ରାଜ୍ୟ

କେବେ ମିଳିବ ବର୍ଦ୍ଧିତ ଭତ୍ତା, ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୨ା୭: ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଭତ୍ତା ୩ ହଜାରକୁ ବୃଦ୍ଧି ନିଷ୍ପତ୍ତି ହୋଇଛି, ସେଥିପାଇଁ ପ୍ରସ୍ତୁତି ଚାଲିଛି।…

ଲକ୍ଷ୍ମୀ ବସ୍‌ ପରେ ବଦଳିବ ‘ମୋ ବସ୍‌’ର ନାଁ! ଜାଣନ୍ତୁ…

ଭୁବନେଶ୍ୱର,୨ା୭: ରାଜ୍ୟରେ ଭାଜପା ସରକାର ଆସିବା ପରେ ସବୁ ପରିବର୍ତ୍ତନ ହେଉଛି। ଏସବୁ ମଧ୍ୟରେ ଲକ୍ଷ୍ମୀ ବସ୍‌ର ନାଁ ମଧ୍ୟ ପରିବର୍ତ୍ତନ କରାଯାଇ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ ବୋଲି ପରିବହନ ମନ୍ତ୍ରୀ ଘୋଷଣା କରିଥିବା ବେଳେ ଏବେ ଏହାର ରଙ୍ଗ…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପାଖରେ ନବ ଦାସଙ୍କ ପୁଅ ବିଶାଳ: ଫଟୋକୁ ନେଇ ବଢ଼ୁଛି ଚର୍ଚ୍ଚା

ଭୁବନେଶ୍ୱର,୨।୭: ବର୍ତ୍ତମାନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସ୍ବର୍ଗତ ନେତା ନବ ଦାସଙ୍କ ପୁଅ ତଥା ବିଜେଡି ନେତ୍ରୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ଫଟୋକୁ ନେଇ ଚର୍ଚ୍ଚା ଚାଲିଛି। ଫଟୋରେ ଏହା ଦେଖିବାକୁ ମିଳୁଛି ଯେ, ଧର୍ମେନ୍ଦ୍ର ରାତ୍ରିଭୋଜନ…

ସ୍ବାସ୍ଥ୍ୟ ବିଭାଗର କଡ଼ା ନିର୍ଦ୍ଦେଶ: ବଳାତ୍କାର ପୀଡିତାଙ୍କ ତୁରନ୍ତ ସ୍ବାସ୍ଥ୍ୟ ଯାଞ୍ଚ୍‌ କର

ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଦେଶରେ ଲାଗୁ ହୋଇଥିବା ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏନ୍‌ଏସ୍‌ଏସ୍‌)ର ୧୮୪ ଧାରା ଅନୁସାରେ ବଳାତ୍କାର କିମ୍ବା ବଳାତ୍କାର ଉଦ୍ୟମର ଶିକାର ହୋଇଥିବା ମହିଳାଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ଅଣସର ଘରେ  ମହାପ୍ରଭୁ:  ଆଜି ଶ୍ରୀଜିଉଙ୍କୁ ଲାଗି ହେବ ଦଶମୂଳ ମୋଦକ

ପୁରୀ,୨।୭: ଅଣସର ଘରେ  ମହାପ୍ରଭୁ। ତାଙ୍କୁ ସୁସ୍ଥ କରିବାକୁ ଲାଗିପଡ଼ିଛନ୍ତି ରାଜବୈଦ୍ୟ। ଏ ନେଇ ପବିତ୍ର ଏକାଦଶୀ ତିଥିରେ  ମଙ୍ଗଳବାର ଶ୍ରୀଜିଉମାନଙ୍କୁ ଦଶମୂଳ ମୋଦକ ଲାଗି ହେବ । ଅତ୍ୟନ୍ତ ନିଷ୍ଠା ଓ ପବିତ୍ରତାର ସହ ରାଜବୈଦ୍ୟଙ୍କ ଘରେ ଏହି  ଦଶମୂଳମୋଦକ…

ମୁଖ୍ୟମନ୍ତ୍ରୀଙ୍କୁ ପାଖରୁ ପାଇ ଗୁହାରି ଜଣାଇବା ବଡ଼କଥା

ଭୁବନେଶ୍ୱର,୨ା୭(ଅନିଲ ଦାସ):ଦୀର୍ଘବର୍ଷ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବା ଖବର ପ୍ରସାରିତ ହେବା ପରେ ସାରା ରାଜ୍ୟରୁ ନିଜର ସମସ୍ୟା ନେଇ ବହୁ ଲୋକ ରାଜଧାନୀକୁ ଛୁଟି ଆସିଥିଲେ । ସୋମବାର ସକାଳ ୯ଟାରୁ…

ଭାଜପା ଉପରେ ବର୍ଷିଲା ବିଜେଡି: ପ୍ରତିଶ୍ରୁତି ପ୍ରଥମ ପାଳନ କରୁ…

ଭୁବନେଶ୍ୱର,୨ା୭(ଅନିଲ ଦାସ):ରାଜ୍ୟରେ କ୍ଷମତାକୁ ଆସିବା ପରେ ନିର୍ବାଚନରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣକୁ ପ୍ରାଥମିକତା ଦିଆଯିବ ବୋଲି ଭାଜପା ସରକାର ସ୍ପଷ୍ଟ କରିଛନ୍ତି। ଯାହାକୁ ନେଇ ସୋମବାର ବିଜେଡି ପ୍ରତିକ୍ରିୟା ରଖିଛି। ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ କହିଛନ୍ତି, ଆଜି…

୧୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର, ୨।୭(ଅସମାପିକା ସାହୁ):ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ସୋମବାର ବର୍ଷା କମିଛି। ମଙ୍ଗଳବାର କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,…

ବଲେ ବଲେ ଢାବାକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ: ସିଲ୍‌ ହେବ ଢାବା

ଧର୍ମଶାଳା,୨ା୭ (ବଟକୃଷ୍ଣ ପରିଡା):ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ସିଲ୍‌ ହେବ ବୋଲି ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ସୋମବାର ସୂଚନା ଦେଇଛନ୍ତି। ନେଉଳପୁରସ୍ଥିତ ଧର୍ମଶାଳା ଭବନ ପରିସରରେ ଥିବା ଏହି ଢାବା ବେଆଇନ ଭାବେ ଚାଲିଥିବା ଦର୍ଶାଇ…

ରାଜ୍ୟ ସଭାରେ ଏହି ପ୍ରସଙ୍ଗ ଉଠାଇ କେନ୍ଦ୍ର ସରକାରଙ୍କୁ ଘେରିଲେ ବିଜେଡି ଏମ୍‌ପି

ଭୁବନେଶ୍ୱର,୨ା୭(ଅନିଲ ଦାସ) ବିଜେଡି ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ ରାଜ୍ୟ ସଭାରେ ଓଡ଼ିଶା ପ୍ରତି କେନ୍ଦ୍ର ଅବହେଳା ପ୍ରସଙ୍ଗ ଉଠାଇଛନ୍ତି। ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ସେ କହିଛନ୍ତି, ସ୍ବାଧୀନତା ପରଠାରୁ…

ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨ା୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ ନାମଲେଖା ନିମନ୍ତେ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼ାଯାଇଥିବା…

ରଥଯାତ୍ରାରେ ଜଗିବେ ୧୮୦ ପ୍ଲାଟୁନ ଫୋର୍ସ

ପୁରୀ,୧।୭: ଆଉ କିଛି ଦିନ ପରେ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା। ଏନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥର ରଥଯାତ୍ରାରେ ୧୮୦ ପ୍ଲାଟୁନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri