ରାଜ୍ୟ

ଆନ୍ଦୋଳନସ୍ଥଳକୁ ଯାଉଥିବା ବେଳେ ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌, ଆଉ ତା’ ପରେ…

କେନ୍ଦୁଝର,୧୨ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଏକ ପୋଲିସ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେଲକୋଇରେ ଚକଧର ଜଳସେଚନ ପ୍ରକଳ୍ପ ପ୍ରତିବାଦରେ ଆରମ୍ଭ ହୋଇଥିବା ୧୨ ଘଣ୍ଟିଆ ଏନ୍‌ଏଚ୍‌ ୪୯ ଅବରୋଧ ଆନ୍ଦୋଳନ ଓ ତେଲକୋଇ…

ରାଜ୍ୟ କ୍ୟାବିନେଟ ୩ ପ୍ରସ୍ତାବକୁ ମୋହର: ଝିଅଙ୍କୁ ମିଳିବ…

ଭୁବନେଶ୍ୱର,୧୨।୯: ଲୋକସେବା ଭବନରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ ବୈଠକ ଶେଷ ହୋଇଛି। ବୈଠକରେ ୩ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଓଡ଼ିଶା ବେସାମରିକ ସେବା ନିୟମାବଳୀ ସଂଶୋଧନ ଅନୁସାରେ ସରକାରୀ ମା’ବାପାଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ମିଳିବ…

ଆଜି ମାଲକାନଗିରି ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୨।୯: ଆଜି ଅପରାହ୍ନରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତି ସମୀକ୍ଷା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଯିବେ। ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଲୋକେ ପାଣି ଘେରରେ…

ଆଜି ରାଜ୍ୟରେ ଅନୁଷ୍ଠିତ ହେବ ନିଯୁକ୍ତି ମେଳା: ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୋହନ ସରକାର

ଭୁବନେଶ୍ୱର,୧୨।୯: ଆଜି ରାଜ୍ୟରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ। ୪୬୭ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ କାର୍ଯ୍ୟକ୍ରମ ହେବ। ଖୁବ୍‌ଶୀଘ୍ର ରାଜ୍ୟରେ ୩୫ ହଜାର ଯୁବତୀଯୁବକଙ୍କୁ ଯୋଗାଇ ଦିଆଯିବ ନିଯୁକ୍ତି।…

ସାଂଘାତିକ ଅଭିଯୋଗ ଆଣିଲେ ସୁନୀତି ମୁଣ୍ଡ, ଭାଜପାର ଏହି ନେତା ଦେଉଥିଲେ ନିର୍ଯାତନା ସହ ଧମକ

ଭୁବନେଶ୍ୱର,୧୨।୯: ଭାରତୀୟ ଜନତା ପାର୍ଟି ଭାଜପାରୁ ନିଲମ୍ବିତ ହେବାର କିଛି ଦିନ ପରେ ମୁହଁ ଖୋଲିଛନ୍ତି ସୁନୀତି ମୁଣ୍ଡ। ନିଲମ୍ବନ ପରେ ସେ ପାର୍ଟି ବିରୋଧରେ ଆଣିଛନ୍ତି ସାଂଘାତିକ ଅଭିଯୋଗ। ସେ କହିଛନ୍ତି, ଗତ କିଛି ମାସ ମଧ୍ୟରେ ତାଙ୍କୁ ନିର୍ଯାତନା…

ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଗିରଫ ହେଲେ ୨ ଜନସେବା କର୍ମଚାରୀ

ଭୁବନେଶ୍ୱର,୧୨।୯: ସୁଭଦ୍ରା ଯୋଜନା ଦରଖାସ୍ତ ପାଇଁ ଅର୍ଥ ଦାବି ମହଙ୍ଗା ପଡ଼ିଲା। ଭୁବନେଶ୍ବରର ୨ ଜନସେବା କେନ୍ଦ୍ର କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ଉଭୟେ ନିଳାଦ୍ରିବିହାର ଏବଂ ସତ୍ୟନଗର ସ୍ଥିତ ଜନସେବା କେନ୍ଦ୍ରର କର୍ମଚାରୀ ବୋଲି ଜଣାପଡ଼ିଛି। ରାଜ୍ୟ ସରକାର ପ୍ରଣୟନ…

