ରାଜ୍ୟ

ବିଜେଡିର କାଉଣ୍ଟଡାଉନ୍‌ ଆରମ୍ଭ: ମୋଦି

ବଲାଙ୍ଗୀର, ୧୨ା୫(ବୀରେନ୍ଦ୍ର କୁମାର ଝାଙ୍କର)ଓଡ଼ିଶାରେ ବିଜେଡି ସରକାରର କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଜୁନ୍‌ ୪ ହେଉଛି ବିଜେଡିର ଏକ୍ସପାଏରୀ ଡେଟ୍‌। ଜୁନ୍‌ ୧୦ରେ ଓଡ଼ିଶା ମାଟିରେ ଜନ୍ମ ହୋଇଥିବା, ଓଡ଼ିଆ ସଂସ୍କୃତି ଓ ଅସ୍ମିତା ବୁଝୁଥିବା ବ୍ୟକ୍ତି ଭାଜପା ମୁଖ୍ୟମନ୍ତ୍ରୀ ଭାବେ…

ମାଗଣା ବିଜୁଳି ବିରୋଧୀଙ୍କୁ କରେଣ୍ଟ ମାରୁଛି: ପାଣ୍ଡିଆନ୍‌

ଭୁବନେଶ୍ୱର, ସୁନ୍ଦରଗଡ ୧୨ା୫(ଅନିଲ ଦାସ/ଜୟନାରାୟଣ ମେଣ୍ଡୁଳି)ଜୁଲାଇ ମାସରୁ ଓଡ଼ିଶାର ଜନସାଧାରଣଙ୍କୁ ଆଉ ବିଜୁଳି ବିଲ୍‌ ଦେବାକୁ ପଡ଼ିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ନବୀନବାବୁ ଲୋକଙ୍କୁ ବିଜୁଳି ମାଗଣାରେ ଦେଉଛନ୍ତି ଜାଣି ବିରୋଧୀଙ୍କୁ କରେଣ୍ଟ ଲାଗିଗଲାଣି। ବିରୋଧୀ…

ବିଜେଡିର ଟଙ୍କାବଣ୍ଟା ଫଟୋ ଭାଇରାଲ

ନବରଙ୍ଗପୁର, ୧୨।୫(ସଦାଶିବ ପ୍ରହରାଜ)ନବରଙ୍ଗପୁର ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଚାର ସମୟରେ ନେତାଙ୍କ ଉପସ୍ଥିତିରେ ଟଙ୍କା ବଣ୍ଟାଯାଉଥିବାର ଫଟୋ ଭାଇରାଲ ହୋଇଛି। ଏହି ଫଟୋଟି ଗତ ୯ ତାରିଖ ଗୁରୁବାରର ବୋଲି ସ୍ପଷ୍ଟ ହୋଇଛି। ତେବେ କେଉଁ ଗ୍ରାମର ପ୍ରଚାର ବେଳର ଏହି ଫଟୋ…

ଘରେ ପହଞ୍ଚୁ ନବୀନଙ୍କ ବିକାଶ ବାର୍ତ୍ତା: ପ୍ରଣବ

ଜମନକିରା/କୁଚିଣ୍ଡା,୧୨ା୫(ରବୀନ୍ଦ୍ର ପ୍ରସାଦ ଦାନୀ/ବିରଞ୍ଚତ୍ ଦର୍କା)ସମ୍ବଲପୁର ଲୋକ ସଭା ଅଧୀନ କୁଚିଣ୍ଡା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଶନିବାର ବିଜେଡି ପକ୍ଷରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସବୁ କର୍ମୀ ସମାବେଶରେ ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର…

ଓଡ଼ିଆ ଅସ୍ମିତା ସୁରକ୍ଷାର ଗ୍ୟାରେଣ୍ଟି ଦେଇଛନ୍ତି ମୋଦି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧୨ା୫(ଅନିଲ ଦାସ)ବରଗଡ଼ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ଅବ୍ୟବସ୍ଥାକୁ ସଜାଡ଼ିବା ପାଇଁ ସରକାର ବଦଳାଇବାକୁ ନିବେଦନ କରିଛନ୍ତି । ସାଢ଼େ ୪ କୋଟି ଓଡ଼ିଆଙ୍କ ଅସ୍ମିତାର ସୁରକ୍ଷା, ଲୋକଙ୍କ ପ୍ରତି ଥିବା ଆସ୍ଥା ତଥା ଓଡ଼ିଆ ଲୋକଙ୍କ ବିକାଶର ଦାୟିତ୍ୱ…

ସବୁଜ କଟକ, ଫିଲିଗ୍ରୀ ହବ୍‌ ହେବ ମୁଖ୍ୟ ପ୍ରସଙ୍ଗ: ସୋଫିଆ

କଟକ,୧୨ା୫(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ ବିଧାନସଭା ଆସନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ ପେଶାରେ ଇଞ୍ଜିନିୟର। ଏବେ ସେ ନୂଆକରି ରାଜନୀତିରେ ପାଦ ଥାପିଛନ୍ତି। ନିଜ ସଫଳତାକୁ ନେଇ ସାମାଜିକ ଓ ବ୍ୟବସାୟିକ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ସ୍ବର ଉଠାଇଲେ ଓଡ଼ିଆ ଝିଅ

