ରାଜ୍ୟ

୪ ଘଣ୍ଟାରେ ଖାଇଗଲେ ୨ କୁଇଣ୍ଟାଲ ଚିକେନ ପକୋଡ଼ା

ପୁରୀ,୨୨।୯: ରାଜ୍ୟରେ ଏବେ ବି ରହିଛି ବାର୍ଡଫ୍ଲୁ ଆତଙ୍କ। ଖାସ୍‌ କରି ପୁରୀ ଜିଲାରେ ବାର୍ଡଫ୍ଲୁକୁ ନେଇ ସରକାରଙ୍କ ପକ୍ଷରୁ ସଚେତନତା ଜାରି ରହିଛି। ଏଭଳିସ୍ଥିତିରେ ପୁରୀ ରାମଚଣ୍ଡୀ ଥାନା ଅଧୀନ ଛଇତନା ବଜାରରେ ମାଗଣାରେ ଲୋକଙ୍କୁ ଚିକେନ ପକୋଡ଼ା ବଣ୍ଟା…

ଜନ୍ମମାଟିରୁ ୧୦୦ ଦିନର ହିସାବ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମ୍ମାନୀୟ ଅତିଥି କେନ୍ଦୁଝର ଏମ୍‌ପି…

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି: ବାତିଲ ହେଲା ମୟୂରଭଞ୍ଜ କାର୍ଯ୍ୟକ୍ରମ

କେନ୍ଦୁଝର,୨୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ରବିବାର ତୃତୀୟ ଦିନରେ କେନ୍ଦୁଝର କାର୍ଯ୍ୟକ୍ରମ…

ବିଜେଡିର ଭୁବନେଶର ବନ୍ଦ ଡାକରା: ମନ୍ତ୍ରୀ ସୁରେଶ ପୂଜାରୀ କହିଲେ ସହିପାରୁନି….

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ…

୩ ଘଣ୍ଟା ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଏସବୁ ସ୍ଥାନରେ…

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ…

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା ହୋଇଛି। ସମ୍ବଲପୁରସ୍ଥିତ ଠେଲକୁଲି ଥାନାରେ ଏକ କମ୍ପାନୀ କର୍ତ୍ତୃପକ୍ଷ ଏତଲା ଦିଆଯାଇଛି। ଶୁକ୍ରବାର ବିସ୍ଥାପିତଙ୍କ ସମସ୍ୟାକୁ ନେଇ…

ଅଙ୍ଗନଓ୍ବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ଼ ମାରିବା ଘଟଣା: କର୍ମୀଙ୍କ ସହ କଥା ହୋଇ ଉପମୁଖ୍ୟମନ୍ତ୍ରୀ କହିଲେ…

ବାଲେଶ୍ୱର,୨୨ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ବାଲିଆପାଳ ବ୍ଲକ ଅନ୍ତର୍ଗତ ମହାପଦା ଅଙ୍ଗନଓ୍ବାଡ଼ି କେନ୍ଦ୍ର କର୍ମୀ ଉର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ଭାଇରାଲ ହେଉଛି। ଗୁରୁତର ଅବସ୍ଥାରେ ଅଙ୍ଗନଓ୍ବାଡ଼ି କର୍ମୀଜଣକ ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ…

କଂଗ୍ରେସ ବିଜେଡି ମେଣ୍ଟ: ବିଜେଡିର ଚକ୍ରାନ୍ତ ଲୋକମାନେ ଜାଣନ୍ତି …

ଜାଣିଛନ୍ତଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମ୍‌ପି ଦେବାଶିଷ ସାମନ୍ତରାୟ। ତେବେ ଦେବାଶିଷ ସାମନ୍ତରାୟଙ୍କ ମେଣ୍ଟ ପ୍ରସଙ୍ଗରେ ମହମ୍ମଦ ମୋକିମ୍‌ଙ୍କ ପ୍ରତିକ୍ରିୟା ରଖିଛନ୍ତି।…

ଓଡ଼ିଶାରେ ହେବ ବିଜେଡି-କଂଗ୍ରେସ ମେଣ୍ଟ! ଭିତିରି ପ୍ଲାନ କହିଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମପି ଦେବାଶିଷ ସାମନ୍ତରାୟ। ପାରାଦୀପର କୁଜଙ୍ଗରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ କର୍ମୀଙ୍କୁ ଉଦବୋଧନ ଦେବା…

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ…

ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ଅଦ୍ଭୁତ ମାଛ, ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼, କେଜି ଏତିକି ଟଙ୍କାରେ ହେଲା ବିକ୍ରି

ଭୋଗରାଇ,୨୨ା୯(ପ୍ରଦୀପ ଦାସ): ଓଡ଼ିଶା ସୀମାନ୍ତ ପଶ୍ଚିମବଙ୍ଗ ରାଜ୍ୟ ଦୀଘା ମୁହାଣରେ ବଙ୍ଗୀୟ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଛନ୍ତି ଲକ୍ଷାଧିକ ଟଙ୍କାର ତେଲିଆ ଶିଳା ମାଛ। ଦୀଘା ମୁହାଣକୁ ଶନିବାର ଏହି ମାଛ ନିଲାମ ପାଇଁ ଆସିଥିଲା। ମାଛକୁ ଦେଖିବା ପାଇଁ ସ୍ଥାନୀୟ ଲୋକଙ୍କ…

‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ କ’ଣ ରହିବ ବିଜେଡିର ପକ୍ଷ? ନବୀନ କହିଲେ ସମୟ ନେବୁ…

ଭୁବନେଶ୍ୱର,୨୨।୯: ଦେଶରେ ‘ଓ୍ବାନ ନେଶନ ଓ୍ବାନ ଇଲେକ୍ସନ’କୁ ନେଇ ବିତର୍କ ଆରମ୍ଭ ହୋଇଛି। ଏକକାଳୀନ ନିର୍ବାଚନକୁ ନେଇ ମୋଦି କ୍ୟାବିନେଟ ମଞ୍ଜୁରୀ ଦେବା ପରେ ଏବେ ଏହାକୁ ନେଇ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି। କିଛି ବିରୋଧୀ ଦଳ ଏହାକୁ ସମର୍ଥନ କରିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?