ରାଜ୍ୟ

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି ନିକଟସ୍ଥ ପଳାସପୁର ଛକ ଏବଂ ସୋରଡ଼ାରେ ଦଳୀୟ ସଭାରେ ଯୋଗଦେଇ ବିରୋଧୀ ଦଳକୁ ଟାର୍ଗେଟ…

ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଓଡ଼ିଶା ଷ୍ଟାର୍ଟଅପ୍‌ ପୁରସ୍କୃତ

ଭୁବନେଶ୍ୱର, ୪।୫ (ବନ୍ଦନା ସେଠୀ): ଆମେରିକାର ବୋଷ୍ଟନ ନର୍ଥ ଇଷ୍ଟର୍ନ ୟୁନିଭର୍ସିଟିଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ଷ୍ଟାର୍ଟଅପ୍‌ ପ୍ରଦର୍ଶନ ପ୍ରତିଯୋଗିତା ଓ ତତ୍‌ସମ୍ବନ୍ଧୀୟ ଅଭିଭାଷଣ କାର୍ଯ୍ୟକ୍ରମରେ ଓଡ଼ିଶା ଷ୍ଟାର୍ଟଅପ୍‌ କୃତିତ୍ୱ ଅର୍ଜନ କରିଛି। ଓଡ଼ିଶା ଷ୍ଟାର୍ଟଅପ୍‌ ଦ୍ୱାରା ସ୍ବୀକୃତ ତଥା ଓଡ଼ିଶା ଷ୍ଟାର୍ଟଅପ୍‌…

ଅସହ୍ୟ ନିର୍ଯାତନା: ହାଇଦ୍ରାବାଦରୁ ଲୁଚିଆସିଲେ ୪ ଶ୍ରମିକ

ଭବାନୀପାଟଣା/ଜୁନାଗଡ଼,୪ା୫ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ହାଇଦ୍ରାବାଦ କାମ କରିବାକୁ ଯାଇ ଜୁନାଗଡ ସହରର ୪ଜଣ ଶ୍ରମିକ ନିର୍ଯାତନା ସହି ନ ପାରି ଶେଷରେ ଠିକାଦାରଙ୍କ କବଳରୁ ଲୁଚି ଶୁକ୍ରବାର ଘରକୁ ଚାଲି…

କାର୍‌ରୁ ୨୬ ଲକ୍ଷ ଜବତ

ବଡ଼ବିଲ/ନୂଆପଡ଼ା,୪ା୫ (ଦେବପ୍ରିୟ ରଣା/ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି। ଏହିକ୍ରମରେ ଶୁକ୍ରବାର ଏକାଧିକ ସ୍ଥାନରେ ଯାଞ୍ଚ କରାଯାଇ ୨୬ଲକ୍ଷ ୨୯ହଜାର ଟଙ୍କା ଜବତ କରାଯାଇଛି। କେନ୍ଦୁଝର ଜିଲା…

ଆଜି ଆସୁଛନ୍ତି ଜୟଶଙ୍କର, ୫ରେ ଆସିବେ ନଡ୍ଡା

ଭୁବନେଶ୍ୱର, ୪ା୫(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଦଳର ଶକ୍ତି ବୃଦ୍ଧି ନିମନ୍ତେ ଭାଜପା କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ଶନିବାର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ…

ସୁଜାତା ଅର୍ଥ ବିଭାଗ ସ୍ବତନ୍ତ୍ର ସଚିବ, ଶାଳିନୀଙ୍କୁ ମିଶନ ଶକ୍ତି ଦାୟିତ୍ୱ

ଭୁବନେଶ୍ୱର,୪ା୫(ଅନିଲ ଦାସ): ୨୦୦୦ ବ୍ୟାଚ୍‌ ଆଇଏଏସ୍‌ ଅଫିସର ତଥା ମିଶନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ଶୁକ୍ରବାର ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସ୍ବାସ୍ଥ୍ୟ…

