ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି…
ସଫଳତା ଛୁଇଁବାରେ ପ୍ରତିବନ୍ଧକ ସାଜେନି ଶବ୍ଦ
ଭୁବନେଶ୍ୱର,୨୩ା୯ (ବନ୍ଦନା ସେଠୀ): ପରସ୍ପର ମଧ୍ୟରେ ଭାବ ଆଦାନ ପ୍ରଦାନର ମୁଖ୍ୟ ମାଧ୍ୟମ ହେଉଛି ଭାଷା। ଆମେ କହୁଥିବା ପ୍ରତିଟି ଶବ୍ଦକୁ ନେଇ ତିଆରି ହୁଏ ଭାଷା। ତେବେ ଭାଷା ବା ଶବ୍ଦ କେବେ ମନର ଭାବ ପ୍ରକାଶ କରିବାରେ ପ୍ରତିବନ୍ଧକ…
ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…
ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ ଖବରଦାତା ସମ୍ମିଳନୀ କରାଯାଇ ଘୋଷଣା କରାଯାଇଛି। ଭରତପୁର ଥାନାରେ ଘଟିଥିବା ଘଟଣା ପାଇଁ ଏହି…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମେଜର-ବାନ୍ଧବୀ, ମୁଖ୍ୟମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୩ା୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ତାଙ୍କ ସହ ତାଙ୍କ ବାପା ମଧ୍ୟ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…
ସଂଗଠନ ମଜଭୁତ ପାଇଁ କର୍ଣ୍ଣମନ୍ତ୍ର ଦେଲେ ଏମ୍ପି ସୁକାନ୍ତ ପାଣିଗ୍ରାହୀ
ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍ପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ଦିନିକିଆ ଗସ୍ତ ହୋଇଛି। ଏହି ସମୟରେ ସେ ଦାରିଙ୍ଗବାଡ଼ି ଓ ବ୍ରାହ୍ମଣୀଗାଁ ମଣ୍ଡଳର କର୍ମକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକ କରି ଦଳକୁ ମଜଭୁତ କରିବା…
ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ…
ଭୁବନେଶ୍ୱର,୨୩ା୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ବିଜ୍ଞପ୍ତିରେ ଯୁବତୀ, ମେଜର ଏବଂ ପୋଲିସକୁ ଦୁର୍ବ୍ୟବହାର ଏବଂ ମାଡ଼ ଅଭିଯୋଗର ତଦନ୍ତ…
ଆସୁଛି ଆଉ ଏକ ଲଘୁଚାପ, ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୩।୯: ମୌସୁମୀ ଟ୍ରପ୍ ଲାଇନ୍ ବଙ୍ଗୋପସାଗରର ଦକ୍ଷିଣପୂର୍ବ ଦିଗରେ ଅଗ୍ରସର ହେଉଛି। ସେହିପରି ଆନ୍ଧ୍ରପ୍ରଦେଶ ଉପକୂଳରୁ ଦକ୍ଷିଣ ଉପକୂଳବର୍ତ୍ତୀ ମ୍ୟାନ୍ମାର ମଧ୍ୟରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ସୋମବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ…
ଭରତପୁର ମାମଲା: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୬୦ ଦିନରେ…
ଭୁବନେଶ୍ୱର,୨୩।୯: ଭରତପୁର ଥାନା ମାମଲାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଉଚ୍ଚସ୍ତରୀୟ ବୈଠକ ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ କରାଯିବ । ୬୦ ଦିନ ମଧ୍ୟରେ…
ଟ୍ରକ-ବାଇକ୍ ଧକ୍କା: ଚାଲିଗଲା ବାପ-ପୁଅଙ୍କ ଜୀବନ, ମା’ ଗୁରୁତର
ଗୋପାଳପୁର, ୨୨।୯(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ଭାଲିଆଗାଡ଼ ନିକଟରେ ରବିବାର ଏକ ଟ୍ରକ-ବାଇକ୍ ମଧ୍ୟରେ ଧକ୍କା ହୋଇଛି। ଦୁର୍ଘଟଣାରେ ବାପ-ପୁଅଙ୍କ ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସୋରଳ…
ପୁରୁଷୋତ୍ତମପୁରରେ ବୁଲିଲା ଖଣ୍ଡା: ଭାଜପା କର୍ମୀଙ୍କୁ….
ପୁରୁଷୋତ୍ତମପୁର,୨୨।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରାଜନୈତିକ କାରଣକୁ ନେଇ ରବିବାର ଗୋଷ୍ଠୀ ସଂଘର୍ସ ଘଟିଛି। ଏଥିରେ ଉଭୟ ପକ୍ଷରୁ ଦୁଇଜଣ ଆହାତ ହୋଇଛନ୍ତି। ଆହାତମାନେ ହେଲେ ଖଲ୍ଲିକୋଟର ତୋଫାନ ମହାରଣା ଏବଂ ପୁରୁଷୋତ୍ତମପୁରର ତିରୁପତି ଦୋରା। ପୁରୁଷୋତ୍ତମପୁରେ ଗତ ୧୨…
ଶ୍ୱଶୁରଙ୍କୁ ହତ୍ୟା କଲେ ଜ୍ବାଇଁ : ସ୍ତ୍ରୀ, ଶାଶୁ ଗୁରୁତର
ଲକ୍ଷ୍ମୀପୁର,୨୨ା୯(ଅନନ୍ତ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ସଦର ରେଲୱେ କଲୋନୀ ନିକଟ ଆମ୍ବଗୁଡ଼ା ସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ଶ୍ୱଶୁରଙ୍କୁ ଲୁହା ରଡ୍ରେ ପିଟି ଜ୍ବାଇଁ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକ ହେଲେ ଲୋଚନ…
ଶେଷ ହେଲା ରତ୍ନଭଣ୍ଡାର ସର୍ଭେକ୍ଷଣ,ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ,୨୨।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ସର୍ଭେକ୍ଷଣ ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୈଜ୍ଞାନିକ ଆନନ୍ଦ କିଶୋର ପାଣ୍ଡେଙ୍କ ନେତୃତ୍ୱରେ ସର୍ଭେ ଶେଷ ହୋଇଛି। ଯଦିଓ କାଲି ପାଇଁ ମଧ୍ୟ ସମୟ ଥିଲା, କିନ୍ତୁ ଆଜି ସର୍ଭେ…

