ରାଜ୍ୟ

ଭିତରକନିକାରେ ୧ ଲକ୍ଷ ୩୦ ହଜାର ୧୨୩ ଦେଶୀୟ ପକ୍ଷୀ

ରାଜନଗର,୧୫ା୯(ଭାସ୍କର ରାଉତରାୟ): ପକ୍ଷୀବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ଆଗନ୍ତୁକ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ହୋଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତ ବର୍ଷଠାରୁ ବୃଦ୍ଧି ପାଇଛି। ଗତବର୍ଷ ଭିତରକନିକାରେ ୧,୨୩,୮୬୭ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ…

ସାଫ୍‌ରେ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କ ଚମକ

ଭୁବନେଶ୍ୱର, ୧୫।୯ (ତପନ ସ୍ବାଇଁ): ଚେନ୍ନାଇରେ ଶେଷ ହୋଇଥିବା ଜୁନିୟର ଦକ୍ଷିଣ ଏସୀୟ ଆଥ୍‌ଲେଟିକ୍ସ ଫେଡେରେଶନ୍‌ (ସାଫ୍‌) ଚାମ୍ପିୟନଶିପ୍‌ରେ ଭାରତ ଭଲ ପ୍ରଦର୍ଶନ କରିଛି। ମୋଟ ୪୮ ପଦକ ସହ ଭାରତ ଟେବୁଲର ଶୀର୍ଷସ୍ଥାନ ଅଧିକାର କରିଛି। ଓଡ଼ିଶାର ଯୁବ ଖେଳାଳିମାନେ…

ଆବେଦନ କଲାବେଳେ ତ୍ରୁଟି ହୋଇଛି ବୋଲି ଭାବୁଛନ୍ତି କି? ତେବେ କ’ଣ କରିବେ, ନ ହେଲେ ମିଳିବନି ଟଙ୍କା…

ଭୁବନେଶ୍ୱର,୧୪।୯: ସୁଭଦ୍ରା ଯୋଜନାକୁ ନେଇ ନୂଆ ଅପଡେଟ ସାମ୍ନାକୁ ଆସୁଛି । ବର୍ତ୍ତମାନର ସବୁଠୁ ବଡ଼ ଅପଡେଟ ହେଉଛି, ୧୭ ତାରିଖରେ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତି ଟଙ୍କା । ସେପ୍ଟେମ୍ବର ୧୫ ଭିତରେ ଆବେଦନ କରିଥିବା ମହିଳାଙ୍କୁ ମିଳିବ ଟଙ୍କା।…

ରାସ୍ତା, ନେଟ୍‌ୱର୍କ ନ ଥିବା ଗାଁରେ ସୁଭଦ୍ରା ପଞ୍ଜୀକରଣ କଷ୍ଟକର

ରାୟଗଡ଼ା, ୧୩।୯(ଭାଗ୍ୟଶ୍ରୀ ମିଶ୍ର)-ବାଣିଜ୍ୟ, ପରିବହନ ଇସ୍ପାତ ଏବଂ ଖଣି ମନ୍ତ୍ରୀ ଗତ ୭ ତାରିଖରେ ରାୟଗଡ଼ା ଜିଲାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ। ଏହି ଯୋଜନା ବିଷୟରେ ଲୋକଙ୍କୁ ସଚେତନ କରିବାକୁ ୬ଟି ରଥ ପ୍ରତ୍ୟେକ ବ୍ଲକ୍‌ ଭ୍ରମଣ କରୁଛି ।…

ମାଡି ଆସୁଛି ଅବପାତ…ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୪।୯ (ଅନୁରାଧା ମହାରଣା)- ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ବାଲାଂଦେଶ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୧୮ କିଲୋମିଟର ପ୍ରତି ଘଣ୍ଟା ବେଗରେ ଗତିକରି ଗାଙ୍ଗେୟ ପଶ୍ଚମିବଙ୍ଗ, କୋଲକାତା, ବଙ୍କୁରା, ଜାମସେଦପୁର ଓ ରାଞ୍ଚତ୍ରେ କେନ୍ଦ୍ରୀଭୂତ ହୋଇଛି।…

ପିଲାମାନଙ୍କ ପାଇଁ ଖୁସି ଖବର, ସୁଭଦ୍ରା ଯୋଜନା ଶୁଭାରମ୍ଭ ନିମନ୍ତେ ମଙ୍ଗଳବାର ସ୍କୁଲ-କଲେଜ ଛୁଟି ଘୋଷଣା

ଭୁବନେଶ୍ୱର,୧୪।୯: ପିଲାମାନଙ୍କ ପାଇଁ ଖୁସି ଖବର। ୧୭ ତାରିଖ ଅର୍ଥାତ୍‌ ମଙ୍ଗଳବାର ଛୁଟି ରହିବ ସ୍କୁଲ ଓ କଲେଜ। ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ନିମନ୍ତେ ସ୍କୁଲ-କଲେଜ ଛୁଟି ରହିବ। ଏହା କେବଳ ଭୁବନଶ୍ୱେର ପାଇଁ ଲାଗୁ ହେବ। ବିଏମସି ଅଞ୍ଚଳରେ…

