ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨୦୨୬ ମସିହାରେ ହେବାକୁ ଯାଉଛି…
ଭୁବନେଶ୍ବର,୨୮।୧: ରାଜ୍ୟ ସଭା ପ୍ରସଙ୍ଗରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ବୟାନ ଦେଇଛନ୍ତି । ୨୦୨୬ ମସିହାରେ ବହୁତ କିଛି ହେବ ବୋଲି କହିଛନ୍ତି । ଅନେକଙ୍କୁ ପରୋକ୍ଷ ଭାବେ ସେ ଟାର୍ଗେଟ କରିଛନ୍ତି । ଯୋଗାଣ ମନ୍ତ୍ରୀ କହିଛନ୍ତି…
ଦିଗପହଣ୍ଡିରେ ବନ୍ଦ ପ୍ରଭାବ ଶୂନ୍ୟ: ସବୁ ଖୋଲା, ଗାଡ଼ି ଚଳାଚଳ ବି ସ୍ବାଭାବିକ
ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ଆଖପାଖ ଅଞ୍ଚଳରେ ନବ ନିର୍ମାଣକୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଡାକରା ଦିଆଯାଇଥିବା ୮ ଘଣ୍ଟିଆ ବନ୍ଦ ପାଳନ ପ୍ରଭାବ ଶୂନ୍ୟ ହୋଇଥିବା ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ଖୋଲା ଥିବାବେଳେ…
ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ
ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ ଅବରୋଧ କରିଥିଲେ। ପୂର୍ବତନ ପିସିସି ସଭାପତି ତଥା ମନ୍ତ୍ରୀ ପ୍ରସାଦ ହରିଚନ୍ଦନଙ୍କ ନିର୍ଦ୍ଦେଶକ୍ରମେ…
ବନ୍ଦରେ ମଲ ଭିତରେ ହଙ୍ଗାମା: ସାମଗ୍ରୀ ଫୋପାଡ଼ିଲେ…
ବଲାଙ୍ଗୀର,୨୮।୧:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ମିଳିତ ଚାଷୀ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବୁଧବାର ସକାଳେ ପିକେଟିଙ୍ଗ ସମୟରେ ଭାଗିରଥି ଛକ ନିକଟରେ ଥିବା ଏକ ମଲ ଖୋଲାଥିବା ଦେଖିବାକୁ ମିଳିଥିଲା। ଫଳରେ ଆନ୍ଦୋଳନକରୀମାନେ ମଲ…
କୋରାପୁଟରେ ବନ୍ଦର ପ୍ରଭାବ: ବଡ଼ ଗାଡିଚଳାଚଳ, ଦୋକାନବଜାର ବନ୍ଦ
କୋରାପୁଟ,୨୮।୧(ଅମିତାଭ ବେହେରା ): ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାକୁ ଉଭୟ କଂଗ୍ରେସ ଓ ବିଜେଡି ପକ୍ଷରୁ ସମର୍ଥନ ମିଳିଛି। ଏହି ବନ୍ଦ ଯୋଗୁ କୋରାପୁଟରେ ଆଂଶିକ ପ୍ରଭାବ ଦେଖାଯାଇଥିବାବେଳେ ବଡ଼ …
କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ
କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି। ଦୋକାନ ବଜାର, ବ୍ୟାଙ୍କ…
ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହନ ଅଚଳାବସ୍ଥା
କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର…
ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ
ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ ସଂଗଠନ ତରଫରୁ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଛନ୍ତି । ଫଳରେ ତୁରୁମୁଙ୍ଗା…
ବଂଶଧାରା ମହୋତ୍ସବରେ ଚାଲିଛି ଜୁଆଖେଳ, ଭିଡିଓ ସାମ୍ନାକୁ ଆସିବା ପରେ…
ଗୁଣପୁର,୨୮ା୧(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁରରେ ଆୟୋଜିତ ବଂଶଧାରା ବସନ୍ତ ମହୋତ୍ସବ ପରିସରରେ ଜୁଆଖେଳ ଚାଲିଥିବା ନେଇ ଗୁରୁତର ଅଭିଯୋଗ ହୋଇଛି। ଖାଲି ଏତିକି ନୁହେଁ, ସାମ୍ନାକୁ ଏକ ଭିଡିଓ ମଧ୍ୟ ଆସିଛି। ଆଲୋକିତ ଟେଣ୍ଟ ଭିତରେ ଏକ ଟେବୁଲ ଉପରେ…
ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, କହିଲେ ଅଜିତ ଜୀଙ୍କ…
ଭୁବନେଶ୍ୱର,୨୮ା୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସରେ ଶୋକ ପ୍ରକାଶ କରି କହିଛନ୍ତି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାରେ ଦେହାନ୍ତ…
ଜବରଦଖଲ ଉଚ୍ଛେଦ ପରେ ସ୍ବାସ୍ଥ୍ୟକେନ୍ଦ୍ର ଚାରିପାଖେ ପଡ଼ିଥିଲା କୁଢ଼କୁଢ଼ ଅଳିଆ: ହାତରେ ଝାଡ଼ୁଧରି ସଫାକଲେ ଡାକ୍ତର
ଦାରିଙ୍ଗବାଡ଼ି,୨୮।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବଜାରରେ ସ୍ବାସ୍ଥ୍ୟକେନ୍ଦ୍ରର ସମ୍ମୁଖରେ ଏକାଧିକ ହୋଟେଲ, ପନିପରିବା ଦୋକାନ ଆଦି ରହିଥିଲା। ତେବେ ଜବର ଦଖଲ ଉଚ୍ଛେଦ ପରେ ଉଠାଦୋକାନୀ ସେଠାରେ ପକାଇଥିବା କୁଢ଼କୁଢ଼ ଅଳିଆକୁ ବୁଧବାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ…
ଆଜି ଓଡ଼ିଶା ବନ୍ଦ: ଜାତୀୟ ରାଜପଥ ଅବରୋଧ, ଗାଡି ଚଳାଚଳ ଠପ୍
ଭଦ୍ରକ, ୨୮।୧(ସନାତନ ରାଉତ): ଭଦ୍ରକରେ ବନ୍ଦ ପାଳନ ଜୋରଦାର ହେଉଛି । ୧୬ ନମ୍ବର ଜାତୀୟ ରାଜପଥ ବନ୍ଦ ରହିଥିବାବେଳେ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି । ନବନିର୍ମାଣ କୃଷକ ସଂଗଠନର ଦାବି ଅନୁଯାୟୀ ଧାନର ଅଭାବୀ ବିକ୍ରି ,…
Archives