କଲରାପତରିଆ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର,୪ା୫(ଅସମାପିକା ସାହୁ): ଚଳିତବର୍ଷରୁ ରାଜ୍ୟ ସରକାର ନିଜସ୍ବ କଲରାପତରିଆ ବାଘ ଗଣନା ଆରମ୍ଭ କରିଛନ୍ତି। ଗତ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି ଗଣନା କାର୍ଯ୍ୟ ୪୦ଦିନ ଧରି ଚାଲିବ। ସେହିଭଳି ହାତୀ ଗଣନା ଆସନ୍ତା ୨୨ତାରିଖରୁ ଆରମ୍ଭ ହେବ ବୋଲି…

କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ରହିବ: ରାହୁଲ

ରାୟଗଡ଼ା,୪।୫(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ କଂଗ୍ରେସ ସମାବେଶକୁ ଶୁକ୍ରବାର ଭର୍ଚୁଆଲ ମୋଡ୍‌ରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ଜନସଭାରେ ସେ କଂଗ୍ରେସର ୫ ଗ୍ୟାରେଣ୍ଟି କଥା କହିଛନ୍ତି। ଆଗାମୀ ନିର୍ବାଚନରେ କଂଗ୍ରେସ ଜିତିଲେ ସମ୍ବିଧାନ ସୁରକ୍ଷିତ ହେବ…

ଓଡ଼ିଆ ଅସ୍ମିତା କଥା କହିବାର ଅଧିକାର ଧର୍ମେନ୍ଦ୍ରଙ୍କ ନାହିଁ: ବିଜେଡି

ଭୁବନେଶ୍ୱର,୪ା୫(ଅନିଲ ଦାସ): ଓଡ଼ିଆ ଅସ୍ମିତା ମହାପ୍ରଭୁ ଜଗନ୍ନାଥଙ୍କଠାରୁ ଆରମ୍ଭ ହୁଏ, ଯିଏ କି କେବଳ ଦେବତା ନୁହନ୍ତି, ସେ ହେଉଛନ୍ତି ଓଡ଼ିଶାର ହୃଦ୍‌ସ୍ପନ୍ଦନ ା ଯେତେବେଳେ ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ହାତକୁ ନେବାକୁ ନିଷ୍ପତ୍ତି ନେଇଥିଲେ, ସେତେବେଳେ ସେ…

ଓଡ଼ିଆ ଅସ୍ମିତା ଉପରେ ବଡ଼ ପ୍ରଶ୍ନଚିହ୍ନ ଲାଗିଛି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୪।୫(ସୁନିତ୍‌ ମିଶ୍ର): ଓଡ଼ିଆ ସମାଜ ସମ୍ମୁଖରେ ଓଡ଼ିଆ ଭାଷା, ଐତିହ୍ୟ, ଗୌରବ, ଅସ୍ମିତା ଓ ସଂସ୍କୃତି ଉପରେ ବଡ଼ ପ୍ରଶ୍ନଚିହ୍ନ ଲାଗିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଯେଉଁ ସମାଜର ଐତିହ୍ୟ ହଜାର ହଜାର ବର୍ଷ ତଳର, ତା’ର…

ଖଣ୍ଡପଡ଼ା: ସ୍ବାଧୀନ ଭାବେ ପ୍ରାର୍ଥତ୍ପତ୍ର ଦାଖଲ କଲେ ଅନୁଭବ

ନୟାଗଡ଼,୪।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଚର୍ଚ୍ଚାରେ ରହିଛି। ଏଠାରେ ରାଜନୈତିକ ଦୃଶ୍ୟପଟ ବଦଳିବାରେ ଲାଗିଥିବାରୁ ସମସ୍ତଙ୍କ ନଜର ଏହି ନିର୍ବାଚନ କ୍ଷେତ୍ର ଉପରେ ରହିଛି। ବିଜେଡି ଭାପୁର ବ୍ଳକ୍‌ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନଙ୍କୁ ଟିକେଟ…

ଆଜି ୩ ଲୋକ ସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୪ା୫(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକ ସଭା କ୍ଷେତ୍ର ମଧ୍ୟରୁ ୩ଟି ଲୋକ ସଭା କ୍ଷେତ୍ରରେ ନବୀନ ପ୍ରଚାର କରିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri