ନାମାଙ୍କନ ଦାଖଲ ବେଳେ ସାମ୍ନାକୁ ଆସିଲା ବଡ଼ ସତ୍ୟତା, ବର୍ଷାଙ୍କର ରହିଛି ୮ ନାଁ
ଭୁବନେଶ୍ୱର,୧୧।୫: ବଡ଼ଚଣା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶୁକ୍ରବାର ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବର୍ଷା ଦାଖଲ କରିଥିବା ସତ୍ୟପାଠ ଏବେ ବିଜେଡିର ନିଦ ହଜାଇ ଦେଇଛି। ବର୍ଷାଙ୍କ ବିଭିନ୍ନ ସରକାରୀ ରେକର୍ଡରେ ଭିନ୍ନ ଭିନ୍ନ…
ଆଜି ୩ଜିଲାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମାରାଥନ ପ୍ରଚାର
ଭୁବନେଶ୍ୱର,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ପରିପ୍ରେକ୍ଷୀରେ ଶନିବାର ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶାର ୩ଜିଲା ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡ଼ରେ ନିର୍ବାଚନୀ ପ୍ରଚାର କରିବେ। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦି ସକାଳ…
ଇନ୍ଷ୍ଟାଗ୍ରାମ୍ରେ ପାଣ୍ଡିଆନ୍
ଭୁବନେଶ୍ୱର, ୧୧।୫(ଅନିଲ ଦାସ): ସାମାଜିକ ଗଣମାଧ୍ୟମ ଇନ୍ଷ୍ଟାଗ୍ରାମ୍ରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଦଳର ନିର୍ବାଚନ ଇସ୍ତାହାର ସମ୍ପର୍କରେ ଯୁବପିଢ଼ିଙ୍କୁ ସୂଚନା ଦେଇ ଭୋଟ ଭିକ୍ଷା କରୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ସେ ଏକ ମୋଟରସାଇକେଲରେ ଆସି ହେଲ୍ମେଟ…
ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍
ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ ଦୃଷ୍ଟିରେ ରଖି ବିଜେଡିର ନିର୍ବାଚନୀ ଇସ୍ତାହାରରେ ବିକଶିତ ଓଡ଼ିଶାର ଚିତ୍ର ପ୍ରତିଫଳିତ ହେଉଛି।…
ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି
ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର ରାଜନୈତିକ ମାହୋଲରେ ଭିନ୍ନ ଏକ ଚିତ୍ର ଦେଖିବାକୁ ମିଳିଥିଲା। ପ୍ରତିଦିନ ବିଜେଡି ଭାଜପା ମଧ୍ୟରେ…
ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଆପଣମାନଙ୍କୁ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣାରେ ବିଜୁଳି…
ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ
ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ଓଡ଼ିଶାରେ ଭାଜପା ସରକାର ଆସିଲେ ରାମ ରାଜ୍ୟ ହେବ ବୋଲି ପ୍ରତିଶ୍ରୁତି…
ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ
ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ୪ କି.ମି. ଚାଲି ଚାଲି ଡାକ୍ତରଖାନା ଗଲେ ଗର୍ଭବତୀ ମହିଳା। ଏଭଳି ଏକ…
ଓଡ଼ିଶାରେ ଆସିବ ଟର୍ନିଂ ପଏଣ୍ଟ: ମୋଦି
ଓଡ଼ିଶାରେ ଓଡ଼ିଆ ଅସ୍ମିତା ପ୍ରତି ବିପଦ ଦେଖାଦେଇଛି। ଏଠାରେ ରାଜା ମହାରାଜା ବେଳର ସ୍ଥିତି ବଳବତ୍ତର ରହିଛି। ତେଣୁ ଲୋକେ ପରିବର୍ତ୍ତନ ଚାହୁଁଛନ୍ତି। ଚଳିତ ନିର୍ବାଚନରେ ଓଡ଼ିଶାରେ ଟର୍ନିଂ ପଏଣ୍ଟ ଆସିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱରରେ ରୋଡ୍…
ବୁଲାଣି ରାସ୍ତାରେ ୨ ବସ୍ ମୁହାଁମୁହିଁ: ଡ୍ରାଇଭରଙ୍କ ଜୀବନ ଗଲା, ୩୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ସୋନପୁର,୧୦।୫(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ଉଲୁଣ୍ଡା ବ୍ଲକସ୍ଥିତ ଡୁଡୁପାଲି ଛକରେ ଶୁକ୍ରବାର ରାତିରେ ସଡକ ଦୁର୍ଘଟଣା ଘଟିଛି। ବୁଲାଣି ରାସ୍ତାରେ ୨ ଯାତ୍ରୀବାହୀ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭରଙ୍କ ନାମ…
ୟୁଜିସି-ଏନ୍ଇଟି ଆବେଦନ ଅବଧି ବଢ଼ିଲା
ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଅବଧିକୁ ଆଉ ୫ଦିନ ବୃଦ୍ଧି କରାଯାଇଛି। ଏ ନେଇ ଶୁକ୍ରବାର ଏନ୍ଟିଏ ପକ୍ଷରୁ ସୂଚନା…
ମେଣ୍ଟକୁ ନେଇ ସଫାସଫା କହିଦେଲେ ମୋଦି, ଜାତୀୟ ଗଣମାଧ୍ୟମରେ ଚହଳ
ଭୁବନେଶ୍ୱର,୧୦।୪: ରାଜଧାନୀ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ଏହି ରୋଡ ଶୋ’ ପରେ ମେଣ୍ଟକୁ ନେଇ ଜାତୀୟ ଗଣମାଧ୍ୟମରେ ବଡ଼ ବୟାନ ଦେଇଛନ୍ତି ମୋଦି। ଯାହାପରେ ରାଜ୍ୟ ରାଜନୀତି ସରଗରମ ହୋଇ ଉଠିଛି। ଗତ…
Archives