ଭୁବନେଶ୍ୱର, ୧୨।୫(ଅସମାପିକା ସାହୁ)ଋତୁସ୍ରାବ ସମୟରେ ସବୈତନିକ ଛୁଟି ପାଇଁ ଜାତିସଂଘରେ ଓଡ଼ିଆ ଝିଅ ସ୍ବର ଉଠାଇଛନ୍ତି। କେନିଆର ନାଇରୋବିରେ ମିଳିତ ଜାତିସଂଘର ନାଗରିକ ସମାଜ (ସିଭିଲ ସୋସାଇଟି) ସମ୍ମିଳନୀରେ ଓଡ଼ିଆ ଝିଅ ରଞ୍ଜିତା ପ୍ରିୟଦର୍ଶିନୀ ‘ପେଡ୍‌ ପିରିଅଡ୍‌ ଲିଭ୍‌’ ନେଇ ଉଠାଇଥିବା…

ରାତି ଅଧରେ ଘଡ଼ଘଡ଼ି ସହ ବର୍ଷା, ପବନ

ଭୁବନେଶ୍ୱର,୧୨।୫(ଅନୁରାଧା ମହାରଣା)ଶନିବାର ରାତି ପ୍ରାୟ ସାଢ଼େ ୧୧ଟାରେ ରାଜଧାନୀ ଆକାଶରେ ହଠାତ୍‌ ଘୋଟି ଆସିଥିଲା କଳା ହାଣ୍ଡିଆ ମେଘ। ପ୍ରାୟ ୧ଘଣ୍ଟା ଧରି ପ୍ରବଳ ବର୍ଷା ସାଙ୍ଗକୁ ପବନ ଓ ଘଡ଼ଘଡ଼ି ବିଜୁଳି ରାଜଧାନୀବାସୀଙ୍କୁ ଆତଙ୍କିତ କରିଥିଲା। ଘଣ୍ଟାପ୍ରତି ୪୦ରୁ ୫୦…

ଏଥର ଚାପ ଖେଳିପାରିଲେନି ବାବାମଣି

ଭଦ୍ରକ,୧୨ା୫(ସନାତନ ରାଉତ)ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ଚନ୍ଦନ ପୂର୍ଣ୍ଣିମା ପାଇଁ ଏଥର ଚାପ ଖେଳ ହୋଇପାରିଲା ନାହିଁ। ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ନିରାଶ ଦେଖାଦେଇଛି। ଶିବଗଙ୍ଗା ପୁଷ୍କରିଣୀ ଶୁଖିଲା ପଡ଼ିଥିବାରୁ ବାବା ଚନ୍ଦ୍ରଶେଖରଙ୍କ ଚାପ…

୫ ବର୍ଷ ମୋତେ ଦିଅନ୍ତୁ, ଓଡ଼ିଶା ୧ ନଂ ହେବ: ମୋଦି

ଫୁଲବାଣୀ, ୧୨ା୫ (ରାକେଶ କୁମାର ରାଉତ)କନ୍ଧମାଳ ଜିଲା ଫୁଲବାଣୀଠାରେ ଶନିବାର ଆୟୋଜିତ ଭାଜପା ସଂକଳ୍ପ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ ଦେଇଛନ୍ତି। ସେହିପରି…

ଦଳକୁ ବଳ ଯୋଗାଇବେ ହେଭିୱେଟ୍‌

ଅନୁଗୋଳ,୧୨।୫ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ ବିଧାନସଭା ଆସନରେ ଆସନ୍ତା ୨୫ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ହାତରେ ଆଉ ମାତ୍ର ଦିନକେଇଟା ଥିବାରୁ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ବିଧାୟକ ପ୍ରାର୍ଥୀମାନେ ପ୍ରଚାର କାର୍ଯ୍ୟରେ…

ଜୁଆର ଉଠିଲେ ଘରେ ପଶୁଛି ପାଣି

କେନ୍ଦ୍ରାପଡ଼ା,୧୨ା୫ (ଜଗନ୍ନାଥ ଧଳ)ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ପ୍ରତିବର୍ଷ ଜିଲାସ୍ତରୀୟ ପ୍ରଶାସନିକ କମିଟିର ବୈଠକ ହେଉଛି ା ବୈଠକରେ ଚିରାଚରିତ ଢ଼ଙ୍ଗରେ ବିପର୍ଯ୍ୟୟ ସମୟରେ ଏହାର ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। ଏଥିରେ ବିପର୍ଯ୍ୟୟ ସମୟରେ ପ୍ରାକ୍‌ ପ୍ରସ୍ତୁତି, ଉଦ୍ଧାର, ଥଇଥାନ, କ୍ଷତିଭରଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri