାର୍ଗେ, ଭୁବନେଶ୍ବରରେ କରିବେ ପ୍ରେସମିଟ୍
ଭୁବନେଶ୍ୱର,୧୩।୫: ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ। ୧୫ ତାରିଖରେ ରାହୁଲ ବଲାଙ୍ଗୀରରେ ସଭା କରିବାର କାର୍ଯ୍ୟକ୍ରମ ଥିବା ବେଳେ ୧୬ ତାରିଖରେ କନ୍ଧମାଳରେ ସଭାରେ ଯୋଗଦେବେ ଖାର୍ଗେ। ଏନେଇ ଓଡ଼ିଶା…
ନିର୍ବାଚନ ପରିଚାଳନାରେ ତ୍ରୁଟି: ସସ୍ପେଣ୍ଡ ହେଲେ ୨ ପୋଲିଂ ଅଫିସର
ଭୁବନେଶ୍ୱର,୧୩।୫: ନିର୍ବାଚନ ପରିଚାଳନାରେ ତ୍ରୁଟି ପାଇଁ ୨ ଜଣ ପୋଲିଂ ଅଫିସରଙ୍କୁ ସସ୍ପେଣ୍ଡ କରାଯାଇଛି। ସେମାନେ ହେଲେ କଳାହାଣ୍ଡି ଜିଲା ନର୍ଲାର ଏକ ବୁଥରେ ନିୟୋଜିତ ତେଜାଂଶୁ ସାହୁ ଓ ଗଞ୍ଜାମ ଜିଲାରେ ଜଣେ ପୋଲିଂ ଅଧିକାରୀ। ମୁଖ୍ୟ ନିର୍ବାଚନ ଅଧିକାରୀ…
ଗିରଫ ହୋଇପାରନ୍ତି ଅନୁଭବ ମହାନ୍ତି
କଟକ,୧୩ା୫: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନ୍ବିଡ୍ଲ୍ୟୁ) ଜାରି ହୋଇଛି। କଟକ ଜେଏମ୍ଏଫ୍ସି (ଏମ୍ପି, ଏମ୍ଏଲ୍) କୋର୍ଟ ପକ୍ଷରୁ ଏନ୍ବିଡବ୍ଲ୍ୟୁ ଜାରି ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଏହି ପରଓ୍ବାନା ଜାରି ହୋଇଥିବା ଜଣାପଡ଼ିଛି।…
ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା: ଅମିତ ଶାହା କଲେ ଭବିଷ୍ୟବାଣୀ
ନୂଆଦିଲ୍ଲୀ,୧୩।୫: ଦେଶରେ ନିର୍ବାଚନ ଚାଲିଥିବାବେଳେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଓଡିଶାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରିବୁ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପର୍ଯ୍ୟନ୍ତ ୨୮୩ଟି…
ଧାଡ଼ିରେ ଠିଆ ହୋଇ ଭୋଟ୍ ଦେଲେ ଦିବ୍ୟଶଙ୍କର
ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ବଜାରପଡ଼ାସ୍ଥିତ ବୁଥ୍ ନଂ ୨୬୨ରେ ଭୋଟ୍ ଦେଇଛନ୍ତି ଜୁନାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର। ଦୀର୍ଘ ସମୟ ଧରି ଲମ୍ବା ଧାଡ଼ିରେ ଛିଡ଼ା ହୋଇ…
ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ
ଭୁବନେଶ୍ୱର,୧୩ା୫: ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ହୋଇଥିବା ନିର୍ବାଚନ କମିଶନ ଆପ୍ରୁ ଜଣାପଡ଼ିଛି। ସେହିପରି। ମୋହନାରେ ୨୧.୪୭% ମତଦାନ ହୋଇଥିବା ବେଳେ ନବରଙ୍ଗପୁରରେ ୨୧.୫୦%, ନର୍ଲା ୨୬.୪୬%, ନୂଆପଡ଼ା…
ଅନୁଗୋଳ ଆସିବେ ମୋଦି
ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା ପରେ ଜିଲା ଭାଜପା ଶିବିରରେ ଭରପୂର ଉତ୍ସାହ ଦେଖାଦେଇଛି। ଏହି ସଭାରେ ଅନୁଗୋଳ ଭାଜପା…
Archives