RI, ICDS, ARI, AMIN, SFS ପରୀକ୍ଷା ପାଇଁ ଆସିଲା ଆଡମିଟ୍ କାର୍ଡ

ଭୁବନେଶ୍ୱର,୧୪।୯: ଓଡିଶା ସବ-ଅର୍ଡିନେଟ ଷ୍ଟାଫ ସିଲେସ୍କନ କମିଶନ ପକ୍ଷରୁ RI, ICDS, ARI, AMIN, SFS ପଦବୀ ପାଇଁ ଆଡମିଟ୍‌ କାର୍ଡ ପ୍ରକାଶ ପାଇଛି। ଆସନ୍ତା ୨୦ ତାରିଖରୁ ଏହି ପରୀକ୍ଷା ହେବାକୁ ଯାଉଥିବାବେଳେ ଆଡମିଟ୍‌ କାର୍ଡରେ ପରୀକ୍ଷାର୍ଥୀମାନେ ସବିଶେଷ ତଥ୍ୟ…

ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟ ଘଟଣା, ୩କୋର୍ଟ ଚାଲାଣ

ଜୁନାଗଡ,୧୪।୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ଜାରିଙ୍ଗ ଓଭରବ୍ରିଜ ନିକଟରେ ଗତ ଜୁଲାଇ ୧୦ ତାରିଖରେ ଏକ୍ସିସ ବ୍ୟାଙ୍କ ଫାଇନାନ୍ସ କର୍ମଚାରୀଙ୍କ ଠାରୁ ଡକାୟତମାନେ ୧ଲକ୍ଷ ୮୬ ହଜାର ଟଙ୍କା ସହ ମୋବାଇଲକୁ ଛଡେଇନେଇ ଚମ୍ପଟ ମାରିଥିଲେ…

କଲେଜ ନିକଟରେ ଚାଲିଗଲା ଯୁବକଙ୍କ ଜୀବନ, ଏନଏଚ ଉପରେ ମନ୍ତ୍ରୀଙ୍କୁ ଘେରିଲେ ଲୋକ, ଆଉ ତା’ ପରେ…

ଢେଙ୍କାନାଳ,୧୪।୯: ଢେଙ୍କାନାଳରେ କଲେଜ ବାଇପାସ ନିକଟରେ ଟ୍ରକ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ। ମହିଷାପାଟ ବାଇପାସ ନିକଟରେ ଏପରି ମର୍ମନ୍ତୁଦ ସଡକ ଦୁର୍ଘଟଣା ଦେଖିବାକୁ ମିଳିଛି। ତେବେ ଏହି ଘଟଣା ପରେ ଘଟଣାସ୍ଥଳରେ ବିବାଦ ତେଜିବାରେ ଲାଗିଛି। ସେହି ରାସ୍ତା ଦେଇ…

subhadra yojana: ପ୍ରଥମ ଆବେଦନରେ କଟିଗଲେ ଦ୍ୱିତୀୟ ଥର କରିପାରିବେ କି ଆପ୍ଲାଏ? ଜାଣି ନିଅନ୍ତୁ…

ଭୁବନେଶ୍ୱର,୧୪।୯: ସୁଭଦ୍ରା ଯୋଜନାକୁ ନେଇ ନୂଆ ଅପଡେଟ ସାମ୍ନାକୁ ଆସୁଛି । ବର୍ତ୍ତମାନର ସବୁଠୁ ବଡ଼ ଅପଡେଟ ହେଉଛି, ୧୭ ତାରିଖରେ ଆକାଉଣ୍ଟକୁ ଯିବ ପ୍ରଥମ କିସ୍ତି ଟଙ୍କା । ସେପ୍ଟେମ୍ବର ୧୫ ଭିତରେ ଆବେଦନ କରିଥିବା ମହିଳାଙ୍କୁ ମିଳିବ ଟଙ୍କା।…

କରୁଛନ୍ତି ହାଇଡ୍ରାମା, ଲୋକଙ୍କୁ ଦେଖାଉଛନ୍ତି ଭେଳିକି : କାହିଁକି ଏମିତି କହିଲା…

ଭୁବନେଶ୍ୱର,୧୪।୯:ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ ବଦଳିଲା। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ ଚିଠି…

୪୮ଘଣ୍ଟାରେ ଅତି ପ୍ରବଳ ବର୍ଷା! ୩ ଜିଲାକୁ ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪।୯: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡି଼ଶାରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଛି ଗଭୀର ଅବପାତ। ଏହା ପ୍ରଭାବରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?