ରାଜ୍ୟ

କେନ୍ଦ୍ରାପଡ଼ା କେନାଲ ବନ୍ଧରେ ୧୨ଫୁଟର ଘାଇ

ଡେରାବିଶ,୯ା୫(ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ମୁଖ୍ୟ କେନାଲ ଶାଖାର ୮ ନଂ. କେନାଲ ବନ୍ଧରେ ମଙ୍ଗଳବାର ସନ୍ଧ୍ୟାରେ ୧୨ଫୁଟ୍‌ର ଘାଇ ସୃଷ୍ଟି ହୋଇଛି। ଫଳରେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଏଣ୍ଡର ପଞ୍ଚାୟତ ଏଣ୍ଡର ଗ୍ରାମ ନିକଟ ୪୦ହେକ୍ଟର ଚାଷ ଜମି ଜଳମଗ୍ନ…

ଥିଲାବାଲାଙ୍କୁ କାର୍ଡ, ଗରିବଙ୍କୁ ମିଳୁନି ରାଶନ

ପଟ୍ଟାମୁଣ୍ଡାଇ,୯ା୫ (କଳ୍ପତରୁ ନାୟକ)ଦେଶରେ କେହି ଭୋକିଲା ରହିବେ ନାହିଁ। ପେଟ ପାଇଁ ଆଉ କେହି ଭିକ୍ଷାବୃତ୍ତି କରିବେ ନାହିଁ। ଏ ନେଇ ୨୦୧୩ରେ କେନ୍ଦ୍ର ସରକାର ଖାଦ୍ୟ ସୁରକ୍ଷା ଆଇନ ପ୍ରଣୟନ କରିଥିଲେ। ଏହି ଆଇନ ବଳରେ ଓଡ଼ିଶାର ସାଢ଼େ ୪…

ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ରୁଦ୍ର ମହାରଥୀଙ୍କ ସ୍ତ୍ରୀ

ପୁରୀ, ୯ା୫(ଅଜିତ୍‌ ମହାନ୍ତି)ଆସନ୍ତା ୨୫ତାରିଖରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ହେବ। ପିପିଲି ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ରୁଦ୍ରପ୍ରତାପ ମହାରଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ସେହିପରି ତାଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ…

ଉଚ୍ଚ ଶିକ୍ଷାନୁଷ୍ଠାନରେ ଇ-ସିଗାରେଟ୍‌ ରୋକାଯାଉ

ଭୁବନେଶ୍ୱର, ୯।୫(ଅସମାପିକା ସାହୁ)ପରିବର୍ତ୍ତିତ ସମାଜରେ ଟେକ୍ନୋଲୋଜିର ବ୍ୟବହାର ବଢ଼ୁଛି। ଆଉ ଏଥିରେ ଯୁବପିଢ଼ିଙ୍କ କାର୍ଯ୍ୟଶୈଳୀ ବି ବଦଳୁଛି। ଅନେକ କଲେଜ ପଢୁଆ ଯୁବପିଢ଼ି ଏବେ ସିଗାରେଟ୍‌ ଛାଡ଼ି ଇଲେକ୍ଟ୍ରୋନିକ୍ସ ବା ଇ-ସିଗାରେଟ୍‌କୁ ଆପଣାଉଛନ୍ତି, ଯାହାକୁ ନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଚିନ୍ତାପ୍ରକଟ…

ଓଡ଼ିଶାରେ ପରିବର୍ତ୍ତନ ପବନ ବହୁଛି: ରାଜନାଥ

ରାୟଗଡ଼ା,୯।୫(ଆଶିଷ ରଞ୍ଜନ ପଣ୍ଡା)ଏଥର ଓଡ଼ିଶାରେ ସରକାର ଗଠନ କରିବ ଭାଜପା। ରାଜ୍ୟର ବିକାଶ ପାଇଁ ଚଳିତ ନିର୍ବାଚନରେ ଓଡ଼ିଶାବାସୀ ଭାଜପାକୁ ବହୁଳ ଭୋଟ୍‌ରେ ବିଜୟୀ କରାଇବେ। ରାୟଗଡ଼ା ବାଇପାସ୍‌ ରାସ୍ତାସ୍ଥିତ ବାରିଝୋଲା ପଡ଼ିଆରେ ବୁଧବାର ଭାଜପାର ଜନସମାବେଶରେ ଯୋଗଦେଇ ଏଭଳି କହିଛନ୍ତି…

ବ୍ରହ୍ମପୁର ଗଣବଳାତ୍କାର: ୫ ଛାତ୍ର କୋର୍ଟ ଚାଲାଣ

ବ୍ରହ୍ମପୁର,୯ା୫(ସୁବାସ ଚନ୍ଦ୍ର ପାଢ଼ୀ)ବ୍ରହ୍ମପୁର ସହରରେ ଯୁକ୍ତ ୨ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାରେ ଗିରଫ ୫ ଜଣ କଲେଜ ଛାତ୍ରଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଇଞ୍ଜିନିୟରିଂ ଛାତ୍ର ରୁତୁନ କୁମାର ଦାଶ(୨୨), ଆକାଶ ନାୟକ (୨୬), ଜୁମନ ଗୌଡ଼…

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ ହୋଇଥିବା ବେଳେ ଗାଁରେ ନେଟ୍‌ଓ୍ବର୍କ ନ ଥିବାରୁ ଗାଁ ଛାଡୁଛନ୍ତି ଅଧିବାସୀ। ତେଣୁ ଭୋଟ…

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ ତାପମାତ୍ରାରେ ବିଶେଷ ବୃଦ୍ଧି ଘଟିବ ନାହିଁ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର…

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି। ସକାଳ ୧୦ଟା ସୁଦ୍ଧା ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି, ୧୦.୩୦ ପରେ ଆସିଲେ ବିଳମ୍ବ ବୋଲି…

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲହୋଇ ଏକ ସୁଖ ସଂସାର କରିବା ପାଇଁ ମାଲେଙ୍ଗାର ଏରିଆ ମାଓବାଦୀ କମିଟିର…

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋସକଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ…

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା। ଏହି ଅନ୍ଧାର ମଧ୍ୟରେ ଭକ୍ତମାନେ ଯାତାୟାତ କରିଥିଲେ। ବ୍ୟାକ୍‌ଅପ୍‌ କାମ କରି ନ ଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri