ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର
ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ ଶୋଭାଯାତ୍ରାରେ ନିଜ ଦଳୀୟ ସମର୍ଥକଙ୍କ ସହ ଆସି କଟକ ସଦର ଉପଜିଲାପାଳଙ୍କ ନିକଟରେ ନାମାଙ୍କନ…
ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୬।୫: ଟିକେଟ୍ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଢେଙ୍କାନାଳ ଲୋକ ସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି। ନିମାପଡା ଟିକେଟ୍ କଟିବା…
ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ
କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ କରିଛନ୍ତି। ହାଇକୋର୍ଟ ମୃତ୍ୟୁଦଣ୍ଡକୁ ଆଜୀବନ ସଶ୍ରମ କାରାଦଣ୍ଡରେ ବଦଳାଇଛନ୍ତି। ହାଇକୋର୍ଟର ବିଚାରପତି ଏସ୍. କେ.…
୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ
ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏହି ରିପୋର୍ଟ…
ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା
ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏଡିଆର ଓ…
ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର
ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ ଭାବେ ହେଲିକପ୍ଟର ଅବତରଣ କରିଛି। ପାଗ ବଦଳିବା ପରେ ହେଲିକପ୍ଟର ଝାରସୁଗୁଡ଼ାରୁ ବାହାରିବ ବୋଲି…
ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା
ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏଡିଆର ଓ…
୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ
ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।…
ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି
ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି। ନାମାଙ୍କନ କରିବାକୁ ଯାଇଥିଲା ବେଳେ ୨ ନେତା ଓ ସମର୍ଥକ ହାତାହାତି ହୋଇଥିଲେ। ପରସ୍ପରଙ୍କ…
Video: ମୋଦିଙ୍କ ଦୃଢ଼ୋକ୍ତି ପରେ ନବୀନଙ୍କ କାଉଣ୍ଟର: ‘ଦିନରେ ସ୍ବପ୍ନ ଦେଖୁଛି ଭାଜପା’
ଭୁବନେଶ୍ୱର,୬।୫: ଓଡ଼ିଶାରେ ଭାଜପା ସରକାର ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଢ଼ୋକ୍ତି ପରେ ଭିଡିଓ ଜାରି କରି କାଉଣ୍ଟର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ”ବହୁତ ଦିନ ହେଲା ଭାଜପା ଦିନରେ ସ୍ବପ୍ନ ଦେଖୁଛି” ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ। ଏହାପୂର୍ବରୁ ସୋମବାର ବ୍ରହ୍ମପୁରରେ…
କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି
ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ…
ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବାକୁ ଭାଜପାର ଇସ୍ତାହାର ପ୍ରତିଶ୍ରୁତି: ପାଣ୍ଡିଆନ
ଭୁବନେଶ୍ୱର, ୬।୫(ସୁନିତ୍ ମିଶ୍ର):ରାଜ୍ୟ ଭାଜପା ପ୍ରକାଶ କରିଥିବା ଇସ୍ତାହାରକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ଭାଜପା ଇସ୍ତାହାରରେ ଧାନର ସହାୟକ ମୂଲ୍ୟ ୩୦୦୦ଟଙ୍କାକୁ ବୃଦ୍ଧି ଓ ଭତ୍ତାକୁ ୩୦୦୦ ଟଙ୍କାକୁ ବୃଦ୍ଧି ନିମନ୍ତେ ପ୍ର୍ରତିଶ୍ରୁତିକୁ କଟାକ୍ଷ କରି…
Archives


