ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…
ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା ନେତାଙ୍କୁ ଦଳ ଏଠାରେ ଲଢ଼ିବାକୁ ବାଛିଛନ୍ତି। ଏହି ନିର୍ବାଚନରେ ହାଇ ଭୋଲ୍ଟେଜ୍ ଲଢ଼େଇ ଦେଖିବାକୁ…
‘ଫୋନ୍ରେ ଧମକ ଦେଉଛନ୍ତି ପ୍ରଶାନ୍ତ ଜଗଦ୍ଦେବ’
ଭୁବନେଶ୍ୱର,୮।୫: ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି। ବୁଧବାର ବିଜେଡିର ଏକ ପ୍ରତିନିଧି ଦଳ ଆସି ସିଇଓଙ୍କୁ ଭେଟିଛନ୍ତି। ମଙ୍ଗଳବାର ସେମାନେ ଯେଉଁ ପ୍ରସଙ୍ଗ ସହ କମିଶନଙ୍କ…
ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?
ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା ପାର୍ଟି ଏବଂ ବିଜୁ ଜନତା ଦଳ ଶିଙ୍ଘରେ ଶିଙ୍ଘ ଲଗାଇ ଲଢେଇ କରୁଥିବା ବେଳେ…
କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…
ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇ ସେଠାରୁ ସଡ଼କ ପଥରେ ଲାଲ୍ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଭାଜପାର ବିଜୟ…
ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ
ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍ବ ସୁନା ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି। ଏହି ଜବତ ସୁନାର ମୂଲ୍ୟ ପ୍ରାୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ…
ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା
ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରି ହଟହଟା ହୋଇଛନ୍ତି। ଏହି ଘଟଣା ବାସୁଦେବପୁର…
ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ
ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପା ନେତା ତଥା ଅଭିନେତା ଅଖିଳ ପଟ୍ଟନାୟକ…
ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍…
ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି ପ୍ରଶ୍ନ ଆଳରେ କଟାକ୍ଷ କରିଛନ୍ତି ଭି କେ ପାଣ୍ଡିଆନ୍। ବୁଧବାର ଏକ ଖବରଦାତା ସମ୍ମିଳନୀ…
ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ
ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ମଇଦାନକୁ ଓହ୍ଲାଇଛନ୍ତି। ଆଉ ତା’…
ବିଜେଡିକୁ କାଉଣ୍ଟର କରିବା ପାଇଁ ଭାଜପାର ପ୍ରେସମିଟ୍
ଭୁବନେଶ୍ୱର,୮।୫: ବିଜେଡି ନେତା କାର୍ତ୍ତିକ କାଣ୍ଡିଆନଙ୍କ ପାହାନ୍ତିଆ ପ୍ରେସମିଟ୍ ପରେ ଏହାର କାଉଣ୍ଟର ଆଟାକ୍ କରିଛି ଭାରତୀୟ ଜନତା ପାର୍ଟି। ଭାଜପାର ପ୍ରେସମିଟ୍ କରି ସମୀର ମହାନ୍ତି କହିଛନ୍ତି, ମୋଦି ଦେଶବାସୀଙ୍କ ୨୩୮ଟି ପ୍ରତିଶ୍ରୁତି ଦେଇଥିଲେ ସେଥିରୁ ଏଯାଏଁ ୨୨ ଟି…
ଭାଜପା ନେତା ଆଲେକଜାଣ୍ଡର ଦାସ ବିଜେଡିରେ ସାମିଲ
ଭୁବନେଶ୍ୱର,୮।୫: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ଭାଜପା ନେତା ଆଲେକଜାଣ୍ଡର ଦାସ ଶହ ଶହ ସମର୍ଥକ ସହିତ ବୁଧବାର ବିଜେଡିରେ ସାମିଲ ହୋଇଛନ୍ତି। ଦଳଡିଆଁଙ୍କୁ ଟିକେଟ୍ ଦେଇ ଭାଜପା ଅନେକ ଆସନରେ ଅଡ଼ୁଆର ସାମ୍ନା କରୁଛି । କୋରେଇରେ ଆକାଶ…
ବଢ଼ିଲା ଅନୁଭବଙ୍କ ଅଡୁଆ
କଟକ,୮।୫: ଅଭିନେତା ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କ ଅଡୁଆ ବଢିଛି। ବର୍ଷାଙ୍କ ନିର୍ଯାତନା ଅଭିଯୋଗ ମାମଲାରେ କଟକ ଜେଏମଏଫସି କୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନ ଖାରଜ କରିଦେଇଛନ୍ତି। ଅଭିଯୋଗ ମିଥ୍ୟା ଦର୍ଶାଇ ଡିସଚାର୍ଜ ପିଟିସନ ଦାୟର କରିଥିଲେ ଅନୁଭବ। ଅନ୍ୟପଟେ…
Archives


