ରାଜ୍ୟ

ଗିରଫ ହୋଇପାରନ୍ତି ଅନୁଭବ ମହାନ୍ତି

କଟକ,୧୩ା୫: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଜାମିନ ବିହୀନ ପରଓ୍ବାନା(ଏନ୍‌ବିଡ୍ଲ୍ୟୁ) ଜାରି ହୋଇଛି। କଟକ ଜେଏମ୍‌ଏଫ୍‌ସି (ଏମ୍‌ପି, ଏମ୍‌ଏଲ୍‌) କୋର୍ଟ ପକ୍ଷରୁ ଏନ୍‌ବିଡବ୍ଲ୍ୟୁ ଜାରି ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ ଏହି ପରଓ୍ବାନା ଜାରି ହୋଇଥିବା ଜଣାପଡ଼ିଛି।…

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା: ଅମିତ ଶାହା କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୩।୫: ଦେଶରେ ନିର୍ବାଚନ ଚାଲିଥିବାବେଳେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଓଡିଶାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରିବୁ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପର୍ଯ୍ୟନ୍ତ ୨୮୩ଟି…

ଧାଡ଼ିରେ ଠିଆ ହୋଇ ଭୋଟ୍‌ ଦେଲେ ଦିବ୍ୟଶଙ୍କର

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ବଜାରପଡ଼ାସ୍ଥିତ ବୁଥ୍‌ ନଂ ୨୬୨ରେ ଭୋଟ୍‌ ଦେଇଛନ୍ତି ଜୁନାଗଡ଼ ବିଜେଡି ବିଧାୟକ ପ୍ରାର୍ଥୀ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର। ଦୀର୍ଘ ସମୟ ଧରି ଲମ୍ବା ଧାଡ଼ିରେ ଛିଡ଼ା ହୋଇ…

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ

ଭୁବନେଶ୍ୱର,୧୩ା୫: ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ହୋଇଥିବା ନିର୍ବାଚନ କମିଶନ ଆପ୍‌ରୁ ଜଣାପଡ଼ିଛି। ସେହିପରି। ମୋହନାରେ ୨୧.୪୭% ମତଦାନ ହୋଇଥିବା ବେଳେ ନବରଙ୍ଗପୁରରେ ୨୧.୫୦%, ନର୍ଲା ୨୬.୪୬%, ନୂଆପଡ଼ା…

ଅନୁଗୋଳ ଆସିବେ ମୋଦି

ଅନୁଗୋଳ,୧୩।୫(ଅମିତ କୁମାର ସାମଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୦ ତାରିଖରେ ଅନୁଗୋଳ ଆସି ଭାଜପାର ନିର୍ବାଚନୀ ସଭାରେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବା ପରେ ଜିଲା ଭାଜପା ଶିବିରରେ ଭରପୂର ଉତ୍ସାହ ଦେଖାଦେଇଛି। ଏହି ସଭାରେ ଅନୁଗୋଳ ଭାଜପା…

ଆଜି ଅନୁଗୋଳରେ ପାଣ୍ଡିଆନଙ୍କ ରୋଡ୍‌ ଶୋ

ଅନୁଗୋଳ,୧୩ା୫(ଅମିତ କୁମାର ସାମଲ): ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋମବାର ଅନୁଗୋଳ ଜିଲାରେ ଦଳୀୟ ନିର୍ବାଚନ ପ୍ରଚାରର ମଙ୍ଗ ଧରିବେ। ଅପରାହ୍ନ ସାଢ଼େ ୩ଟାରେ ସେ ପାଲଲହଡ଼ା ନିର୍ବାଚନମଣ୍ଡଳୀରେ ପହଞ୍ଚି ସାଧାରଣ ସଭାରେ ଯୋଗଦେବେ। ପରେ ତାଳଚେରରେ…

ଭୋଟ୍‌ ଦେଉଛି ଓଡ଼ିଶା: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୧୩ା୫: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଚତୁର୍ଥ ପର୍ଯ୍ୟାୟ ପାଇଁ ଓଡ଼ିଶାର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏସବୁ ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ଆରମ୍ଭ ହୋଇଛି। ଏହି ଅବସରରେ ସମ୍ପୂର୍ଣ୍ଣ ଉତ୍ସାହ ମଧ୍ୟରେ ଭୋଟ୍‌…

ସକାଳ ୯ଟା ସୁଦ୍ଧା ୯.୨୫% ମତଦାନ

ଭୁବନେଶ୍ୱର,୧୩ା୫: ସୋମବାର ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ତେବେ ସକାଳ ୯ଟା ସୁଦ୍ଧା ମୋଟ୍‌ ୯.୨୫ ପ୍ରତିଶତ ମତଦାନ ନେଇ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଗଜପତିରେ ୧୦.୨୦ ପ୍ରତିଶତ ମତଦାନ ହୋଇଥିବା ବେଳେ ନୂଆପଡ଼ାରେ ୯.୯୮%, ମୋହନା…

୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର

ଛତ୍ରପୁର,୧୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଗଞ୍ଜାମ ଜିଲାର ଛତ୍ରପୁର, ବ୍ରହ୍ମପୁର, ଗୋପାଳପୁର, ଚିକିଟି ଓ ଦିଗପହଣ୍ଡି ବିଧାନସଭା ପାଇଁ ଆଜି ମତଦାନ ହୋଇଛି। ଗଞ୍ଜାମ ଜିଲାର ଛତ୍ରପୁର…

ମତଦାନ ସାବ୍ୟସ୍ତ କଲେ ଏମ୍‌ପି ସପ୍ତଗିରି

ରାୟଗଡ଼ା,୧୩ା୫(ଆଶିଷ ରଞ୍ଜନ ପଣ୍ଡା): ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନରେ କୋରାପୁଟ ଲୋକ ସଭା ଓ ରାୟଗଡ଼ା ଜିଲାର ରାୟଗଡ଼ା, ବିଷମକଟକ ଓ ଗୁଣପୁରଠାରେ ମତଦାନ ଆରମ୍ଭ ହୋଇଯାଇଛି। ଜିଲାର ୭୧୩୧୫୩ ଭୋଟର୍‌ ମତଦାନ କରିବେ। ରାୟଗଡ଼ା ସହରସ୍ଥିତ ଗାନ୍ଧୀନଗର ଉଚ୍ଚ ପ୍ରାଥମିକ…

ଆପଣମାନଙ୍କ ପ୍ରତିଟି ଭୋଟ୍‌ ଗଣତନ୍ତ୍ରର ଭିତ୍ତିକୁ ମଜଭୁତ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି । ଏହି ପର୍ଯ୍ୟାୟରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା କ୍ଷେତ୍ରରେ ମତଦାନ ହେଉଛି। ଗଣତନ୍ତ୍ରର ଏହି ମହାପର୍ବରେ…

କୋରାପୁଟରେ ସସ୍ତ୍ରୀକ ମତଦାନ ସାବ୍ୟସ୍ତ କଲେ ଜିଲାପାଳ, ଡିଆଇଜି

କୋରାପୁଟ,୧୩ା୫(ଅମିତାଭ ବେହେରା): କୋରାପୁଟ ଜିଲାରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। କୋରାପୁଟ ଟାଉନ ହଲ୍‌ଠାରେ କରାଯାଇଥିବା ଆଦର୍ଶ ମତଦାନ କେନ୍ଦ୍ର ନଂ ୧୩୯ରେ ଜିଲାପାଳ ଭି. କୀର୍ତ୍ତି ଭାସନ ଓ ତାଙ୍କ ସହଧର୍ମିଣୀ ପହଞ୍ଚି ନିଜନିଜର ମତଦାନ ସାବ୍ୟସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri