ରାଜ୍ୟ

‘ମୋ ସ୍କୁଲ’ ନାମ ପରିବର୍ତ୍ତନ ନେଇ ଭାଜପାକୁ ଟାର୍ଗେଟ କଲା ବିଜେଡି କହିଲା….

ଭୁବନେଶ୍ୱର,୧୪।୯: ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ ବଦଳିଲା। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ…

୧୭ରେ ଟଙ୍କା ବର୍ଷା: ସୁଭଦ୍ରା ସହ ଆକାଉଣ୍ଟକୁ ଆସିବ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପ୍ରଥମ କିସ୍ତି, ୧୦ଲକ୍ଷ ହିତାଧିକାରୀଙ୍କୁ…

ଭୁବନେଶ୍ୱର,୧୪।୯:୧୭ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପ୍ରଥମ କିସ୍ତି ଆକାଉଣ୍ଟକୁ ଆସିବ। ପ୍ରଥମ କିସ୍ତି ଟଙ୍କା ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଓଡ଼ିଶାରେ ହିତାଧିକାରୀଙ୍କୁ ଆବାସର ପ୍ରଥମ କିସ୍ତି ମିଳିବ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ୧୦ଲକ୍ଷ ହିତାଧିକାରୀଙ୍କୁ ଆବାସ ପାଇଁ ପ୍ରଥମ କିସ୍ତି…

ପୋଖରୀରୁ ମିଳିଲା ଅଷ୍ଟଧାତୁରେ ନିର୍ମିତ ନାରାୟଣଙ୍କ ମୂର୍ତ୍ତି

ସାକ୍ଷୀଗୋପାଳ,୧୪।୧୦(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ଶାସନ ବଡ଼ପୋଖରୀରୁ ଶନିବାର ଦେଢଫୁଟ ଉଚ୍ଚ ଏବଂ ପ୍ରାୟ ୩ କିଲୋ ଓଜନର ଅଷ୍ଟଧାତୁରେ ନିର୍ମିତ ଏକ ନାରାୟଣଙ୍କ ମୂର୍ତ୍ତି ଉଦ୍ଧାର ହୋଇଛି।   ପୋଖରୀରେ ଗାଧୋଇବା ବେଳେ…

ଆସନ୍ତାକାଲି ୩ ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ପୁରୀ,୧୪।୯: ଆସନ୍ତାକାଲି ଅର୍ଥାତ୍‌ ରବିବାର ପବିତ୍ର ଭାଦ୍ରବ ଶୁକ୍ଳପକ୍ଷର ଶ୍ରବଣା ଦ୍ୱାଦଶୀ ତିଥି। ଏହି ତିଥିର ମାହାତ୍ମ୍ୟ ହେଉଛି ଶ୍ରୀଦିବ୍ୟସିଂହ ଦେବ ମହାରାଜାଙ୍କ ନୂତନ ଅଙ୍କ ଆରମ୍ଭ, ସୁନିଆଁ, ସର୍ବସମ୍ମତ ବାମନ ଜନ୍ମ, ଶ୍ରୀମନ୍ଦିରରେ ବାମନ ଜନ୍ମ, ଶକ୍ରଧ୍ୱଜ ଉତ୍‌ଥାପନ, ଇନ୍ଦ୍ରଧ୍ୱଜ…

ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ: ୧୭ରରେ….

ଭୁବନେଶ୍ୱର,୧୪।୯: ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସୁଭଦ୍ରାର ଶୁଭାରମ୍ଭ ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗୋଟିଏ ସ୍କିମରେ ସବୁଠୁ ବେଶୀ ମହିଳା ଉପକୃତ ଯୋଜନା ହେଉଛି ‘ସୁଭଦ୍ରା’। ଓଡ଼ିଶାର ୧ କୋଟିରୁ ଊର୍ଦ୍ଧ୍ୱ ମହିଳା…

୧୭ରେ ମହିଳାଙ୍କ ଆକାଉଣ୍ଟକୁ ଆସିବ ସୁଭଦ୍ରା ପ୍ରଥମ କିସ୍ତି, ଏହି ତାରିଖରୁ ଆବେଦନ କରିଥିଲେ ଆପଣବି ପାଇବେ ପ୍ରଥମ….

ଭୁବନେଶ୍ୱର,୧୪।୯: ଆସନ୍ତା ୧୭ରେ ମହିଳାଙ୍କ ଆକାଉଣ୍ଟକୁ ଯିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତି। ଏଯାବତ୍‌ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳା ପଞ୍ଜୀକରଣ କରିସାରିଲେଣି।ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି। ୧୫ ସୁଦ୍ଧା ଆବେଦନ କରିଥିବା ହିତାଧିକାରୀଙ୍କୁ ୧୭ରେ ପ୍ରଥମ…

ବିଜେଡିର ସମାଲୋଚନା ପରେ ପ୍ରକାଶ ପାଇଲା ନୂଆ ତାଲିକା, ମୃତ ଅଧିକାରୀଙ୍କ ବଦଳରେ ସ୍ଥାନ ପାଇଲେ ଏହି ଅଧିକାରୀ

ଭୁବନେଶ୍ୱର,୧୪ା୯: ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସଂଶୋଧନ ତାଲିକା ପ୍ରକାଶ ପାଇଛି। ପୂର୍ବ ତାଲିକାରେ ଜଣେ ମୃତ ଅଧିକାରୀଙ୍କ ନାଁ ରହିଥିଲା। ଏନେଇ ବିଜେଡି ସମାଲୋଚନା ପରେ ତାଙ୍କ ସ୍ଥାନରେ ଜଣେ ନୂଆ ଅଧିକାରୀ ସାମିଲ…

ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱର,୧୪।୯: ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ପରିଚୟ ଝାଡଖଣ୍ଡ ରାଞ୍ଚିର ଅଭିଷେକ ରବି ବୋଲି ଜଣାପଡିଛି। ଛାତ୍ର ଜଣଙ୍କ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବର୍ଷର ଛାତ୍ର ବୋଲି ସୂଚନା ମିଳିଛି ।…

କଟକରେ ଚାଞ୍ଚଲ୍ୟ: ମା’ଙ୍କ ଗଳାକାଟି ଦେଲେ ଦୁଇ ପୁଅ

କଟକ,୧୪।୯: କଟକ ଚାଉଳିଆଗଞ୍ଜ ଥାନା ଅଧୀନ ମହାନଦୀ ବିହାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଅତି ନୃଶଂସ ଭାବେ ମା’ଙ୍କ ଗଳାକାଟି ହତ୍ୟା କରିଛନ୍ତି ଦୁଇ ଜହ୍ଲାଦ ପୁଅ। ମୃତଦେହ ରକ୍ତାକ୍ତ ଅବସ୍ଥାରେ ଘରେ ପଡ଼ି ରହିଥିବା…

ଗାଁ ପୋଖରୀରେ କୁମ୍ଭୀର: ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୧୪।୯: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବ୍ରାହ୍ମଣସାହି ଗଜରାଜପୁର ଗାଁ ପୋଖରୀରେ କୁମ୍ଭୀର ଆତଙ୍କ ଦେଖାଦେଇଛି। ପୋଖରୀରେ କୁମ୍ଭୀରକୁ ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି। ଅନ୍ୟପକ୍ଷେ କୌଶଳ କ୍ରମେ ଗ୍ରାମବାସୀ କୁମ୍ଭୀରକୁ ଧରି ପୋଖରୀ କୂଳରେ ବାନ୍ଧି ରଖିଛନ୍ତି। ଖବର ପାଇଁ…

ମୋ ସ୍କୁଲ ଅଭିଯାନ ନାଁ ବଦଳାଇଲେ ମୋହନ ସରକାର, ରଖିଲେ ଏହି ନୂଆ ନାଁ

ଭୁବନେଶ୍ୱର,୧୪।୯: ଗଣଶିକ୍ଷା ବିଭାଗର ମୋ ସ୍କୁଲ ଅଭିଯାନ ନାଁ ବଦଳିଲା। ୨୦୧୭ରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ନାଁ ବଦଳି ପଞ୍ଚଶଖା ଶିକ୍ଷା ସେତୁ ନୂଆ ଯୋଜନା ହୋଇଛି। ଏନେଇ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ଗଣଶିକ୍ଷା ବିଭାଗ…

ଜେଲ୍‌ ଭିତରକୁ ନେଇଥିଲେ ମୋବାଇଲ, ପରେ…

ବାରିପଦା,୧୪।୯: କାର୍ଯ୍ୟରେ ଥାଇ ମୋବାଇଲ ବ୍ୟବହାର ପଡ଼ିଲା ମହଙ୍ଗା।ଜେଲ ଭିତରେ ମୋବାଇଲ ବ୍ୟବହାର କରି ନିଲମ୍ବିତ ହେଲେ ୱାର୍ଡର। ଏଭଳି ଘଟଣା ଘଟିଛି କରଞ୍ଜିଆ ଉପକାରାଗାରରେ । ଓ୍ବାର୍ଡର ସ୍ବାଗତ ରଥ ଓ କୃଷ୍ଣଚନ୍ଦ୍ର ମହାନ୍ତି ନିଲମ୍ବିତ ହୋଇଛନ୍ତି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?