ରାଜ୍ୟ

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା ମାତ୍ର ୪ହଜାର ଥିବା କୁହାଯାଉଛି। ଇଣ୍ଟରନ୍ୟାଶନାଲ ୟୁନିୟନ ଫର୍‌ କଞ୍ଜରବେଶନ ଅଫ୍‌ ନେଚର(ଆଇୟୁସିଏନ୍‌)ର ରେଡ୍‌…

ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…

ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍‌ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’…

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ମୃତକ ହେଲେ ଗ୍ରାମର ଗଣେଶ ମଣ୍ଡଳ ଓ ଆସୁ ମଣ୍ଡଳ। ତେବେ…

ଏକତରଫା ପ୍ରେମର ଭୟଙ୍କର ପରିଣତି, ସ୍ତ୍ରୀଙ୍କୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲେ ସ୍ୱାମୀ

ଭୁବନେଶ୍ୱର,୫।୫: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମରେ ବିଫଳ ହେବାରୁ, ଗାଡ଼ି ଚଢାଇ ହତ୍ୟା ଯୋଜନା କଲା ଅଭିଯୁକ୍ତ। ସ୍ତ୍ରୀକୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲା ସ୍ୱାମୀ । ପତ୍ନୀର ବଡ଼ ଭଉଣୀକୁ ଏକ ତରଫା ପ୍ରେମ କରି ବିଫଳ…

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର ସମୟରେ ପାଣ୍ଡିଆନ ତାଙ୍କର ବ୍ରହ୍ମପୁର ଲିଙ୍କ ବିଷୟରେ ଖୁଲାସା କରିଛନ୍ତି। ସେ କହିଛନ୍ତି,…

ଘରୁ ମତଦାନ କରିବେ ବରିଷ୍ଠ ମତଦାତା

ଭୁବନେଶ୍ୱର,୫ା୫(ଅନିଲ ଦାସ): ପ୍ରତିଟି ଭୋଟ ମୂଲ୍ୟବାନ। ଭାରତୀୟ ଗଣତନ୍ତ୍ରକୁ ପରିପୁଷ୍ଟ କରିବାରେ ପ୍ରତି ଭୋଟରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଯେଉଁ ମତଦାତାମାନେ ମତଦାନ କେନ୍ଦ୍ରକୁ ଆସିବାରେ ଅସମର୍ଥ ସେମାନଙ୍କ ପାଇଁ ସ୍ବତନ୍ତ୍ର ଭାବରେ ଘରୁ ମତଦାନ(ହୋମ୍‌ ଭୋଟିଂ)ର ବ୍ୟବସ୍ଥା କରାଯାଇଛି।…

‘ସର୍ଭେ ନାମରେ ହିତାଧିକାରୀ ଆଧାରିତ ଯୋଜନା ବନ୍ଦ କର’

ଭୁବନେଶ୍ୱର,୫ା୫(ଅନିଲ ଦାସ): ଚଳିତ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ନିରପେକ୍ଷ ଓ ସ୍ବଚ୍ଛ କରିବା ପାଇଁ ଭାରତ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧିର ଅନୁପାଳନ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସମ୍ପର୍କରେ ଶନିବାର ମୁଖ୍ୟ ନିର୍ବାଚନ…

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ। ଜଣେ ଦଳରୁ ନିଲମ୍ବିତ ହୋଇଥିଲା ବେଳେ ଅନ୍ୟଜଣେ ଟିକେଟ୍ ନ ପାଇ ଦଳରୁ ଇସ୍ତଫା…

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା ବସ୍ତିବାସିନ୍ଦା ଅଭିଯୋଗ କରିଛନ୍ତି। ଜନବସତି ଅଞ୍ଚଳରେ କୁକୁଡ଼ା ଫାର୍ମ ଚାଲିବା ବିଧେୟ ନୁହେଁ। ଏନେଇ…

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି କର୍ମୀଙ୍କ ଘରେ କେନ୍ଦ୍ର ଚାଲିଛି। ବିଭାଗୀୟ ସୂଚନା ଅନୁଯାୟୀ, ୨୦୨୪ ମାର୍ଚ୍ଚ ସୁଦ୍ଧା ଜିଲାର…

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦ ହେକ୍ଟରରେ ଚାଷ ହୋଇଛି। ଆଖୁ ପାଇଁ ପାଣିର ଅଭାବ ହିଁ ଏହାର କାରଣ ବୋଲି…

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି। ଆୟୋଜିତ ସମାବେଶରେ ଜିଲାର ଦୁଇ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଓ ବ୍ରହ୍ମପୁର ଲୋକସଭା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri