ଭାଜପାରୁ ବିଦା ହେଲେ ୭ ବଡ଼ ନେତା
ଭୁବନେଶ୍ୱର,୧୧।୫: ଦଳ ବିରୋଧୀ କାର୍ଯ୍ୟ ପାଇଁ ୭ ନେତାଙ୍କୁ ଭାଜପାରୁ ବହିଷ୍କୃତ କରାଯାଇଛି। ଖୋର୍ଦ୍ଧାର କାଳୁ ଖଣ୍ଡାୟତରାୟଙ୍କୁ ଭାଜପା ବହିଷ୍କୃତ କରିଛି। ସେହିପରି ବଡମ୍ବାର ବିଜୟ ଦଳବେହେରା, ସତ୍ୟବାଦୀର କାମାକ୍ଷା ପ୍ରଧାନ ବି ବହିଷ୍କୃତ ହୋଇଛନ୍ତି। ମୋଟ ୭ ଜଣ ନେତାଙ୍କୁ…
ଓଡିଶାରେ ଡବଲ ଇଞ୍ଜିନ ସରକାର ହେବ: ମୋଦି
ଫୁଲବାଣୀ,୧୧।୫(ରାକେଶ କୁମାର ରାଉତ): କନ୍ଧମାଳ ଷ୍ଟାଡିୟମରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି। ଏହି ସମାବେଶରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହ ଓଡିଶାରେ ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଆହ୍ବାନ…
ଝିଅ ପ୍ରେମ ବିବାହ କରିବାରୁ ବାପା ହାରିଲେ ଜୀବନ
ତିହିଡ଼ି,୧୧ା୫(ସଞ୍ଜିତ ବଳ): ଝିଅର ପ୍ରେମ ବିବାହ ପରେ ବାପା ମାନସିକ ଭାରସାମ୍ୟ ହରାଇ ଟ୍ରେନ୍ ଲାଇନରେ ଆତ୍ମହତ୍ୟା ଭଳି ଏକ ଚରମ ନିଷ୍ପତ୍ତି ନେଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ-ଧାମରା ରେଳପଥର କନ୍ଦପୁର ନିକଟରେ। ମୃତକ ହେଲେ ହେମନ୍ତ…
ଜୀବନ ସାରା ଭୁଲିବି ନାହିଁ ଓଡ଼ିଶାବାସୀଙ୍କ ଆଶୀର୍ବାଦର ଋଣ: ମୋଦି
ନୂଆଦିଲ୍ଲୀ/କନ୍ଧମାଳ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ କନ୍ଧମାଳରେ ପହଞ୍ଚିଛନ୍ତି। ସେଠାରେ ସେ ଲୋକଙ୍କୁ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ ଆଜି ମୁଁ ନିଜକୁ ସୌଭାଗ୍ୟବାନ ମନେକରୁଛି ଯେ ମୁଁ କନ୍ଧମାଳକୁ ଆସିବା ମାତ୍ରେ ମୋତେ ଏପରି…
ଦିବ୍ୟ ଶଙ୍କରଙ୍କ ପ୍ରଚାର ଶୋଭାଯାତ୍ରା ବେଳେ ବିଜେଡି-ଭାଜପା କର୍ମୀ ମୁହାଁମୁହିଁ
ଜୁନାଗଡ଼,୧୧ା୫(ସୁନୀଲ କୁମାର ସିଂହ): ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଚାରର ଶେଷ ଦିନ ଥିବାରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଲାଗି ପଡିଛନ୍ତି। ଏହାରି ଭିତରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡ଼ା ଗ୍ରାମରେ…
ନବୀନଙ୍କୁ ମୋଦିଙ୍କ ବଡ଼ ଚ୍ୟାଲେଞ୍ଜ, କାଗଜରେ ଲେଖି ପାରିବ…
ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା ମେଗା…
ରତ୍ନଭଣ୍ଡାରକୁ ନେଇ ମୋଦିଙ୍କ ବଡ଼ ଖୁଲାସା, କହିଲେ ବିଜେଡି…
ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ୨ ଦିନିଆ ଗସ୍ତରେ ଶନିବାର ଫୁଲବାଣୀରେ ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ‘ଜୟ ଜଗନ୍ନାଥ’ ଓ ‘ଜୟ ଶ୍ରୀରାମ’ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି। ଏହାପରେ ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ହୋଇଥିବା ମେଗା…
ନିର୍ବାଚନ ପାଇଁ ଜିଲାର ସମସ୍ତ ସରକାରୀ ଅଧିକାରୀ, କର୍ମଚାରୀଙ୍କ ଛୁଟି ବାତିଲ
କଟକ,୧୧।୫ (କାର୍ତ୍ତିକ ସାହୁ): ଚଳିତ ନିର୍ବାଚନ ପାଇଁ ଶନିବାର ଓ ରବିବାର ସମେତ ସମସ୍ତ ସାଧାରଣ ଛୁଟିକୁ ବାତିଲ କରାଯାଇଛି। ଫଳରେ ଶନିବାର ଓ ରବିବାର ପଡୁଥିବା ମେ’ ମାସର ୧୧, ୧୨, ୧୯, ୨୩, ୨୫, ୨୬, ୩୦ ଓ…
କନ୍ଧମାଳ ଗସ୍ତ ପୂର୍ବରୁ ପୁଣି ଟୁଇଟ୍ କଲେ ପ୍ରଧାନମନ୍ତ୍ରୀ, କହିଲେ ଏଥର ନିର୍ବାଚନରେ…
ଭୁବନେଶ୍ୱର,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ଓଡ଼ିଶାର ୩ ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ତେବେ କନ୍ଧମାଳ ଗସ୍ତ…
ଛାତ ନ ପଡ଼ି ଫାଇନାଲ ବିଲ୍
ପାଟଣା,୧୧ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ବୁଢ଼ିକାପୁଡ଼ି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହା ଦୁର୍ନୀତି ହୋଇଛି। ଏ ନେଇ ଖୋଦ ସରପଞ୍ଚ ମମତାମୟୀ ନାଏକ ଶୁକ୍ରବାର ପାଟଣା ବିଡିଓଙ୍କଠାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ବିଡିଓ ଶିବ…
ପୁଣି ଖସିଲା ବେରିଂ, ଭାରିଯାନ ଚଳାଚଳ ବନ୍ଦ
ଆନନ୍ଦପୁର,୧୧ା୫(ଉମେଶ ଚନ୍ଦ୍ର ପାଢ଼ୀ/ସୁଶାନ୍ତ କୁମାର ସାହ): କେନ୍ଦୁଝର ଜିଲା ଆନନ୍ଦପୁରର ବୈତରଣୀ ସେତୁ ବିପଦସଙ୍କୁଳ ଅବସ୍ଥାରେ ରହିଛି। ପୂର୍ବରୁ ସେତୁର ୫ ନଂ. ସ୍ପାନ୍ ବେରିଂ ଖସିଥିଲା। ଏବେ ପୁଣି ୭ ନଂ. ବେରିଂ ଖସିବାରୁ ଭାରିଯାନ ଚଳାଚଳ ଉପରେ ରୋକ…
ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଥମିବ ପ୍ରଚାର
ଭୁବନେଶ୍ୱର,୧୧।୫: ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ଅନୁଷ୍ଠିତ ହେବ। ତେବେ ମତଦାନ ପାଇଁ ଆଜି ପ୍ରଚାର ସରିବ । ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକ ସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ…
Archives


