ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ
କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି । ସେହିପରି କଲ୍ ଡିଟେଲରୁ ମଧ୍ୟ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ପାଇଛି ପୋଲିସ…
ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…
କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା ଯୁବକଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ପୋଲିସ ଖବର ପାଇ ଘଟଣା ସ୍ଥଳରେ…
ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….
ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ ଅଙ୍କୁରା ଗ୍ରାମର ବିଜୟ ନାଏକ । କେନ୍ଦୁଝର ଜିଲା ପାଟଣା ବ୍ଲକ ଅଙ୍କୁରା…
ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍ ଅଧିକାରୀଙ୍କ ଇସ୍ତଫା
ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍ର ଆଇପିଏସ୍ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ ସରକାରଙ୍କୁ ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ବ୍ୟକ୍ତିଗତ କାରଣ ପାଇଁ ସେ ଚାକିରି…
ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା
ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି ଦକ୍ଷିଣ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଛତିଶଗଡ଼ ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି। ସୋମବାର…
ଭାଜପାରେ ମିଶିଲେ କର୍ଲାମୁଣ୍ଡା ବ୍ଲକର ୩ ମହିଳା ସରପଞ୍ଚ
କର୍ଲାମୁଣ୍ଡା,୬ା୭ (ପ୍ରଦୀପ କୁମାର ସାହୁ): ଭବାନୀପାଟଣାଠାରେ ଭାଜପା ପକ୍ଷରୁ ଆୟୋଜିତ ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ଜୟନ୍ତୀ ସମାରୋହ ଅବସରରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାର ବହୁ ସରପଞ୍ଚ, ସମିତି ସଭ୍ୟ, ବରିଷ୍ଠ ନେତା ଭାଜପାରେ…
ବିବାହିତାଙ୍କୁ କଲେ ଦ୍ଵିତୀୟ ବିବାହ: ସ୍ବାମୀଙ୍କ ଫୋନରୁ ଅନ୍ତରଙ୍ଗ ଭିଡିଓ ଭାଇରାଲ କଲେ ପ୍ରଥମ ସ୍ତ୍ରୀ , ଡରିକି ଏମିତି …
ଦିଗପହଣ୍ଡି,୬|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ରହୁଥିବା ଜଣେ ବିବାହିତା(୩୦)ଙ୍କୁ ପ୍ରେମ କରି ଦ୍ଵିତୀୟ ବିବାହ କରିବା ପରେ କୁକୁଡ଼ାଖଣ୍ଡି ବ୍ଲକ ଅଧିନ ଏକ ଗାଁର ଶିବଶଙ୍କର ନାୟକ(୨୮) ତାଙ୍କୁ ଧୋକା ଦେଇଥିବା ଅଭିଯୋଗ…
କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍
ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ ୨୪ଅଭିଯୁକ୍ତଙ୍କ ଟେଷ୍ଟ ଆଇଡେଣ୍ଟିଫିକେଶନ (ଟିଆଇ) ପରେଡ୍ କରାଯାଇଛି। ୧ମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ୍…
କାଲି ଖୋର୍ଦ୍ଧା ରୋଡ୍ ଡିଭିଜନ୍ରେ ୮ ମେମୁ ଟ୍ରେନ୍ ବାତିଲ: ଜାଣନ୍ତୁ କାହିଁକି…
ଭୁବନେଶ୍ୱର, ୬।୭: ଯାତ୍ରୀମାନଙ୍କ ପାଇଁ ଜରୁରୀ ସୂଚନା। ମାଳତୀପାଟପୁର ଓ ପୁରୀ ଷ୍ଟେସନ ମଧ୍ୟରେ ଚାଲିଥିବା ଆଧୁନିକୀକରଣ ଓ ରେଳ ଭିତ୍ତିଭୂମି ଉନ୍ନୟନ କାର୍ଯ୍ୟ ପାଇଁ ଆସନ୍ତାକାଲି ଖୋର୍ଦ୍ଧା ରୋଡ୍ ରେଳ ଡିଭିଜନ୍ର ୮ଟି ମେମୁ ଟ୍ରେନ୍କୁ ବାତିଲ କରାଯାଇଛି। ରେଳବାଇ…
Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍ଘାଟନ
ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପୁରୀ ରେଳଷ୍ଟେଶନରୁ ଏହାର ଶୁଭାରମ୍ଭ କରିଛନ୍ତି। ଫଳରେ ଜନସାଧାରଣଙ୍କ…
ଏନ୍ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍ଆଇଆର୍
ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ ଜଗତସିଂହପୁର ଥାନାରେ ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଏବଂ ARSS କମ୍ପାନୀର ପ୍ରୋଜେକ୍ଟ ମ୍ୟାନେଜରଙ୍କ…
୯ରେ ଖୋଲିବ ହୀରାକୁଦ ଗେଟ୍
ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ ପୂର୍ବାହ୍ନ ୧୧ଟାରେ ଚଳିତ ମୌସୁମୀ ଋତୁର ପ୍ରଥମ ବନ୍ୟାଜଳ ମହାନଦୀକୁ ଛଡ଼ାଯିବ ବୋଲି…

