ରାଜ୍ୟ

ନଦୀ ପାର ହେଉଥିଲେ: ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡ଼ା,୧୬।୯: କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅଧୀନ ଦିନିଆରି ଗାଁରେ ସୋମବାର ଏକ ଅଘଟଣ ଘଟିଛି। ନଦୀ ପାର ହେବା ବେଳେ ଜଣେ ବୃଦ୍ଧଙ୍କୁ ଝାମ୍ପି ନେଇଛି କୁମ୍ଭୀର। ନିଖୋଜ ବୃଦ୍ଧ ଜଣକ ହେଉଛନ୍ତି ଇଚ୍ଛାପୁର ଗାଁର ଅଜାମ୍ବର ନାୟକ। ଏହି…

ଅତିପ୍ରବଳ ବର୍ଷା: ହୋଇପାରେ ଭୂସ୍ଖଳନ, କାଲି ସକାଳଯାଏ….

ଭୁବନେଶ୍ବର,୧୬।୯: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଏହି ବର୍ଷା ଆହୁରି ଦୁଇ ଦିନ ଜାରି ରହିବ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମଙ୍ଗଳବାର ସକାଳ ଯାଏଁ…

ଆକାଉଣ୍ଟକୁ ୧ ଟଙ୍କା ଆସି ନ ଥିଲେ ସୁଭଦ୍ରା ଟଙ୍କା ପାଇବେ ନା ନାହିଁ: ଦ୍ୱନ୍ଦ୍ୱ ଦୂର କଲେ ଉପମୁଖ୍ୟମନ୍ତ୍ରୀ

ଭୂବନେଶ୍ୱର,୧୬।୯: ରାଜ୍ୟରେ ଏବେ ‘ସୁଭଦ୍ରା’ କ୍ରେଜ୍‌ ଚାଲିଛି। ଗାଁଠୁ ସହର ପର୍ଯ୍ୟନ୍ତ ସବୁଆଡେ ସୁଭଦ୍ରା ଯୋଜନାକୁ ନେଇ ଆଲୋଚନା ଚାଲିଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଭୁବନେଶ୍ୱର ଆସି ଏହି ଯୋଜନାର ଶୁଭାରମ୍ଭ କରିବେ। ସୁଭଦ୍ରା ହିତାଧିକାରୀ ପ୍ରଥମ କିସ୍ତିରେ ୫-୫…

ଆଳୁ ପିଆଜ ପରେ ବଢ଼ିଲା…

ଭୁବନେଶ୍ବର,୧୬।୯: ବଢୁଛି ଜରୁରୀ ସାମଗ୍ରୀର ଦାମ ବଢ଼ି ଚାଲିଛି । ଆଳୁ ପିଆଜ ପରେ ଏବେ ତେଲ ମହଙ୍ଗା ହୋଇଛି । କେନ୍ଦ୍ର ସରକାର ପାମୋଲିନ, ସୂର୍ଯ୍ୟମୁଖୀ ଏବଂ ସୋୟାବିନ ତେଲ ଉପରେ ଆମଦାନୀ ଶୁଳ୍କ ବଢ଼ାଇଥିଲେ ଯାହା ଗ୍ରାହାକଙ୍କ ଉପରେ…

କାଲି ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା, ଉପମୁଖ୍ୟମନ୍ତ୍ରୀ କହିଲେ ମୋବାଇଲକୁ ଆସୁଥିବା ଲିଙ୍କ୍‌ରେ…

ଭୁବନେଶ୍ୱର,୧୬ା୯: ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏନେଇ ସୁଭଦ୍ରା ହିତାଧିକାରୀଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି। ଆଉ କିଛି ମଧ୍ୟ ଦ୍ୱନ୍ଦ୍ୱ ଭିତରେ ରହିଛନ୍ତି ଯେ, ତାଙ୍କ ଆକାଉଣ୍ଟକୁ ପ୍ରଥମ କିସ୍ତି ଟଙ୍କା ଆସିବ କି…

ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌, ଆସନ୍ତାକାଲି…

ଭୁବନେଶ୍ୱର,୧୬ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ୧୭ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ନେଇ ବଡ଼ ଅପଡେଟ୍‌ ଆସିଛି। ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବାଠାରୁ ଆରମ୍ଭ କରି ପୁଣି ଦିଲ୍ଲୀ ଫେରିଯିବା ନେଇ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ ଆସନ୍ତାକାଲି…

୧୭ରେ ଭୁବନେଶ୍ୱରର ସମସ୍ତ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୫ା୯(ଶର୍ମିଷ୍ଠା ପାଣିଗ୍ରାହୀ): ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶରରେ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ। ରାଜଧାନୀରେ ବିପୁଳ ଜନସମାଗମକୁ ଦୃଷ୍ଟିରେ ରଖି ଭୁବନେଶର ମହାନଗର ନିଗମ (ବିଏମ୍‌ସି) ଅନ୍ତର୍ଗତ ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜକୁ ସମ୍ପୂର୍ଣ୍ଣ ଛୁଟି ଘୋଷଣା…

ତପ୍ତପାଣି ଘାଟିରେ ଦୁର୍ଘଟଣା: ଗଛରେ ପିଟିହେଲା ଯାତ୍ରୀବାହୀ ବସ୍‌

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ତପ୍ତପାଣି ଘାଟି ତଳେ ଥିବା ମା’ କନ୍ଧୁଣି ଦେବୀଙ୍କ ମନ୍ଦିର ନିକଟରେ ଘଟିଛି ଦୁର୍ଘଟଣା। ସୋମବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ପଦ୍ମାଳୟା ନାମକ ଯାତ୍ରୀବାହୀ…

ରାସ୍ତା ଉପରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି

ବାଲେଶ୍ୱର,୧୬।୯: ଲଗାଣ ବର୍ଷାରେ ବାଲେଶ୍ୱର ମୁଖ୍ୟ ରାସ୍ତାରେ ଫୁଟେ ଉଚ୍ଚର ପାଣି ଚାଲୁଛି। ନୂଆସାହି ଛକ ମୁଖ୍ୟରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ ବାଲେଶ୍ୱରରୁ ରେମୁଣା ଓ ଏନଏଚ-୧୬କୁ ସଂଯୋଗ କରୁଥିବା ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।…

ତିନି ତିନିଟା ଛୁଆଙ୍କ ସହ ରୋଗିଣା ସ୍ତ୍ରୀଙ୍କୁ ମେଡିକାଲରେ ଛାଡି ଚାଲିଗଲେ ସ୍ବାମୀ,ପରେ…..

ନୀଳଗିରି,୧୬।୯: ରୋଗିଣା ସ୍ତ୍ରୀ ଓ ୩ ପିଲାଙ୍କୁ ମେଡିକାଲରେ ଏକୁଟିଆ ଛାଡି ଚାଲିଗଲେ ସ୍ବାମୀ। ଟଙ୍କା ଆଣିବେ ବୋଲି କହି ଯାଇଚନ୍ତି ଯେ ଯାଇଛନ୍ତି। ମାସେ ହୋଇଗଲାଣି ଫେରିବାର ନାଁ ନାହିଁ। ତିନି ଝିଅ ଓ ରୋଗିଣା ସ୍ତ୍ରୀ କଥା ଯେମିତି…

ମଣିପାଲ୍‌ ହସ୍ପିଟାଲରେ ବୋନ୍‌ କ୍ୟାନ୍‌ସର ଚିକିତ୍ସା

ଭୁବନେଶ୍ୱର,୧୬।୯: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ଭୁବନେଶ୍ୱରର ଖଣ୍ଡଗିରିସ୍ଥିତ ମଣିପାଲ୍‌ ହସ୍ପିଟାଲରେ ବୋନ୍‌ କ୍ୟାନ୍‌ସର (ଅସ୍ଥିଶଲ୍ୟ କର୍କଟ) ରୋଗର ଚିକିତ୍ସା ଆସନ୍ତା ୧୯ ତାରିଖରୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ହେବ। ଦେଶର ବରିଷ୍ଠ ଅର୍ଥୋପେଡିକ୍‌ ଅଙ୍କୋଲଜିଷ୍ଟ୍‌ ଡା. ଶ୍ରୀମନ୍ଥ ବି.ଏସ୍‌. ଉକ୍ତ…

ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଟ୍ରାଫିକ କଡ଼ାକଡ଼ି: ଏସବୁ ରାସ୍ତା ଲାଗିଲା କଟକଣା, ଯାଉଥିଲେ…

ଭୁବନେଶ୍ୱର,୧୬।୯: ସୁଭଦ୍ରା ଶୁଭାରମ୍ଭ ପାଇଁ ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭୁବନେଶ୍ବର ଆସିବେ। ତାଙ୍କ ଗସ୍ତ ପାଇଁ ଟ୍ରାଫିକ କଟକଣା କରାଯାଇଛି। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଏହି କଟକଣା ରହିବ। କମିଶନରେଟ ପୋଲିସ ପକ୍ଷରୁ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?