ରାଜ୍ୟ

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ ପ୍ରାୟ ସାତମାସ ହେବ ଏକ ଗୋଠଛଡା ଦନ୍ତା ଦୁଇଶହରୁ ଊର୍ଦ୍ଧ୍ୱ ଘର ଭାଙ୍ଗି ସାରିଥିବା…

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ କେନ୍ଦୁଝର ସର୍କିଟ ହାଉସରେ ପାଟଣା ସାହାରପଡା ବିକାଶ ମଞ୍ଚର ଏକ ପ୍ରତିନିଧିମଣ୍ଡଳୀ ୨…

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ, କ୍ରୀଡ଼ାବିତ୍‌ ତଥା ବିଶିଷ୍ଟ ଲୋକଙ୍କ ସହିତ ମର୍ନି ଓ୍ବାକ୍‌ କରିବା ସହ ଚା’ପେ ଚର୍ଚ୍ଚା…

ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ କଲା କଂଗ୍ରେସ

ଭୁବନେଶ୍ୱର,୨୧।୯: ଭରତପୁର ଥାନା କାଣ୍ଡ ପ୍ରତିବାଦରେ ଶନିବାର କଂଗ୍ରେସ ଅଣ୍ଡା ଟମାଟୋ ମାଡ଼ କରିଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ପାଇଁ ଯିବା ବେଳେ ଅଣ୍ଡା ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ କରିଥିବା ପୋଲିସ ଉପରକୁ ଅଣ୍ଡା, ଟମାଟୋ ମାଡ଼ ହୋଇଛି। ବ୍ୟାରିକେଡ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ ରିଲିଫ୍‌ ନୁହେଁ, ଏହାକୁ ବିପର୍ଯ୍ୟୟ ଅଧିକାର ରାଶି କୁହାଯିବ। ଏନେଇ ରାଜସ୍ବ ବିଭାଗ ପକ୍ଷରୁ…

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ ଓଢ଼ଣୀ ବନ୍ଧାଥିବା ଜଣେ ଯୁବକ ଏବଂ ଜଣେ ଯୁବତୀଙ୍କ ମୃତଦେହ ଝୁଲୁଥିବାର ସ୍ଥାନୀୟ ଲୋକମାନେ…

ଥାନାକୁ ଆସିବା ପୂର୍ବରୁ ମେଜର-ବାନ୍ଧବୀଙ୍କ ଭିଡିଓ ଭାଇରାଲ, କିଛି ରୋଡ୍‌ ରୋମିଓ…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାକୁ ଜଣେ ମେଜର ଏବଂ ତାଙ୍କ ବାନ୍ଧବୀ ଏତଲା ଦେବାକୁ ଆସି ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଆଜି ମଧ୍ୟ ଏକ ଭିଡିଓ ସୋସିଆଲ…

ଆମେରିକାରେ ଅଚ୍ୟୁତ ସାମନ୍ତଙ୍କ ନାମରେ ଖୋଲିବ ଗବେଷଣା କେନ୍ଦ୍ର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଆମେରିକାର ସରକାରୀ ବିଶ୍ୱବିଦ୍ୟାଳୟ ସିଟି ୟୁନିଭର୍ସିଟି ଅଫ୍‌ ନ୍ୟୁୟର୍କ(କ୍ୟୁନି)ରେ ଶିକ୍ଷାବିତ୍‌, ସାମାଜିକ କର୍ମୀ ତଥା କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନାମରେ ଗବେଷଣା କେନ୍ଦ୍ର ଖୋଲିବ। ଆସନ୍ତା ମାସରେ ‘ଅଚ୍ୟୁତ ସାମନ୍ତ ଇଣ୍ଡିଆ ଇନିସିଏଟିଭ ଅଫ୍‌ ଦି…

ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…

ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା କଟାକଟିର ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ମେଜର ଠିଆ ହୋଇ ରିପୋର୍ଟ…

‘ଶାରଳା ପୁରସ୍କାର’ ଘୋଷଣା: ଚଳିତବର୍ଷ ଏହି ମହିଳାଙ୍କୁ ମିଳିବ ପୁରସ୍କାର

ଭୁବନେଶ୍ୱର,୨୧ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଚଳିତବର୍ଷ ବିଶିଷ୍ଟ ଲେଖିକା ସରୋଜିନୀ ସାହୁ ପାଇବେ ୪୫ତମ ‘ଶାରଳା ପୁରସ୍କାର’। ୨୦୧୯ରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ଅକ୍ଟୋବର ୨୬ରେ…

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ଦିଆଯାଇଥିବା…

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି। ସବୁଆଡୁ ପୋଲିସକୁ ନିନ୍ଦା କରାଯାଉଥିଲା ବେଳେ ଓଡ଼ିଶାରେ ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଥିବା କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?