ସରକାରଙ୍କୁ ସମାଲୋଚନା କଲେ ଶଙ୍କରାଚାର୍ଯ୍ୟ

ପୁରୀ,୧୨ା୯(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାର ନୂଆ ଅବକାରୀ ନୀତି ଲାଗୁ କରିଛନ୍ତି। ଏହି ନୂଆ ଆଇନର ପ୍ରାବଧାନ ଅନୁଯାୟୀ, ଏଣିକି ସମୁଦ୍ର ବେଳାଭୂମି ଓ ନଦୀପଠାରେ ମଦ ବିକ୍ରି ହୋଇପାରିବ। ବେଳାଭୂମିରେ ଛୋଟ ଛୋଟ ଷ୍ଟଲ୍‌ କରାଯାଇ ବିଚ୍‌ ସାକ୍ସ…

ବିଜେଡିରେ ବଢ଼ୁଛି କନ୍ଦଳ

ପାରାଦୀପ/ କୁଜଙ୍ଗ, (ଶରତ ରାଉତ/ମନୋଜ ପ୍ରଧାନ),୧୨ା୯: ସାଧାରଣ ନିର୍ବାଚନରେ ପାରାଦୀପ ନିର୍ବାଚନ ମଣ୍ଡଳୀରେ ବିଜେଡିର ପରାଜୟକୁ ଅନେକେ ନେତା ଓ କର୍ମୀ ଗ୍ରହଣ କରିପାରୁନାହାନ୍ତି। ଗତ ୩ମାସ ମଧ୍ୟରେ ବିଜେଡି ସମର୍ଥିତ କେତେକ ସରପଞ୍ଚ ଓ ସମିତି ସଭ୍ୟ ଦଳ ଛାଡ଼ି…

ଯୁବଗୋଷ୍ଠୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ: ନବୀନ

ଭୁବନେଶ୍ୱର,୧୨।୯(ଅନିଲ ଦାସ)ବିଜୁ ଯୁବ ଜନତା ଦଳର କର୍ମକର୍ତ୍ତାଙ୍କ ସାଙ୍ଗଠନିକ ସମ୍ମିଳନୀ ବୁଧବାର ଶଙ୍ଖ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀକୁ ଉଦ୍‌ଘାଟନ କରି ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି, ବିଜେଡିକୁ ସାମାଜିକ ଆନ୍ଦୋଳନରେ ପରିଣତ କରିବାରେ…

ସୁଲଭ ମୂଲ୍ୟରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବିଶ୍ୱମାନର ଶିକ୍ଷା ଦେବା ଆମ ପ୍ରତିବଦ୍ଧତା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨।୯(ସୁନିତ୍‌ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ପୃଥକ୍‌ ଭାବେ ପର୍ଡ୍ୟୁ ବିଶ୍ୱବିଦ୍ୟାଳୟର ସଭାପତି ମୁଙ୍ଗ୍‌ ଚିଆଙ୍ଗ, ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ କିନ୍‌ଡ୍ରିଲର ସିଇଓ ମାର୍ଟିନ ସ୍କୋରିଟର ଏବଂ ଦକ୍ଷତା, ଉଦ୍ୟମିତା ଓ ଗବେଷଣା ଉପରେ କାମ କରୁଥିବା ୱାଧୱାନୀ…

ସ୍କ୍ରବ୍‌ ଟାଇଫସ୍‌: ବରଗଡ଼ରେ ୩ ମୃତ

ବରଗଡ଼,୧୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍‌ ଟାଇଫସ୍‌ ରୋଗ ବ୍ୟାପିବାରେ ଲାଗିଛି। ଏଥିରେ ଆକ୍ରାନ୍ତ ହୋଇ ଏପର୍ଯ୍ୟନ୍ତ ଜିଲାର ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ବୁଙ୍ଗାପାଲି ଗ୍ରାମର ସରୋଜ ପ୍ରଧାନ(୪୨), ପଦ୍ମପୁରର ସଖୀ ପ୍ରଧାନ(୭୦) ଏବଂ…

ଶ୍ରୀମନ୍ଦିର ଦଧିନଉତି ଉପରକୁ ଚଢ଼ିଗଲେ ଅଜଣା ବ୍ୟକ୍ତି: ପୁଣି ସୁରକ୍ଷା ଉପରେ ଉଠିଲା ପ୍ରଶ୍ନବାଚୀ

ପୁରୀ ୧୧ା୯( ଅଜିତ୍ କୁମାର ମହାନ୍ତି):ବୁଧବାର ଶ୍ରୀମନ୍ଦିର ଭିତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯାହାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାକୁ ଉପରେ ପୁଣିଥରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଜଣେ ବୟସ୍କ ବ୍ୟକ୍ତି ଶ୍ରୀମନ୍ଦିର ଦଧିନଉତି ଉପରେ ଚଢିଯାଇଥିବା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?